-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ମହିଳା ଗୋଲ ସଟ ବଲ୍ ଖେଳାଳି ଚୟନ ।

16-Oct-2025



ବରପାଲି( ସୁଦାମ ଦୀପ)
 ଓଡ଼ିଶା ୧୯ ବର୍ଷ ରୁ କମ ମହିଳା ସଟ ବଲ ଖେଳାଳି ଚୟନ ବରଗଡ ଜିଲ୍ଲା ବରପାଲି ଠାରେ ଅନୁଷ୍ଠିତ ହୋଇଯାଇଅଛି।
ଗତ ୧୨ ତାରିଖରୁ ୧୫ ତାରିଖ ଯାଏଁ ଏହି ଚୟନ ପ୍ରକ୍ରିୟା କାର୍ଯକ୍ରମ ଅନୁଷ୍ଟିତ ହୋଇଥିଲା । ଏହି ଖେଳାଳି ଚୟନ ରେ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରୁ ଶତାଧିକ ମହିଳା ଯୋଗ ଦେଇଥିଲେ। ଏହି ଖେଳାଳି  ଚୟନ ରେ ମନୋନୀତ ହୋଇଥିବା ଖେଳାଳି ଆସନ୍ତା ୨୮ ତାରିଖ ଦିନ ବିହାର ଖେଳିବାକୁ ଯିବେ । ଏହି ଚୟନ ପ୍ରକ୍ରିୟା କାର୍ଯକ୍ରମ ଓଡ଼ିଶା ଗୋଲ୍ ବଲ୍ ଆସୋସିଏସନ୍ ଓ ବରପାଲି ର ସ୍ବାମୀ ବିବେକାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ସ୍ବାମୀ ବିବେକାନନ୍ଦ ଇନଷ୍ଟିଚ୍ୟୁଟ ଅଫ ହେଲଥ ସାଇନ୍ସ ଅନୁଷ୍ଠାନ ଆନୁକୁଲ୍ୟ ରେ ଅନୁଷ୍ଠିତ ହୋଇଥିଲା । ଏହାର ଉଦଯାପନୀ ଉତ୍ସବରେ ସ୍ୱାମୀ ବିବେକାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପ୍ରଫେସର ସୁନାକର ଖଟୁଆ , ପ୍ରଫେସର ଏମ ଡି ଆକ୍ରମ୍ ଯୋଗ ଦେଇ କୃତି ପ୍ରତିଯୋଗୀ ଙ୍କୁ ମାନପତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ଉକ୍ତ ଅନୁଷ୍ଠାନ ର କେତେକ ପ୍ରତିଯୋଗୀ ଏହି ଖେଳ ରେ ଯୋଗ ଦେବା ପାଇଁ ପୁଡୁଚେରି ରେ ଭାଗ ନେଇଥିବା ପ୍ରତିଯୋଗୀ ଙ୍କୁ ମଧ୍ୟ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା। ଏହି ସମସ୍ତ କାର୍ଯକ୍ରମ ରେ ମନିଶ ସରାଫ, ସୌମ୍ୟ ରଂଜନ ବେହେରାଙ୍କ ସମେତ ଅନୁଷ୍ଠାନ ର ବହୁ ସଭ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like