-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଠାରେ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ ଅନୁଷ୍ଠିତ*

17-Oct-2025



ନବରଙ୍ଗପୁର:(ପ୍ରିୟଦର୍ଶିନୀ ପାତ୍ର)
-ଡାବୁଗାଁ ବ୍ଳକ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି "-୨୦୨୫ ଡାବୁଗାଁ ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟ ଠାରେ ମହା ସମାରୋହରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରସନ୍ନ କୁମାର ଦଣ୍ଡସେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ  ସରକାରୀ ମଧ୍ୟ ଇଂରାଜୀ ବିଦ୍ୟାଳୟର ପ୍ରାଧନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ନିହାଲ ଙ୍କ ସହ ଡାବୁଗାଁ ଆଞ୍ଚଳିକ ସାଧନ କେନ୍ଦ୍ର ଅଧିନସ୍ଥ ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ।

ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ଶିକ୍ଷକ ରତିକାନ୍ତ ନାୟକ।ଏଥିରେ ବିତର୍କ, ପ୍ରବନ୍ଧ, ଚିତ୍ରାଙ୍କନ, କୁଇଜ, ବକୃତା, ସଙ୍ଗୀତ, ସୃଜନ ଲିଖନ, ଶ୍ରୁତଲିଖନ ଓ ହସ୍ତାକ୍ଷର,ଏବଂ ମଧ୍ୟାନ୍ନ ଭୋଜନ ପରେ ଆର୍ଟ ଓ ନୃତ୍ୟ ଭଳି ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା | ଏହି କାର୍ଯ୍ୟକ୍ରମର ମୁଖ୍ୟ ପ୍ରସଙ୍ଗ ହେଉଛି “ଓଡିଶାର ଲୋକକଳା” |ଏଥିରେ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିବା ବରିଷ୍ଠ, କନିଷ୍ଟ, ଉପ କନିଷ୍ଠ ଓ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ମାନପାତ୍ର ସହ ଟ୍ରଫି ପୁରସ୍କୃତ କରାଯାଇ ଥିଲା। ଶିକ୍ଷକ ମାନଙ୍କ ସହ ଏହା ସମସ୍ତ ସମସ୍ତ ବିଧ୍ୟାଳୟର ଛାତ୍ରୀ ଛାତ୍ରୀ ମାନେ ଉପସ୍ଥିତି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like