-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଗୋଡ଼ାଇ ଗୋଡ଼ାଇ ଫିଲ୍ମ ଷ୍ଟାଇଲରେ ଗଞ୍ଜେଇ ଗାଡ଼ିକୁ ଧରିଲା ପୋଲିସ - ଜଣେ ମହିଳାଙ୍କ ସମେତ ୪ ଅଟକ , ଜଣେ ଫେରାଲ - ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ -

17-Oct-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ନିକଟରୁ ଗୋଟିଏ ଗଞ୍ଜେଇ ଭର୍ତ୍ତି ଗାଡ଼ିକୁ ପୋଲିସ ଧରିଛି। ଫ୍ଲିମ ଷ୍ଟାଇଲେ ଉକ୍ତ ଗାଡ଼ିକୁ ଗୋଡ଼ାଇ ଗୋଡ଼ାଇ ଧରିବା ସହିତ ଗାଡିରେ ୫ ଜଣ ଯୁବକ ଥିବା ବେଳେ ୪ ଜଣକୁ ପୋଲିସ କାବୁ କରିଥିବା ବେଳେ ଜଣେ ଫେରାର୍‌ ହୋଇଛି। ସେମାନଙ୍କ ମଧ୍ୟରୁ  ଜଣେ ମହିଳା ଓ ବୃଦ୍ଧ ଥିବା ଜଣାଯାଇଛି।
ସୂଚନା ଅନୁସାରେ, ଶୁକ୍ରବାର ପୂର୍ବାହ୍ନ  ସମୟର ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଏକ ପୋଲିସ ଟିମ ଧରି ଓଡି ୨୩ଆର ୬୧୬୫ ନମ୍ବର ବିଶିଷ୍ଟ ସୁଇଫ୍ଟ ଡିଜାୟାର ଗାଡ଼ିରେ ଗଞ୍ଜେଇ ଚାଲାଣ ହେଉଥିବା ସନ୍ଦେହ କରି ପିଛା କରିଥିଲା। ଗାଡ଼ିଟି ଦ୍ରୁତ ବେଗରେ ଯାଉଥିବା ବେଳେ ସୁବଳୟାରୁ ଖଣ୍ଡହତା ଆଡ଼କୁ ଯାଉଥିଲା। ପୋଲିସ ଗାଡ଼ିକୁ ଖଣ୍ଡହତା ନିକଟରେ କାବୁ କରିବା ସହିତ ଗାଡ଼ିରେ ଥିବା ଗଞ୍ଜେଇକୁ ଜବତ କରିଛି ଏବଂ ଗାଡ଼ି ଭିତରରେ ଥିବା ୪ ଜଣ ଯୁବକଙ୍କୁ ମଧ୍ୟ ବୀରମହାରାଜପୁର ଥାନାକୁ ଆଣି ଅଟକ ରଖିଛି।  କେତେ ପରିମାଣର ଗଞ୍ଜେଇ ଜବତ ହୋଇଛି ଏଯାଏ ତାହା ସ୍ପଷ୍ଟ ହୋଇ ନାହିଁ। ଘଟଣାସ୍ଥଳରେ ଉପଖଣ୍ଡ ପୋଲିସ ଅଧିକାରୀ ସମେତ ସୁବଳୟା ପୋଲିସ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like