-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||     

HOME   ଜିଲ୍ଲା

ଦେଓଗାଁ କଲେଜଛକରେ ଟ୍ରକବାଇକ ଧକ୍କାରେ ଜଲିଗଲା ଟ୍ରକ, ଜଣେ ମୃତ

16-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଦେଓଗାଁ କଲେଜଛକ ନିକଟରେ ଟ୍ରକ ଓ ବାଇକ ଧକ୍କାରେ ଜଣେ ଯୁବକ ମୃତ ହୋଇଥିବା ବେଳେ ଟ୍ରକଟି ସମ୍ପୁଣ୍ଣ ଭାବେ ଜଳିଯାଇଥିବା ଜଣାପଡିଛି । ସୂଚନାନୁସାରେ ଦେଓଗାଁ ପଟରୁ ଏକଟ୍ରକ ଦୃତ ଗତିରେ ଆସି କଲେଜଛକ ଠାରେ ୟୁଟର୍ଣ୍ଣଂ ରେ ଜନୈକ ଯୁବକ ବାଇକରେ ଯାଉଥିବା ବେଳେ ଉକ୍ତ ଯୁବକକୁ ବାଇକ ସହିତ ଘୋଷାଡି ନେଇଥିଲା । କଲେଜଛକରୁ ପ୍ରାୟ ଶହେ ମିଟର ଦୂର ବିଦ୍ୟୁତ ଗ୍ରୀଡ ସାମ୍ନା ପର୍ଯ୍ୟନ୍ତ ଘୋଷାଡି ନେଇ ଥିବା ବେଳେ ଯୁବକଙ୍କ ମୁଣ୍ଡ ଓ ଗଣ୍ଡି ଅଲଗା ହୋଇଯାଇଥିଲା । ପରେ ଉକ୍ତ ଟ୍ରକଟି ବାଇକକୁ ଘୋଷାଡି ନେବା ବେଳେ ପ୍ରାୟ ଅଧକିଲୋମିଟର ଦୂରରେ ଟ୍ରକ ଓ ବାଇକଟି ସମ୍ପୁର୍ଣ୍ଣରୂପେ ଜଳିଯାଇଥିଲା । ଉକ୍ତ ଟ୍ରକଟି ଭୁତିଆରବାହାଲ କ୍ରସରର ବୋଲି ଆଲୋଚନା ହେଉଥିବା ବେଳେ ଟ୍ରକଡ୍ରାଇଭର ଗାଡିରୁ ଓହ୍ଲାଇ ଫେରାର ମାରିଥିବା ଜଣାପଡିଛି । ସ୍ଥାନୀୟ ଦମକଳ ବାହିନୀ ର କର୍ମଚାରୀ ମାନେ ଘଟଣାସ୍ଥଳକୁ ପହଞ୍ôଚ ନିଆଁକୁ ଆୟତ୍ତ କରିଥିଲେ । ଅନ୍ୟପଟେ ଦେଓଗାଁ ଥାନାଧିକାରୀ ବୁଲୁ ମୁଣ୍ଡା ଓ ଡିଏସପି ସମର୍ଥ କେ. ବେହେରା ଘଟଣା ସ୍ଥଳକୁ ପହଞ୍ôଚ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ବଲାଙ୍ଗିର ଭୀମଭୋଇ ମେଡିକାଲକୁ ପଠାଇବାସହ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁକରି ଅଧିକ ତଦନ୍ତ ଜାରୀ ରଖିଥିବା ସୂଚନା ଦେଇଛନ୍ତି । ମୃତ ଯୁବକ ଜଣକ ସଇଁନ୍ତଲା ନବୀନଛକରେ ଥିବା ସରିଫ ଷ୍ଟିଲ ର ମାଲିକ ସରିଫ ସାହା (୩୫) ବୋଲି ଜଣାପଡିଥିବା ଥାନାଧିକାରୀ ସୂଚନା ଦେଇଛନ୍ତି । ପ୍ରକାଶ ଯେ,ଏହି ଛକ ଠାରେ କ୍ରସରର ଏକ ହାଇୱା ଗାଡି ସାଗରପାଲିର ଜନୈକ ବ୍ୟକ୍ତି ଙ୍କୁ ସମାନ ଭାବେ ଦୂର୍ଘଟଣା ଘଟାଇ ମୃତ୍ୟୁ ହୋଇଥିଲା । ଏହି ଛକରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଏଦିଗରେ ପୋଲିସ ପ୍ରଶାସନ ସ୍ୱତନ୍ତ୍ର ଦୃଷ୍ଟିଦେବାକୁ ସାଧାରଣରେ ଦାବୀ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   27-Jun-2026
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026

You Might Also Like