-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଇଚ୍ଛାପୁର ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ

16-Oct-2025



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଇଚ୍ଛାପୁର କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସରକାରୀ ଉଚ୍ଚ ବିଦ୍ୟାଳୟ ଇଚ୍ଛାପୁର ପରିସରରେ ଅନୁଷ୍ଠିତ ହୋଇଯାଇଅଛି । ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ.  ସୁଧାଂଶୁ ଶେଖର ସାହୁଙ୍କ ଆବାହକତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଇଚ୍ଛାପୁର ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ତପନ କୁମାର ବୁଡେକ୍ ସଭାପତିତ୍ବ କରିଥିଲେ । ମୁଖ୍ୟ ଅତିଥି ଭାବେ ଡୁଙ୍ଗୁରିପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଗଣେଶ କିଷାନ ଯୋଗଦେଇ ଛାତ୍ରଛାତ୍ରୀଙ୍କ ପ୍ରତିଭା ବିକାଶର ପ୍ରକୃଷ୍ଟ ମାଧ୍ୟମ

ସୁରଭି ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥିଭାବେ ଇଚ୍ଛାପୁର ସରପଞ୍ଚ ପ୍ରଶାନ୍ତ ସାହୁ, କର୍ଲାଯୁରୀ ସରପଞ୍ଚ ସୁଜାତା ସେଠୀ, ମୁଖ୍ୟ ବକ୍ତା ଭାବେ କର୍ଲାଜୁରି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ମେଘନାଦ ବେହେରା ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । କ୍ଲଷ୍ଟରର ୧୨ଟି ବିଦ୍ୟାଳୟରୁ ୧୫୦ ଜଣ ଛାତ୍ରଛାତ୍ରୀ ଏବଂ ୨୫ଜଣ ଶିକ୍ଷକ ଶିକ୍ଷୟିତ୍ରୀ, CRCC ରମେଶ ଭୋଇ, ଚିତ୍ତରଞ୍ଜନ ଠାକୁର, ଦିଲୀପ ପଧାନ, ସୁରେଶ ନାୟକ ଯୋଗ ଦେଇଥିଲେ । ପ୍ରାରମ୍ଭିକ ସ୍ତରରେ ଚିତ୍ରାଙ୍କନ, ଗଳ୍ପକଥନ, ଗଣିତ କୁଇଜ, ଗଣିତ ଦୌଡ ଏବଂ କନିଷ୍ଠ ଓ ବରିଷ୍ଠ ବିଭାଗରେ ବକୃତା, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, ବିତର୍କ, ସୁନ୍ଦର ହସ୍ତାକ୍ଷର, କୁଇଜ, ସୃଜନାତ୍ମକ ଲିଖନ, ସଙ୍ଗୀତ, 

ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ପିଏମ୍ ପୋଷଣ ଚିତ୍ରକଳା ଓ ଶିଳ୍ପକଳା ଆଦି ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା । ପ୍ରଥମ ତିନୋଟି ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ଓ ଟ୍ରଫି ଦେଇ ଉତ୍ସାହିତ କରାଗଲା । ଶିକ୍ଷୟିତ୍ରୀ ନିରୁପମା ମିଶ୍ର ଓ ସୋମା ପୁଟୁଲିଆ ମଞ୍ଚ ପରିଚାଳନା କରିଥିବା ବେଳେ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ । ଶେଷରେ ଶିକ୍ଷୟତ୍ରୀ ସୋମା ପୁଟୁଳିଆ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like