-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ରାଜ୍ୟ

ସମସ୍ତଙ୍କ ପାଇଁ ଖୋଲିବ କଲେଜ୍ ଓ ବିଶ୍ଵ ବିଦ୍ୟାଳୟ, ଏତିକି ତାରିଖରେ ହେବ ପରୀକ୍ଷା

29-Jan-2021



ଭୁବନେଶ୍ଵର (ପ୍ରେରଣା ଖବର ବ୍ୟୁରୋ) : ଫେବୃଆରୀ କୋଭିଡ୍-୧୯ ଗାଇଡ୍‌ଲାଇନ୍‌ରେ କେନ୍ଦ୍ର ସରକାର ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବାକୁ ଅନୁମତି ଦେଇଛନ୍ତି। ଏହା ପରେ ରାଜ୍ୟ ସରକାର ସ୍କୁଲ, କଲେଜ୍ ଓ ବିଶ୍ଵ ବିଦ୍ୟାଳୟ ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ପ୍ରଥମେ ରାଜ୍ୟରେ ଦଶମ, ଯୁକ୍ତ ୨ ଦ୍ଵିତୀୟ ବର୍ଷ ଏବଂ ୟୁଜି ଏବଂ ପିଜିର ଶେଷ ବର୍ଷର ଛାତ୍ର-ଛାତ୍ରୀଙ୍କ ପାଇଁ ଶିକ୍ଷାନୁଷ୍ଠାନ ଖୋଲିବା ପରେ ଏବେ ରାଜ୍ୟ ସରକାର ପିଜି ଓ ୟୁଜି ଛାତ୍ରଙ୍କ ପାଇଁ କଲେଜ୍ ଏବଂ ବିଶ୍ଵ ବିଦ୍ୟାଳୟ ଫେବୃଆରୀ ୬ରୁ ଖୋଲିବାକୁ ଘୋଷଣା କରିଛନ୍ତି।

ବିଜ୍ଞପ୍ତି ଅନୁଯାୟୀ ରାଜ୍ୟ ସରକାର ଯୁକ୍ତ ୩ ଏବଂ ପିଜିର ଅନ୍ୟ ସେମିଷ୍ଟାରର ଛାତ୍ର-ଛାତ୍ରୀଙ୍କ ପାଇଁ ଫେବୃଆରୀ ୬ରୁ କଲେଜ୍ ଓ ବିଶ୍ଵ ବିଦ୍ୟାଳୟ ଖୋଲିବାକୁ ଘୋଷଣା କରିଛନ୍ତି। ଛାତ୍ର-ଛାତ୍ରୀଙ୍କୁ ଶ୍ରେଣୀଗୃହରେ ପାଠପଢା ପାଇଁ ଅନୁମତି ମିଳିଛି। ମେ ୧୬ରୁ ମେ ୩୧ ମଧ୍ୟରେ ଅନ୍ୟ ସେମିଷ୍ଟାର ପରୀକ୍ଷା ଆୟୋଜନ ହେବ। ସେହି ପରି ଶେଷ ସେମିଷ୍ଟାର ଜୁନ ୧୬ରୁ ଜୁନ ୩୦ ମଧ୍ୟରେ ଆୟୋଜନ ହେବ। ଉଚ୍ଚ ଶିକ୍ଷା ବିଭାଗ ତରଫରୁ ବିଜ୍ଞପ୍ତି ଜରିଆରେ ଏହା କୁହାଯାଇଛି।

କରୋନା ମହାମାରୀ କାରଣରୁ ସମଗ୍ର ଶିକ୍ଷା ବ୍ୟବସ୍ଥା ଉପରେ ଗୁରୁତର ପ୍ରଭାବ ପଡିଛି। ଗତ ଶିକ୍ଷା ବର୍ଷ ସଂପୂର୍ଣ୍ଣ ଧୋଇ ହୋଇ ଯାଇଛି। ଦୀର୍ଘ ୯ ମାସ ପରେ ରାଜ୍ୟରେ ପ୍ରଥମେ ଦଶମ, ଯୁକ୍ତ ୨ ଦ୍ଵିତୀୟ ବର୍ଷ ଏବଂ ୟୁଜି-ପିଜିର ଶେଷ ସେମିଷ୍ଟାର ପାଇଁ ସ୍କୁଲ, କଲେଜ୍ ଖୋଲା ଯାଇଥିଲା। ୟୁଜି ଏବଂ ପିଜି ପରେ ସରକାର ପ୍ରଥମରୁ ନବମ କ୍ଲାସ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ଉପରେ ବିଚାର କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like