-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

*ଜିଲ୍ଲାପାଳଙ୍କ ଅଚାନକ ପରିଦର୍ଶନ; କିରାଣୀ ନିଲମ୍ବିତ*- - *ହୋଇ ପାରେ ସରଳ ଜୀବନ ଯାପନ* - *ଜରୁରୀ ହେଲେ ନେଇ ପାରନ୍ତି ବି କଠୋର କାର୍ଯ୍ୟାନୁଷ୍ଠାନ*

16-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ ଜଳଛାୟା ପ୍ରକଳ୍ପ କାର୍ଯ୍ୟାଳୟ କୁ ଅଚାନକ ପରିଦର୍ଶନ କରିଥିଲେ l ସେହି ସମୟରେ କାର୍ଯ୍ୟଳୟ ର ବରିଷ୍ଠ କିରାଣୀ କାଳୁ ଚରଣ ମିର୍ଦ୍ଧା ଟେବୁଲ ଉପରେ ଗୋଡ ରଖି ବସିଥିବା ଦେଖି ତାଙ୍କ ପାଖକୁ ଯାଇଥିଲେ l ଦେଖିଲା ବେଳକୁ କାଳୁ ସଂପୂର୍ଣ୍ଣ ନିଶାସକ୍ତ ଅବସ୍ଥାରେ ଥିବା ହେତୁ ମଦ ନିଶାର ଗନ୍ଧ ଯାଞ୍ଚ କରିବା ସହ ତୁରନ୍ତ ସେଠାରେ ହିଁ ଜିଲ୍ଲାପାଳ କାଳୁ କୁ ଜଳଛାୟା ପ୍ରକଳ୍ପ ର ନିର୍ବାହୀ ଯନ୍ତ୍ରୀ ଅରୁଣ ଚୌଧୁରୀ ଙ୍କ ଉପସ୍ଥିତିରେ ନିଲମ୍ବନ ଆଦେଶ ପ୍ରଦାନ କରିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି l ଆଜି ସଦର ମହକୁମାର ନୁଆ ମେଡ଼ିକାଲ କୁ ମଧ୍ୟ ପରିଦର୍ଶନ କରି ଡାକ୍ତର ଓ କର୍ମଚାରୀ ଙ୍କ ସେବା କାର୍ଯ୍ଯ ଓ ସ୍ବଚ୍ଛତା, ସୁରକ୍ଷା ର ସ୍ଥିତି ପରଖିଥିଲେ ଜିଲ୍ଲାପାଳ l ପୂର୍ବରୁ ମଧ୍ୟ ଜିଲ୍ଲାପାଳ ଶ୍ରୀ ସାହୁ ସୁବର୍ଣ୍ଣପୁର ର ଏହି ନୁଆ ମେଡ଼ିକାଲ କୁ ଅଚାନକ ପରିଦର୍ଶନ କରି ସାଧରଣ ମଣିଷ ଭଳି ଚାଲି ଚାଲି ଚାଲି ପହଞ୍ଚି ଥିଲେ l ଓ ରୋଗୀ ଙ୍କ ସହ ଧାଡି ରେ ଛିଡ଼ା ହୋଇ ସ୍ୱାସ୍ଥ୍ୟ ପରୀକ୍ଷା କରି ଥିଲେ l ଡିଉଟି ରେ ଥିବା ଜଣେ ଡାକ୍ତର ଙ୍କ ଅନୁପସ୍ଥିତି କଥା ଜାଣି ତୁରନ୍ତ ଫୋନ ଜରିଆରେ ଡାକ୍ତର ଓ ମୁଖ୍ୟ ଚିକିତ୍ସାଧିକାରୀ ଙ୍କୁ  ଆଗକୁ ଏ ଭୁଲ ନ ହେବାକୁ ତାଗିଦ୍ କରିଥିଲେ l ବିଭିନ୍ନ ସ୍କୁଲ୍ କଲେଜ୍ କୁ ଅଚାନକ ପରିଦର୍ଶନ କରି ସିଧା କ୍ଲାସ ରୁମ୍ କୁ ପହଞ୍ଚି ପିଲା ଙ୍କୁ ନିଜେ ପାଠ ପଢ଼ାଉଥିବା ଓ ଡ଼ିଉଟି ରେ ଖିଲାପ କରୁଥିବା ଶିକ୍ଷକ ଶିକ୍ଷୟତ୍ରୀ ଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରୁ ଥିବା ଦେଖିବାକୁ ମିଳିଛି l ମୁଁ ଭି ଆଇ ପି ଗାଡ଼ି ରେ ନୁହେଁ ସ୍କୁଟି ରେ ଆସିବି ସିଧା କ୍ଲାସ ରୁମ୍ ରେ ପହଞ୍ଚି ପାଠ ପଢ଼ାଇବି ବୋଲି ଗତ ମାସ ମହାରାଜା ହାଇସ୍କୁଲ ରେ ବି କହିଛନ୍ତି ଜିଲ୍ଲାପାଳ l ଆଜିର ଏ ନିଲମ୍ବନ ଖବର ପହଞ୍ଚିବା ପରେ ଜିଲ୍ଲା ର ସମସ୍ତ ସରକାରୀ କାର୍ଯ୍ୟାଳୟ ରେ ଅଫିସର ଓ କର୍ମଚାରୀ ଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇ ଥିବା ଜଣା ପଡ଼ିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like