-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||     

HOME   ଜିଲ୍ଲା

*ଦୀପାବଳୀ ଉତ୍ସବର ମାଟି ନିର୍ମିତ ଉପକରଣ ବିକ୍ରୟ କେନ୍ଦ୍ର କୁ ଉଦ୍ଘାଟନ କଲେ ଜିଲ୍ଲାପାଳ*-

16-Oct-2025



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ)                     ଓରମାସ,ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ତରଫରୁ ସୁବର୍ଣ୍ଣପୁର ଜିଲ୍ଲା ବ୍ଲକ ଛକ ନିକଟରେ ସୁବର୍ଣ୍ଣପୁର ଜିଲ୍ଲାର  ଦୀପାବଳୀ ଉତ୍ସବ ର ମାଟି ନିର୍ମିତ ଦୀପ, ଟେରାକୋଟା ଉପକରଣ  ବିକ୍ରୟ କେନ୍ଦ୍ରକୁ ସୁବର୍ଣ୍ଣପୁର  ଜିଲ୍ଲାପାଳ ଶ୍ରୀ ନୃପରାଜ୍ ସାହୁ ଉଦ୍ଘାଟନ  କରିଥିଲେ । ଏହି ଅବସରରେ ଜିଲ୍ଲାପାଳ ସମସ୍ତ ଦୋକାନରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଓ ଉତ୍ପାଦକ ଗୋଷ୍ଠୀ ମାନଙ୍କ ଦ୍ଵାରା ପ୍ରସ୍ତୁତ କରାଯାଇଥିବା ବିକ୍ରୟ ପାଇଁ ରଖାଯାଇଥିବା ବିଭିନ୍ନ ପ୍ରକାରର ଟେରାକୋଟା, ଧୂପକଠୀ , ହାତ ତିଆରି ମାଟି ଦୀପ ଓ ସାମଗ୍ରୀକୁ ଦେଖି ପ୍ରଶଂସା କରି ଥିଲେ l ଏବଂ ଉପସ୍ଥିତ ଉତ୍ପାଦକ ଗୋଷ୍ଠୀ ର ସଦସ୍ୟ/ ସଦସ୍ୟା ମାନଙ୍କୁ ଲୋକଙ୍କ ଚାହିଦା ମୁତାବକ ସାମଗ୍ରୀ ତିଆରି କରି ଏଠାରେ ବିକ୍ରୟ କରିବା ପାଇଁ ପରାମର୍ଶ କରିଥିଲେ । ଏହି ଉଦଘାଟନୀ କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ  ଯୋଗ ଦେଈ ଥିବା ବେଳେ ଓରମାସ କାର୍ଯ୍ୟନିର୍ବାହୀ  ଅଧିକାରୀ ଶ୍ରୀ ସମୀର କୁମାର ନାୟକ, ଜିଲ୍ଲା ପ୍ରକଳ୍ପ ସଂଯୋଜକ ଶ୍ରୀ ବିଶ୍ୱଜିତ୍ ପରିଡା ,କାର୍ଯ୍ୟ ନିର୍ବାହୀ ସହାୟକ ଶ୍ରୀ ଦେବାଶିଷ ମିଶ୍ର, ଶ୍ରୀ ବିଶ୍ୱମ୍ବର ପରିଡା, ଶ୍ରୀ ମହେଶ କୁମାର ଦାଶ, ଓ ଶ୍ରୀ ପ୍ରକାଶ ମେହେର ଓ ଅକ୍ଷୟ କୁମାର ମିଶ୍ର କାର୍ଯ୍ୟକ୍ରମକୁ ସଫଳ କରିଥିଲେ । ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ଗଣମାଧ୍ୟମ ର ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026

You Might Also Like