-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||     

HOME   ଜିଲ୍ଲା

ଦେଓଗାଁରେ ବନ୍ଧୁକ ଓ ଖଣ୍ଡାଧାରୀଙ୍କ ଆତଙ୍କରାଜ ଘଟଣା; ଗୋଟିଏ ବାଇକ ସହ ମାରଣାସ୍ତ୍ର ଜବତ ,୫ କୋର୍ଟ ଚାଲାଣ

15-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଦେଓଗାଁ କଛାରପାଲିରେ ସୋମବାର ସଂନ୍ଧ୍ୟାରେ ଘଟିଥିବା ଦୁବୃର୍ତ୍ତଙ୍କ ଦ୍ୱାରା ଆତଙ୍କରାଜ ଘଟଣାରେ ବୁଧବାର ସ୍ଥାନୀୟ ପୋଲିସ ଗୋଟିଏ ବାଇକ,୨ଟି ମୋବାଇଲ ଫୋନ ସହ ମାରଣାସ୍ତ୍ର ଜବତ କରି ୫ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ମାନେ ହେଲେ   ଦେଓଗାଁ ଥାନା ଅନ୍ତର୍ଗତ ଅର୍ଡା ଗାଁର କାଲିଆ ବେହେରା (୨୮),ୱେଷ୍ଟବେଙ୍ଗଳ ମୁରଶିଦାବାଦ ଜିଲ୍ଲା ବେଲଡଙ୍ଗା ଥାନା ହରେକନଗରର ମହମ୍ମଦ ସାନାଉଲ୍ଲା ଖାଁ (୩୮),ବଲାଙ୍ଗିର ସାଗରପଡାର ସାଗର ମାହାକୁର (୨୫),ଶାସ୍ତ୍ରୀନଗରର ମୁକେଶ ବଗର୍ତ୍ତି(୩୦) ଓ ସଇଁନ୍ତଲା ଥାନା କମଲଡଗା ଗାଁର କିଷାନ ମାଝି (୨୫) । ସମସ୍ତଙ୍କ ଜାମିନ ନାମଞ୍ଜୁର ହେବାରୁ ସମସ୍ତଙ୍କୁ ଜେଲହାଜତକୁ ପଠାଇଦିଆଯାଇଥିବା ଜଣାପଡିଛି । ପ୍ରକାଶଯେ, ସୋମବାର ସଂନ୍ଧ୍ୟା ପ୍ରାୟ ୭ଟା ସମୟରେ ହଠାତ ୧୨ଜଣ ଯୁବକ ୪ଟି ବାଇକରେ ଆସି ସ୍ଥାନୀୟ ସାହୁପଡାରେ ବନ୍ଧୁକ ଓ ଖଣ୍ଡା ବାହାରକରି କିଛି ସମୟପାଇଁ ଆତଙ୍କ ଖେଳାଇଥିଲେ । ସାଧାରଣ ଲୋକଙ୍କୁ ଅସଭ୍ୟ ଭାଷାରେ ଗାଲିଗୁଲଜ କରି ଜଣେ ଯୁବକଙ୍କୁ ଆକ୍ରମଣ କରିବାପାଇଁ ଖୋଜିଥିଲେ । ଏନେଇ ସଂନ୍ଧ୍ୟା ପ୍ରାୟ ୮ଟାରେ ସାହୁପଡା ପ୍ରଗତିଯୁବକ ସଂଘର କର୍ମକର୍ତ୍ତା ତଥା ପଡାବାସୀ ମାନେ ଦେଓଗାଁ ଥାନାକୁ ଯାଇ ଲିଖିତଭାବେ ଅଭିଯୋଗ କରିଥିଲେ । ଦେଓଗାଁ ଥାନାରୁ ମାତ୍ର କିଛିଦୂରରେ ବାହାରର ଯୁବକମାନେ ଆସି ମାରଣାସ୍ତ୍ରଧରି ଆତଙ୍କରାଜ ଚଳାଇବା ଘଟଣାକୁ ନେଇ ଜନଅସନ୍ତୋଷ ବ୍ୟାପିଛି । ଅଭିଯୋଗପରେ ଏସପି ଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ୨ଟି ଟିମଗଠନ କରି ରାତିରେ ତନାଘନା ଚଲାଇଥିଲା ।  ଦୁବୃର୍ତ୍ତମାନେ ଜୁର୍ଲାକାନୀ ଛକନିକଟରେ ଗୋଟିଏ ବାଇକ ଛାଡିଦେଇ ଫେରାର ମାରିଥିଲେ । ଉକ୍ତବାଇକ କୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଥିଲା । ଅନ୍ୟ ଅଭିଯୁକ୍ତ ମାନଙ୍କୁ ଅତିଶିଘ୍ର ଗିରଫ କରାଯିବ ଓ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଅରାଜକତାକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି ଥାନାଧିକାରୀ ବୁଲୁ ମୁଣ୍ଡା ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   27-Jun-2026
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026

You Might Also Like