-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ମହିଳା ଯୋଗ ସମିତି ର ପ୍ରତ୍ୟହ ଯୋଗ ଶିବର କୁ ଉଦଘାଟନ କଲେ ଓ ସବୁ ସମସ୍ୟା ର ସମାଧାନ ହେଉଛି ଯୋଗ କହିଲେ- ଜିଲ୍ଲାପାଳ

17-Oct-2025



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ସଂସ୍କୃତି ଭବନ ଠାରେ ଜିଲ୍ଲା ମହିଳା ଯୋଗ ସମିତି ର ଏକ ପ୍ରତ୍ୟହ ଯୋଗ ଶିବିର କୁ ଉଦଘାଟନ କଲେ ଓ ଏକ ସୁସ୍ଥ ଶରୀର ପାଇଁ ଓ ସବୁ ସମସ୍ୟା ର ସମାଧାନ ପାଇଁ ଦୈନିକ ଏକ ଘଣ୍ଟା ଯୋଗ କରିବାକୁ ହେବ ବୋଲି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ମତ ରଖି ସମସ୍ୟା ବିନା ଏ ଜୀବନ କୁ ପରିକଳ୍ପନା ହେବନି ସ୍ବୀକାର କରି ହେବନି ବୋଲି ମତ ପ୍ରକାଶ କରିଥିଲେ l ଓ ସଂସାର କୁ ତ୍ୟାଗ ନୁହେଁ ଏ ସଂସାର ଭିତରେ ଯୋଡି ହୋଇ ଯୋଗାଭ୍ୟାସ କରିବା ଓ ଏ ସୁନ୍ଦର ଜୀବନ କୁ ସମାଜ କୁ ସଂସ୍କାର କରିବା ବୋଲି ଶ୍ରୀ ସାହୁ ମତ ପ୍ରକାଶ କରିଥିଲେ l  ଆଜିର ବ୍ୟସ୍ତ ବହୁଳ ଜୀବନ ରେ ଯୋଗ ର ଆବଶ୍ୟକତା ନିତାନ୍ତ ଜରୁରୀ ବୋଲି ଅନ୍ୟାନ୍ୟ ଅତିଥି ଗଣ ମତ ରଖିଥିଲେ।

ଏହି କାର୍ଯ୍ୟକ୍ରମ ରେ ଅନ୍ୟତମ ଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ଜିଲ୍ଲା ପତଞ୍ଜଳି ଯୋଗ ସମିତି ମହା ମନ୍ତ୍ରୀ ଅନିତା ମେହେର, ଜିଲ୍ଲା ଭାରତ ସ୍ୱାଭିମାନ ପ୍ରଭାରୀ ମନୋଜ ପଣ୍ଡା, ଜିଲ୍ଲା ଯୋଗ ସମିତି କୋଷାଧକ୍ଷ ଦେବ ରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ। ଗତ ଆସିଷ୍ଟାଣ୍ଟ ଯୋଗ ଟିଚର ପରୀକ୍ଷା ରେ କୃତକାର୍ଯ୍ୟ ହୋଇ ଥିବା ପର୍ଶୁରାମ ବଡ଼ମାଳୀ, ଉମାକାନ୍ତ ମେହେର, ସୁଶୀଲ ପରାଧୀଆ ଓ ସ୍ଵାଗତିକା ମହାପାତ୍ର,ରାଜ ଲକ୍ଷ୍ମୀ ସାହୁ, ସୁଦୟା ପୁରୋହିତ ଙ୍କୁ ମାନପତ୍ର ପ୍ରଦାନ ପୂର୍ବକ ସମ୍ୱର୍ଦ୍ଧିତ କରାଯାଇ ଥିଲା। ସଂଯୋଜିକା କଲ୍ୟାଣୀ ପାଣିଗ୍ରାହୀ ସଭାକାର୍ଯ୍ୟ କୁ ସଂଯୋଜନା କରି ଅତିଥି ସ୍ଵାଗତ କରି ଥିଲେ। ଦିବ୍ୟ ଉର୍ଜ୍ୟା ଯୋଗ ସେବା ସମିତି ର ମିଡିଆ ସେଲ ମନୋରଞ୍ଜନ ତ୍ରୀପାଠୀ , ଯୋଗ ସାଧିକା ଅର୍ଚ୍ଚନା ମିଶ୍ର, ନମିତା ମିଶ୍ର, ଭାଗ୍ୟ ଲକ୍ଷ୍ମୀ ମିଶ୍ର, ସୂଚନା ଲୋକ ସମ୍ପର୍କ ବିଭାଗ କର୍ମଚାରୀ ଚମରା ବିଶି, ଜେନା ବାବୁ, ସଂସ୍କୃତି ବିଭାଗ ର କାହୁଁ ମେହେର ପ୍ରମୁଖ ଯୋଗ ସମିତି ସମସ୍ତ ସଦସ୍ୟ ସହଯୋଗ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like