-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||     

HOME   ଜିଲ୍ଲା

*ରାସ୍ତା ଦୁର୍ଘଟଣା ରେ ମୃତ ତରଭା ର ସ୍ବାମୀ ସ୍ତ୍ରୀ ବିଚିତ୍ର ଓ କବିତା ସାହୁ ଙ୍କ ଫେରିଲା ମର ଶରୀର*- *ଶ୍ରଦ୍ଧାଞ୍ଜଳି ଜ୍ଞାପନ ପାଇଁ ତରଭା ରେ ଆଜି ଲୋକାରଣ୍ୟ*- *ଜିଲ୍ଲାପାଳ ଓ ଏସପି କଲେ ଅନ୍ତିମ ଦର୍ଶନ*

17-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଜାମ୍ମୁ ର କଟରା ଠାରେ ବୈଷ୍ଣଦେବୀ ଙ୍କ ଦର୍ଶନ ସାରି ଅଟୋରେ ଫେରୁଥିବା ବେଳେ ବସ ଧକ୍କାରେ ପ୍ରାଣ ହରାଇ ଥିବା ସୁବର୍ଣ୍ଣପୁର ଜିଲ୍ଲା ତରଭା ସହରର ବିଚିତ୍ର ସାହୁ (୬୭ ) ଓ  ସ୍ତ୍ରୀ କବିତା ସାହୁ ( ୫୮) ଙ୍କ ମରଶରୀର ଆଜି ସ୍ଵତନ୍ତ୍ର ଫ୍ଲାଇଟ ଯୋଗେ ସକାଳେ ରାୟପୁର ଓ ପରେ ଅପରାହ୍ନରେ ଆମ୍ବୁଲାନ୍ସ ଯୋଗେ ତରଭା ସ୍ଥିତ ବାସଭବନ ଠାରେ ପହଞ୍ଚିଥିଲା l ଉଭୟଙ୍କ ମର ଶରୀର ପହଞ୍ଚିବା ପରେ ଦର୍ଶନ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବାକୁ ଆଜି ତରଭା ସହର ଲୋକାରଣ୍ୟ ହୋଇ ପଡିଥିଲା l ମର ଶରୀର ପହଞ୍ଚିବା ପରେ ପରିବାର ଆତ୍ମୀୟ ସ୍ୱଜନ ଙ୍କ କାନ୍ଦ ବୋବାଳୀ ରେ ଫାଟି ପଡ଼ିଥିଲା ଅଞ୍ଚଳ l ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ, ଏସପି ନାରାୟଣ ନାୟକ ଙ୍କ ସହ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ପ୍ରମୁଖ ପହଞ୍ଚି ମର ଶରୀରକୁ ଅନ୍ତିମ ଦର୍ଶନ କରିବା ସହ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଶୋକ ସନ୍ତପ୍ତ ପରିବାରକୁ ପ୍ରଶାସନ ପକ୍ଷରୁ ଶାନ୍ତ୍ବନା ଜଣାଇଥିଲେ l ଦୁଃଖରେ ମ୍ରିୟମାଣ ହୋଇଥିବା ହଜାର ହଜାର ଶୁଭେଛୁ ଓ ବିଭିନ୍ନ ସ୍ବେଛାସେବୀ ସଂଗଠନ ମଧ୍ୟ  ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l

ଏଥିରୁ ସ୍ପଷ୍ଟ ବାରି ହେଉଥିଲା ଯେ ମୃତ ସାହୁ ଦମ୍ପତ୍ତି କେତେ ଲୋକ ପ୍ରିୟ କେତେ ମେଳାପି ଥିଲେ ଏବଂ ନିଜ ସହର ପାଇଁ ସମାଜ ପାଇଁ କେତେ ଉତ୍ସର୍ଗୀକୃତ ଥିଲେ l ୟୁନିଅନ ବ୍ୟାଙ୍କ କର୍ମଚାରୀ ସଂଘ, ବରିଷ୍ଠ ନାଗରିକ ସଂଘ, ଶିଶୁ ବିଦ୍ୟା ମନ୍ଦିର ଶିକ୍ଷକ ଶିକ୍ଷୟତ୍ରୀ, ତରଭା ବ୍ଲକ୍ ସାମ୍ୱାଦିକ ସଂଘ, ମାହେଶ୍ୱରୀ ସ୍ବେଛାସେବୀ ସଂଗଠନ, ସୋନପୁରର ସ୍ଵଚ୍ଛ ଭାରତ ସଙ୍ଗଠନ, ଓଡ଼ିଶା ସାମ୍ୱାଦିକ ସଂଘ ଜିଲ୍ଲା ଶାଖା କର୍ମକର୍ତ୍ତା ଙ୍କ ସମେତ ଦଳ ମତ ନିର୍ବିଶେଷରେ ସମସ୍ତ ରାଜନୈତିକ ବ୍ୟକ୍ତି ବିଶେଷ, ସ୍ଥାନୀୟ ପ୍ରଶାସନ ଓ ସହରବାସୀ ମୃତ ସାହୁ ଦମ୍ପତ୍ତି ଙ୍କ ଅନ୍ତିମ ଯାତ୍ରା ରେ ସାମିଲ ସାମିଲ ଥିଲେ l ସୂଚନା ଯୋଗ୍ୟ ଯେ ସୁବର୍ଣ୍ଣପୁର ଜିଲ୍ଲା ତରଭାର ୨ଟି ପରିବାରର ୭ ଜଣ ମିଶି ଜାମ୍ମୁ ର କଟରା ଠାରେ ଅବସ୍ଥିତ ମା ବୈଷ୍ଣଦେବୀ ଙ୍କ ଦର୍ଶନ ପାଇଁ ଯାଇଥିଲେ। ଏଥିରେ ତରଭା ର ବିଚିତ୍ର ସାହୁ (୬୭), ତାଙ୍କ ସ୍ତ୍ରୀ କବିତା ସାହୁ (୫୮) ଯୋଗେନ୍ଦ୍ର ମଟାରୀ (୬୬) ତାଙ୍କ ପତ୍ନୀ ସ୍ନେହଲତା ମଟାରୀ ତାଙ୍କ ପୁଅ, ପୁତ୍ରବଧୂ ଓ ଝିଅ ଥିଲେ l ମଙ୍ଗଳବାର ମା' ଙ୍କ ଦର୍ଶନ କରି ସମସ୍ତେ ହେଲିକପ୍ଟର ସାହାଯ୍ୟରେ କଟରାକୁ ଫେରିଥିଲେ l କଟରା ହେଲିପ୍ୟାଡ୍‌ରୁ ୪ଜଣ ବରିଷ୍ଠ ସଦସ୍ୟ ବିଚିତ୍ର ସାହୁ, କବିତା ସାହୁ, ଯୋଗେନ୍ଦ୍ର ମଟାରୀ ଏବଂ ସ୍ନେହଲତା ମଟାରୀ ଏକ ଅଟୋରେ ହୋଟେଲକୁ ଫେରୁଥିଲା ବେଳେ ଅନ୍ୟମାନେ ଚାଲିଚାଲି ଫେରୁଥିଲେ l ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବସ୍ ଉକ୍ତ ଅଟୋକୁ ଧକ୍କା ଦେବା ଫଳରେ ଏ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026

You Might Also Like