-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||     

HOME   ଜିଲ୍ଲା

ଦାଦନ ଦୁଃଖ: ବାହାର ରାଜ୍ୟକୁ କାମ କରିବାକୁ ଯାଇ ଦାଦନ ଶ୍ରମିକଙ୍କ ମୃତ୍ୟୁ

16-Oct-2025



ବଲାଙ୍ଗିର/ଖପ୍ରାଖୋଲ (ପ୍ରେରଣା ଖବର): ଖପ୍ରାଖୋଲ ବ୍ଲକ ଘୁନସର ପଞ୍ଚାୟତ ଅନ୍ତର୍ଗତ ପିଙ୍ଗଲମୁଣ୍ଡା ଗାଁର ଯୁବ ଦାଦନ ଶ୍ରମିକ ଇଶ୍ଵର ରାୟ (୨୩)ଙ୍କ ମୃତ୍ୟୁ ଗୁଜୁରାଟର ଗାନ୍ଧୀଧାମରେ ଘଟିଥିବା ଖବର ମିଳିଛି । ଗତ ମାସେ ତଳେ ସେ କାମ କରିବାକୁ ସେଠାକୁ ଯାଇଥିଲେ ବୋଲି ପରିବାର ସୂତ୍ରରୁ ଜଣାଯାଇଛି । ଗୁଜୁରାଟ ରାଜ୍ୟ ସ୍ଥିତ ଗାନ୍ଧୀଧାମ ଥାନା ଅନ୍ତର୍ଗତ ପାଟଣା ଠାରେ ଗାୟତ୍ରୀ ପେଟ୍ରୋଲ ପମ୍ପ ନିକଟରେ ଥିବା ଅଗ୍ରୱାଲ କାଠ କାରଖାନାରେ ଈଶ୍ଵର କାମ କରୁଥିଲେ । କାମ କରୁଥିବା ସମୟରେ କିଛିଦିନ ପୂର୍ବରୁ ତାଙ୍କ ସହ ଦୁର୍ଘଟଣା ଘଟିଥିବା ପରିବାର ଲୋକ କହିଛନ୍ତି । ସେହି ଦୁର୍ଘଟଣା ପରେ ତାଙ୍କ ସ୍ୱାସ୍ଥ୍ୟ ଅବନତି ହୋଇ ଅବଶେଷରେ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି । ମୃତଦେହ ଗାଁକୁ ଆସୁଥିବା ସୂଚନା ମିଳିଛି ଓ ପରିବାର ଏବଂ ଗ୍ରାମବାସୀ ଶୋକାକୁଳ ଅବସ୍ଥାରେ ଅଛନ୍ତି । ଏପର୍ଯ୍ୟନ୍ତ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ପକ୍ଷରୁ କୌଣସି ସୁଚନା ବା ପଦକ୍ଷେପ ନିଆଯାଇନଥିବାରୁ ଗ୍ରାମବାସୀ ଓ ସାମାଜିକ କର୍ମୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି । ସେମାନେ ଦାବି କରିଛନ୍ତି ଯେ, ଦାଦନ ଶ୍ରମିକଙ୍କ ସୁରକ୍ଷା, ରେଜିଷ୍ଟ୍ରେସନ ଓ ବୀମା ବ୍ୟବସ୍ଥା ନେଇ ସରକାର ଗୁରୁତର ଭାବେ ଚିନ୍ତା କରିବାର ଆବଶ୍ୟକତା ରହିଛି । ଗ୍ରାମରେ ଏହି ଦୁଃଖଦ ଘଟଣା ପରେ ଶୋକ ଓ ଆକ୍ରୋଶର ପରିବେଶ ସୃଷ୍ଟି ହୋଇଛି l ପ୍ରକାଶ ଯେ, ଗତ ଦୁଇ ଦିନ ତଳେ ମୁରିବାହାଲ ଥାନା ଯଇଁତରା ଗାଁ ର ନେପାଲ ପଟ୍ଟନାୟକ ନାମକ ଯୁବକର ଶବ ଆନ୍ଧ୍ରପ୍ରଦେଶରୁ ଫେରିଥିଲା l ଜିଲ୍ଲାକୁ ଦାଦନଙ୍କ ଶବ ଫେରିବା ନେଇ ବିଭିନ୍ନ ମହଲରେ ଉଦବେଗ ପ୍ରକାଶ ପାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   27-Jun-2026
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026

You Might Also Like