-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂସ୍କୃତ ସମ୍ଭାଷଣ ଉଦଯାପିତ    (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

ଛାତ୍ର ଛାତ୍ରୀ ଙ୍କ ପ୍ରତିଭା ବିକାଶ ର ଏକ ମାଧ୍ୟମ ହେଉଛି ସୁରଭି*- *ଅତିଥି * - କମଳ ପୁର ଉପ୍ରା ବିଦ୍ୟାଳୟ ଠାରେ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ* -

17-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଛାତ୍ର ଛାତ୍ରୀ ମାନଙ୍କର ନୃତ୍ୟ ଗୀତ ସଂଗୀତ ର କାର୍ଯ୍ୟକ୍ରମ "ସୁରଭି" କମଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l ଉଫୁଲା କ୍ଲଷ୍ଟର ଅନ୍ତର୍ଗତ ଏହି ଶିଶୁ ମହୋତ୍ସବ ସି ଆର ସି ସି ଦିଗାମ୍ବର ଶତପଥି ଙ୍କ ନେତୃତ୍ୱ ରେ ପରିଚାଳନା କରାଯାଇ ଥିଲା l ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ପଞ୍ଚୟତ ସମିତି ଅଧ୍ୟକ୍ଷl ଶ୍ରୀମତୀ ଶାନ୍ତି ଲୁହା ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଥିବା ବେଳେ, ପୂର୍ବତନ ଜ଼ିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ନଳିନୀ ପଣ୍ଡା ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ସମସ୍ତଙ୍କୁ ଉତ୍ସାହିତ କରିଥିଲେ l ପ୍ରଧାନ ଶିକ୍ଷକ ଲାଲ ବିହାରୀ ମହାନନ୍ଦ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ଶ୍ରୀ ନାରାୟଣ ମହାକୁର ସଭା ପରିଚାଳନା କରିଥିଲେ l ଉଦଯାପନୀ ସଭାରେ ଏ ଵି ଇ ଓ ବlର୍ଣ୍ଣl ଡୁଙ୍ଗଡୁଙ୍ଗ ଏବଂ ଶିକ୍ଷା ସଂଯୋଜକ ଶ୍ରୀ ଅକ୍ଷୟ କୁମାର ସାହୁ ଯୋଗଦାନ କରି କାର୍ଯ୍ୟକ୍ରମ ର ପ୍ରଶଂସା କରିବା ସହ ପୁରସ୍କାର ବିତରଣ କରିଥିଲେ l ଶ୍ରୀ ଭାବଗ୍ରାହୀ ମେହେର ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ଶ୍ରୀ ମେଘନାଦ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l କ୍ଲଷ୍ଟର ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂସ୍କୃତ ସମ୍ଭାଷଣ ଉଦଯାପିତ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like