-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

ଡେଙ୍ଗ ବିଦ୍ୟାଳୟରେ ବିଶ୍ଵ ହାତଧୁଆ ଦିବସ ପାଳିତ

15-Oct-2025



ବଲାଙ୍ଗୀର, ତା, ୦୨/୧୦ (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଡେଙ୍ଗରେ ପ୍ରଧାନଶିକ୍ଷକ  ତଥା ରେଡ଼କ୍ରସ୍ ସାଧନକର୍ମୀ  ରାମ ନାରାୟଣ ଦାଶଙ୍କ ତତ୍ତ୍ଵାବଧାନରେ ବିଶ୍ଵ ହାତଧୁଆ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟରେ ଆୟୋଜିତ ସଚେତନତା ସଭାରେ ପ୍ରଥମେ ମୁଖ୍ୟ ଅତିଥି ତଥା ରେଡ଼କ୍ରସ୍ ସାଧନକର୍ମୀ ପ୍ରଭାକର ଛନ୍ଦ ହାତଧୁଆର ଗୁରୁତ୍ୱ ସହ ଛଅଟି ସୋପାନ ଡେମନଷ୍ଟେସନ୍ ମାଧ୍ୟମରେ ବୁଝାଇଥିଲେ। ସମ୍ମାନୀତ ଅତିଥି ଭାବେ ଆଶାକର୍ମୀ ସୂର୍ଯ୍ୟକାନ୍ତି ରଣା ଓ ରାଜକୁମାରୀ ରଣା ଉପସ୍ଥିତ ରହି ମୁଖ୍ୟ ଅତିଥିଙ୍କ ସହ ପିଲାମାନଙ୍କୁ ସୋପାନଗୁଡ଼ିକ ପ୍ରଦର୍ଶିତ କରାଇଥିଲେ। ପରେ ସମସ୍ତ ଛାତ୍ରଛାତ୍ରୀମାନେ ଏହାକୁ ସାମୂହିକ ଭାବେ ପ୍ରଦର୍ଶନ କରିଥିଲେ। ବିଜ୍ଞାନ ଶିକ୍ଷକ କୃପାସିନ୍ଧୁ ମିଶ୍ର  ପରିଚାଳନା କରିଥିଲା ବେଳ ଓ ବିଜ୍ଞାନ ଶିକ୍ଷକ ଲିଙ୍ଗରାଜ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ, ତପସ୍ଵିନୀ ପଟେଲ, ଶିବାନୀ ମଲ୍ଲିକ, ଶ୍ରଦ୍ଧାଞ୍ଜଳି ନନ୍ଦ, ଦ୍ରୌପଦୀ ଭୋଇ, କାନ୍ତି ଭୋଇ, ଶିକ୍ଷକ ସୁଦର୍ଶନ ଦାଶ, ଦୀପକ ସେନ ଧରୁଆ,ସମୀର ସେଠି, ଅବିନାଶ ଭୋଇ, ବୃନ୍ଦାବନ ଭୂଏ, ହିମାଂଶୁ ବିଶ୍ଵାଳ, ଦେବେଶ ହୋତା, ମନରଞ୍ଜନ ପରିଡ଼ା ପ୍ରମୁଖ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like