-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||     

HOME   ଜିଲ୍ଲା

ଡୁଡୁକା ରେ ବ୍ଲକ ସ୍ତରୀୟ ଶିଶୁ ସୁରଭି 2025 କାର୍ଯ୍ୟକ୍ରମ ଅନୁଷ୍ଠିତ

17-Oct-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଡୁଡୁକା ସ୍ଥିତ ଆଦର୍ଶ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ଶିଶୁ ସୁରଭି 2025 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତକାର୍ଯ୍ୟ ର ଉଦ୍ଘାଟନୀ ଉତ୍ସବ ରେ ବି ଇ ଓ  ଶ୍ରୀ ଶ୍ୟାମ ମେହେର ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ଏ ବି ଡି ଓ ରୁଦ୍ର ପ୍ରସାଦ ସୁନା ଯୋଗଦେଇ ଥିବା ବେଳେ ମୁଖ୍ୟବକ୍ତା ଭାବେ ଏ ବି ଇ ଓ ରଜନୀ କାନ୍ତ ସାହୁ ,  ସମ୍ମାନିତ ଅତିଥି ଭାବେ  ଆଦର୍ଶ ବିଦ୍ୟାଳୟ ର  ପ୍ରିନ୍ସିପ।ଲ୍ ପ୍ରବୀଣ କୁମାର ସାହୁ , ସି ଆର ସି ସି  ରମେଶ ଚନ୍ଦ୍ର ତ୍ରିପାଠୀ ଉଦ୍ଦେଶ୍ୟ ଜ୍ଞାପନ ପଠନ କରିଥିବା ବେଳେ ମଞ୍ଚ କୁ ସରୋଜ ବିଶ୍ଵାଳ ପରିଚାଳନା କରିଥିଲେ l ବ୍ଲକ ର 13 ଟି କ୍ଲଷ୍ଟରୁ 400 ରୁ ଉର୍ଦ୍ଧ ପ୍ରତିଯୋଗୀ ମୋଟ 29 ଟି ବିଭାଗ ରେ ଭାଗ ନେଇଥିଲେ ଓ ଗାଇଡ ଟିଚର , ବ୍ଲକ ଶିକ୍ଷା ବିଭାଗ କର୍ମଚାରୀ , ସମସ୍ତ 13 ଟି ସି ଆର ସି ସି ତଥା ଆଦର୍ଶ ବିଦ୍ୟାଳୟ ର ଷ୍ଟାଫ ଙ୍କ ସହାୟତା ରେ ସଫଳତା ର ସହ ସମାପ୍ତ ହୋଇଥିଲା ।ଏହି କାର୍ଯ୍ୟକ୍ରମ ରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନେ ଜିଲ୍ଲାସ୍ତର କୁ ମନୋନୀତ ହେବାର ବିଭାଗୀୟ ସୁତ୍ରରୁ ପ୍ରକାଶ l ଏହା ପରେ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଶ୍ୟାମ ମେହେର ଯୋଗ ଦେଇଥିବା ବେଳେ ଏ ବି ଇ ଓ ରଜନୀ କାନ୍ତ ସାହୁ , ଆଦର୍ଶ ବିଦ୍ୟାଳୟ ର ପ୍ରିନ୍ସିପ।ଲ୍ ପ୍ରବୀଣ ସାହୁ , ସରୋଜ ବିଶ୍ଵାଳ ମଞ୍ଚ।ସିନ ଅତିଥି ଭାବେ ଯୋଗ ଦେଇ ଥିଲେ ।ଏହା ସହିତ ପ୍ରତିଯୋଗିତା ରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ଙ୍କୁ ଅତିଥି ମାନେ ପ୍ରମାଣପତ୍ର ଦେଇ ପୁରସ୍କୃତ କରିଥିଲେ l ପରେ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଗାନ୍ଧୀ ପଧାନ , ଯଶୋବନ୍ତ ପୁଟେଳ , ସୁବ୍ରତ ଦାସ , ନବ କିଶୋର ସାମଲ , ଜନ୍ମଜୟ ଛନ୍ଦ , ରାଧାକାନ୍ତ ମାଝୀ , ଦିଲ୍ଲୀପ ସିଂହ ବାବୁ , ଧର୍ମେନ୍ଦ୍ର ସାହୁ , ରାଧାକୃଷ୍ଣ ତ୍ରିପାଠୀ , ହୈମଜନ୍ତି ସିଂହ ତଣ୍ଡକ।ର , କୃଷ୍ଣ ଚନ୍ଦ୍ର ତ୍ରିପାଠୀ  ବିଭୂତି ପଟେଲ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଶେଷରେ ସିଆରସି ରମେଶ ଚନ୍ଦ୍ର ତ୍ରିପାଠୀ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026

You Might Also Like