-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ବୋଇରର୍ଗାଁ କେଜିବିଭି ଠାରେ କ୍କଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -୨୦୨୫ ଅନୁଷ୍ଠିତ

17-Oct-2025



ନୂଆପଡ଼ା (ରାମନାଥ ପଣ୍ଡା)      ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଆଞ୍ଚଳିକ ସାଧନ କେନ୍ଦ୍ର ନିମନା ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୋଇରର୍ଗାଁ ପରିସର ମଧ୍ୟରେ  କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଅଛି। ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ଗୁଡିକରେ କ୍ଲଷ୍ଟର ଅନ୍ତର୍ଗତ ୧୨ଗୋଟି ବିଦ୍ୟାଳୟ ରୁ ୧୪୪ ଜଣ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ। ଅନୁଷ୍ଟିତ ସୁରଭି କାର୍ଯ୍ୟକ୍ରମରେ ନୀମନା ଆଞ୍ଚଳିକ ସାଧନା କେନ୍ଦ୍ରର ସଂଯୋଜକ ରିଖୀ ରାମ ଜଗତଙ୍କ ସଭାପତିତ୍ବରେ ବୋଡ଼େନ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ରେଶ୍ଵର୍ ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ  ଆଶିଷ କୁମାର ଠାକୁର ବ୍ରାଞ୍ଚ ମ୍ୟାନେଜର ବୋଇରଗାଁ କାନାରା ବ୍ୟାଙ୍କ ମଞ୍ଚାଷୀନ ଥିଲେ ,ସମ୍ମାନିତ ଅତିଥି ଭାବରେ ନୀମନା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦେବାଧିଶ୍ୱର ପାଣ୍ଡେ , କରଙ୍ଗାମାଳ ସାଧନାକେନ୍ଦ୍ର ସଂଯୋଜକ ଅମର ଭୋଇ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବୋଇରର୍ଗାଁ ପ୍ରଧାନ ଶିକ୍ଷକ  ପରଦେଶୀ ଦୁରିଆ , ପ୍ରଧାନ ଶିକ୍ଷକ ବୋଇରଗାଁ ହାଇ ସ୍କୁଲ ଦେବେନ୍ଦ୍ର ରଣା , ହିନ୍ଦି ଶିକ୍ଷକ କାଶୀ ରାମ ଦଣ୍ଡସେନା ପ୍ରମୁଖ ଉପସ୍ଥିତ ରହି ମଞ୍ଚାସିନ ଥିଲେ । ବଇରଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର  ପ୍ରଧାନ ଶିକ୍ଷକ ପରଦେଶୀ ଦୂରିଆ  ମଞ୍ଚ ପରିଚାଳନା ଓ ଧନ୍ୟବାଦ ଅର୍ପଣ କରିଥିଲେ।ସମସ୍ତ ମଞ୍ଚଶୀନ ଅତିଥିଗଣ ଶିଶୁକଳା ସୁରଭି -୨୦୨୫  କାର୍ଯ୍ୟକ୍ରମର ଆଭିମୁଖ୍ୟ ପରିପ୍ରକାଶ କରିବା ସହିତ ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ପରିଶେଷରେ ପ୍ରତ୍ୟେକ ବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କ ଏକକ ଓ ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଉକ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଶିଶୁ କଳାକାର ମାନଙ୍କ ଦ୍ଵାରା ପରିବେଷଣ ନୃତ୍ୟ ସମସ୍ତ ଦର୍ଶକ ଙ୍କୁ  ଆକର୍ଷିତ କରିଥିଲା। ଏହି କାର୍ଯ୍ୟକ୍ରମରେ ନୀମନା କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ରହି ପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like