-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଦୁଲୁକିଲା ପତିଆଳପଡା କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" କାର୍ଯ୍ୟକ୍ରମ l

17-Oct-2025



ସିନାପାଲି  (ଚିନ୍ତାମଣି ନେତାମ )ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଗୋଷ୍ଠୀ ଶିକ୍ଷା ବିଭାଗ ଅଧିନସ୍ଥ ପତିଆଳପଡା ସରକାରୀ ଉ :ପ୍ରା : ବିଦ୍ୟାଳୟ ପରିସରରେ ପତିଆଳପଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏନେଇ  ପତିଆଳପଡା କେନ୍ଦ୍ର ସରକାରୀ ଉ:ପ୍ରା : ବିଦ୍ୟାଳୟ ଠାରେ ଅନୁଷ୍ଠିତ  ଉଦ୍ଘାଟନୀ  ଉତ୍ସବରେ  ପତିଆଳପଡ଼ା କ୍ଲଷ୍ଟର ସି.ଆର୍.ସିସି ଶ୍ରୀଯୁକ୍ତ ଖଗେଶ୍ୱର ବାଗ ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ  ଅବସରପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ କ୍ଷମା ଧର  ନିଆଲ, ମୁଖ୍ୟବକ୍ତା ଭାବରେ  ଶ୍ରୀଯୁକ୍ତ  ବିଜୟ କୁମାର ଯୋଶୀ ,  ବିଶିଷ୍ଟ ଅତିଥି ଭାବରେ  ଶ୍ରୀଯୁକ୍ତ  ଡମ୍ବରୁଧର ମାଝୀ,ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଶୋଭା ରାମ ଜଗତ,ଶ୍ରୀଯୁକ୍ତ ବିପିନ ମାଳି, ଶ୍ରୀଯୁକ୍ତ ଶୋଭାରାମ  ଦଣ୍ଡସେନା, ଶ୍ରୀଯୁକ୍ତ ଅଶୋକ କୁମାର ରାଏ,ଶ୍ରୀଯୁକ୍ତ ଧନେଶ୍ୱର ବଞ୍ଜରା, ସାମ୍ବାଦିକ ବ୍ଲକ ପ୍ରତିନିଧି  ଚିନ୍ତାମଣି ନେତାମ ମଞ୍ଚାସିନ ଥିଲେ  l  ପ୍ରାରମ୍ଭରେ ଶ୍ରୀଯୁକ୍ତ ଲୋମସ ସା  ଅତିଥି ଗଣଙ୍କୁ  ସ୍ୱାଗତ କରିଥିଲେ l ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ସହିତ ସେ ଗୁଡିକର ପରିପ୍ରକାଶ କରିବା  ଏହି କାର୍ଯ୍ୟକ୍ରମ ର  ମୂଳ ଉଦ୍ୟେଶ ଅଟେ ବୋଲି  ମଞ୍ଚାସିନ ଅତିଥିଗଣ  ମତବ୍ୟକ୍ତ ଦେଇଥିଲେ l

ସେହିପରି ସି:  ଆର:ସି :ସି  ଖଗେଶ୍ୱର ବାଗଙ୍କ  ଅଧକ୍ଷତାରେ ଅନୁଷ୍ଠିତ ଉଦଯାପନୀ ସଭାରେ  ମୁଖ୍ୟ ଅତିଥି ଭାବରେ  ପରିଚାଳନା ସମିତିର  ସଭାପତି ଶ୍ରୀଯୁକ୍ତ ଗଣେଶ ମାଝୀ, ମୁଖ୍ୟ ବକ୍ତା ଭାବରେ ସରକାରୀ ଉଚ୍ଚ ପ୍ରାଥମିକ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ଧନେଶ୍ୱର ବଞ୍ଜରା, ସମ୍ମାନିତ ଅତିଥି ଭାବରେ  ଦୁଧନାଥ ମାଝୀ, ଯଦୁମଣି ଭୋଇ, ଆଶିଷ କୁମାର ଭୋଇ, , ପୂର୍ବତନ ସି ଆର ସି ସି  ଦେବାନନ୍ଦ ବାଗ  ଉପସ୍ଥିତ ଥିଲେ  l ଏହି ଅଧିବେଶନରେ  ଶ୍ରୀଯୁକ୍ତ  ବେଦବ୍ୟାସ ବାଗ ଧନ୍ୟବାଦ ଦେଇଥିଲେ  l  ପତିଆଳପଡା କ୍ଲଷ୍ଟର ଅନ୍ତର୍ଗତ  ବିଭିନ୍ନ  ବିଦ୍ୟାଳୟର  ଶିକ୍ଷକ  ଶିକ୍ଷୟିତ୍ରୀଙ୍କ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ରହି   ବରିଷ୍ଠ ଓ କନିଷ୍ଠ  ବିଭାଗ ସ୍ତରୀୟ  ପ୍ରବନ୍ଧ, ଚିତ୍ରାଙ୍କନ, ବକୃତା, ତର୍କ, କୁଇଜ, ନୃତ୍ୟ, ସଂଗୀତ ଆଦି ପ୍ରତିଯୋଗିତା ଆୟୋଜନରେ  ସହଯୋଗ  କରିଥିଲେ l  ଛାତ୍ରଛାତ୍ରୀଙ୍କ ଦ୍ୱାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ମୁଖ୍ୟ ଆକର୍ଷଣ ଥିଲା । ଶେଷରେ ବିଭିନ୍ନ ପ୍ରତିଯୋଗିତାର ବିଜେତାଙ୍କୁ  ଅତିଥି ମାନେ ପୁରସ୍କୃତ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like