-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ଧୋକା ଦେଲେ BSF ଯବାନ: ନ୍ୟାୟ ପାଇଁ ଶ୍ୱଶୁର ଘର ଆଗରେ ଧାରଣା ଦେଲେ  ସ୍ତ୍ରୀ  

16-Oct-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା( ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ନଲାଗଣ୍ଠି ପଞ୍ଚୟତ ଏମ.ଭି ୭୨ ଗାଁରେ ସ୍ତ୍ରୀ ନିଜ ଅଧିକାର ପାଇ ସ୍ବାାମୀ ଘର ଆଗରେ ଧାରଣା ଦେବାର ଖବର ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି l ସ୍ତ୍ରୀ କରିସ୍ମା ମଣ୍ଡଳ ନିଜ ଅଧିକାର ପାଇଁ  ସ୍ବାମୀଙ୍କ ଘର ଗେଟ ସାମ୍ନାରେ ଧାରଣା ଦେଇଛନ୍ତି। କରିସ୍ମାଙ୍କ ଶ୍ୱଶୁର ଏମ. ଭି ୭୨ ଗ୍ରାମର ତୁଷାର ମଣ୍ଡଳ, ଶାଶୁ, ନଣନ୍ଦ ଘର ଛାଡି ଫେରାର ହୋଇଯାଇଛନ୍ତି | ଘରେ ତାଲା ଝୁଲୁଛି | ସ୍ବାମୀ ତାପସ ମଣ୍ଡଳ BSF ଯବାନ ଭାବେ ଜମୁ କଶ୍ମୀର ସିଲିଗୁଡ଼ିରେ କାର୍ଯ୍ୟରତ ଅଛନ୍ତି l
ତାପସ ଶିମିଳିବାଞ୍ଛା ପଂଚାୟତର ଏମ. ଭି ୬୧ ଗ୍ରାମର କୃଷ୍ଣପଦ ବିଶ୍ୱାସ ଙ୍କ ଝିଅ କରିସ୍ମା କୁ ବିବାହ କରିଥିଲେ | ଉଭୟ ମାଲକାନଗିରି ମାଲିକେଶ୍ୱର ଶିବ ମନ୍ଦିର ବିବାହ ପରେ 30/9/2022ରେ କୋର୍ଟ ମ୍ୟାରେଜ କରିଥିଲେ। ଏହା ପରେ ଉଭୟ ମାଲକାନଗିରିରେ ଘର ଭଡା କରି ଦାମ୍ପତ୍ୟ ଜୀବନ ଆରମ୍ଭ କରିଥିଲେ l
ହେଲେ ଶ୍ୱଶୁର,ଶାଶୁ ଓ ପରିବାର ଅନ୍ୟ ସଦସ୍ୟମାନେ ପୁଅ ବୋହୂ ସମ୍ପର୍କରେ ବିଭେଦ ସୃଷ୍ଟି କରି ଉଭୟଙ୍କୁ ଅଲଗା କରିଦେଇଥିଲେ। ଏହା ପରେ କରିସ୍ମା ଏମ. ଭି. ୭୯ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ସମ୍ପର୍କ ରେ ଏମ. ଭି. ୭୯ ଥାନା ୯୮/୨୨ ମାମଲା ରୁଜୁ ହେବା ସହ ଧାରାରେ 109/212/353/376(I) ମାମଲା ରୁଜୁ ହେବା ସହ ଅଭିଯୁକ୍ତ ତାପସ ମଣ୍ଡଳକୁ ଗିରଫ କରାଯାଇଥିଲା | ଏହା ବିରୁଦ୍ଧରେ ଅଭଯୁକ୍ତ ଉଚ୍ଚତମ ନ୍ୟାୟଳୟର ଦ୍ୱାରସ୍ତ ହୋଇଥିଲେ|ଏହା ପରେ ଉଚ୍ଚନ୍ୟାୟଳୟର ହସ୍ତକ୍ଷେପ ପରେ ସ୍ବାମୀସ୍ତ୍ରୀ ଏକାଠି ରହିବା କୁ ନିର୍ଦେଶ ଦେଇଥିଲେ | କିନ୍ତୁ କରିସ୍ମାଙ୍କୁ ଶ୍ୱଶୁର, ଶାଶୁ, ସ୍ବାମୀ ତାଙ୍କୁ ସ୍ତ୍ରୀ କିମ୍ବା ବୋହୂ ମାନ୍ୟତା ନ ଦେବାରୁ ସେ ଏମଭି 72 ରେ ଥିବା ସ୍ୱଶୁର ଘର ସମ୍ମୁଖରେ ପୁନର୍ବାର ବୋହୂର ମନ୍ୟତା ପାଇଁ ଧାରଣା ଦେଇଥିଲେ | ତେବେ ସ୍ତ୍ରୀ କରିସ୍ମା ପରିବାର ସହ ପୁନର୍ବାର  ଏମଭି 79 ଥାନାର ଦ୍ୱାରସ୍ତ ହୋଇଥିବାର ସୂଚନା ମିଳିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like