-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଜୁନିଅର କଲେଜ ଠାରେ କୌଶଳ ବିକାଶ ଯାତ୍ରା ଏବଂ AI ସାକ୍ଷରତା ମିଶନ ଆୟୋଜିତ

16-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଦେଶର ଅଗ୍ରଣୀ ଦକ୍ଷତା ଏବଂ ଉଚ୍ଚଶିକ୍ଷା ସଂଗଠନ ଆଇସେକ୍ଟ ଦ୍ୱାରା ଆୟୋଜିତ କୌଶଳ ବିକାଶ ଯାତ୍ରା ୨୦୨୫ ସଫଳତାର ସହ ଆରମ୍ଭ ହୋଇଅଛି। ୬ ଅକ୍ଟୋବର ୨୦୨୫ ରେ ଆରମ୍ଭ ହୋଇଥିବା ଏହି ଯାତ୍ରା ୨୦ ଟି ରାଜ୍ୟର ୩୦୦ ଟି ଜିଲ୍ଲାର ୫୦୦ ରୁ ଊର୍ଦ୍ଧ୍ବ ସ୍କୁଲ,କଲେଜ ଏବଂ ଶିକ୍ଷାନୁଷ୍ଠାନରେ ପହଞ୍ଚି ବହୁଳ ସଂଖ୍ୟାରେ ଛାତ୍ର ଛାତ୍ରୀ ମାନଙ୍କର ଦକ୍ଷତା ବିକାଶ ଏବଂ ଭବିଷ୍ୟତ ପ୍ରଯୁକ୍ତିବିଦ୍ୟା ବିଷୟରେ ଆଲୋଚନା କରୁଛନ୍ତି। ଯାତ୍ରା ସମୟରେ ମାଗଣା AI ସେମିନାର, କର୍ମଶାଳା,କ୍ୟାରିଅର ପରାମର୍ଶ ଅଧିବେଶନ ଏବଂ ବୈଷୟିକ ପ୍ରଦର୍ଶନ ଆୟୋଜନ କରାଯାଇଥିଲା। ଆଇସେକ୍ଟ ମୁଖପାତ୍ର ସନ୍ତୋଷ ଚୋବେ କହିଛନ୍ତି, “ଦକ୍ଷତା ବିକାଶ ଯାତ୍ରା ୨୦୨୫ କେବଳ ଏକ ଶିକ୍ଷାଗତ ଅଭିଯାନ ନୁହେଁ ବରଂ ଯୁବପିଢ଼ିଙ୍କୁ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟା ସହିତ ସଂଯୋଗ କରିବା, ନିଯୁକ୍ତି-ମୁଖୀ ଶିକ୍ଷା ପ୍ରଦାନ କରିବା ଏବଂ ଭାରତକୁ ଏକ ବିକଶିତ ରାଷ୍ଟ୍ର କରିବା ପାଇଁ ଏକ ପଦକ୍ଷେପ। ଗୁରୁବାର ଦିନ ଆୟୋଜିତ କାର୍ଯ୍ୟକ୍ରମରେ ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧକ୍ଷା ଶ୍ରୀମତୀ ରେଖା ପ୍ରଧାନ ଏଵଂ ଆଇସେକ୍ଟ ବିନିକା ଅଧକ୍ଷ ଅରବିନ୍ଦ ଦାସଙ୍କ ଉପସ୍ଥିତିରେ ଆଇସେକ୍ଟ ଓଡ଼ିଶା କ୍ଷେତ୍ରୀୟ ସଂଯୋଜକ ରଞ୍ଜିତ କୁମାର୍ ସାହୁ ୩୦୦ ରୁ ଉର୍ଦ୍ଧ ଛାତ୍ର ଛାତ୍ରୀ ଙ୍କୁ AI ର ମହତ୍ତ୍ଵ ଏବଂ ଭବିଷ୍ୟତର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। ଅରୁଣ କୁମାର୍ ସାହୁ ଓ ଅମିତ୍ କୁମାର୍ ଶିୟ ଓଡ଼ିଶା ସରକାରଙ୍କ ବିଭିନ୍ନ ନିଶୁଳ୍କ ପ୍ରଶିକ୍ଷଣ ଉପରେ ଛାତ୍ର ଛାତ୍ରୀ ମାନଙ୍କୁ ବୁଝାଇଥିଲେ। ଛାତ୍ର ଛାତ୍ରୀଙ୍କ ମତରେ AI ସାକ୍ଷରତା ମିଶନ ଏବଂ ଦକ୍ଷତା ବିକାଶ ଯାତ୍ରା ଯୁବ ପିଢ଼ିଙ୍କ ପାଇଁ ମାର୍ଗଦର୍ଶକ ଏବଂ ନିଯୁକ୍ତି-ମୁଖୀ ପଦକ୍ଷେପ। ଆଇସେକ୍ଟ ଭବିଷ୍ୟତରେ ଭାରତର ପ୍ରତ୍ୟେକ ଯୁବକ ଓ ଯୁବତୀ ମାନଙ୍କୁ ନୂତନ ଯୁଗର ପ୍ରଯୁକ୍ତିବିଦ୍ୟା ସହିତ ସଶକ୍ତ କରିବା ପାଇଁ ଏପରି କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026
  ଜିଲ୍ଲା  
ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   27-Jun-2026
  ଜିଲ୍ଲା  
ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   27-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   27-Jun-2026
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026

You Might Also Like