-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

ଖଦୀ ଓ ଗ୍ରାମ୍ୟ ଶିଳ୍ପ ଆୟୋଗ ତରଫରୁ ଉଦ୍ୟୋଗୀ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

17-Oct-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ର ଦୁଡୁକା କଲ୍ୟାଣମଣ୍ଡପ ଠାରେ ଖଦୀ ଓ ଗ୍ରାମ୍ୟ ଶିଳ୍ପ ଆୟୋଗ ତରଫରୁ ଏକ ଉଦ୍ୟୋଗୀ ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବରେ ଆଗଲପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ୍ ଯୋଗ ଦେଇଥିଲେ l ସମ୍ମାନିତ ଅତିଥି ଭାବରେ ଆଗଲପୁର ଥାନା ଅଧିକାରୀ ଶ୍ରୀ ବାସୁଦେବ ଭୋଇ, ନିରବଚ୍ଚନ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ପ୍ରମିଳା ଦୋରା ଓ ଉପର୍ ବାହାଲ୍ ସରପଞ୍ଚ ଶ୍ରୀମତୀ ମାମି ସାହୁ ଉପସ୍ଥିତ ଥିଲେ l ଏହାସହ ଭୁବନେଶ୍ୱର ରୁ ଆସିଥିବା ସ୍ପେସ ସଂସ୍ଥା ର ଚେୟାରମେନ ଶ୍ରୀ ଜଗତ୍ କୁମାର୍ ଯୋଗ ଦେଇଥିଲେ। ଏହାସହ ଶ୍ରୀ ଅରବିନ୍ଦ ସାହୁ ଭାଇସ ଚେୟାରମେନ ମଧ୍ୟ ଉପସ୍ଥିତ ଥିଲେ। ସଂସ୍ଥା ର ସମ୍ପାଦକ ଶ୍ରୀ ସୁବ୍ରତ ନାୟକ, ରାଜ୍ୟ ମୁଖ୍ୟ ଶ୍ରୀ କୁଲ୍ ଭମନ୍ ପଟ୍ଟନାୟକ, ଜନ ସଂପର୍କ ଅଧିକାରୀ  ଲିଯାରାଣୀ ପରିଡ଼ା, ସହ ସଂଯୋଜକ ଶ୍ରୀ ଦେବବ୍ରତ ଦାସ ଓ ଅନ୍ୟଜଣେ ଅଧିକାରୀ ଶ୍ରୀ ଅଜିତ୍ ପଧାନ୍ ଯୋଗ ଦେଇଥିଲେ। ଖଦୀ ଓ ଗ୍ରାମ୍ୟ ଶିଳ୍ପ ଆୟୋଗ ତରଫରୁ ଆୟୋଜିତ ଉଦ୍ୟୋଗୀ ସଚେତନତା କାର୍ଯକ୍ରମ ରେ ସ୍ଥାନୀୟ ସରପଞ୍ଚ ତଥା ସମାଜସେବୀ ଶ୍ରୀ ଅଶୋକ ପଟେଲ୍ ଙ୍କ ଉଦ୍ୟମ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ସ୍ପେସ ତରଫରୁ ପି ଏମ ଇ ଜି ପି ଏବଂ ସ୍ବାବଲମ୍ବୀ ହେବା ପାଇଁ ଯୋଜନା ଓ କାର୍ଯକ୍ରମ ସମ୍ପର୍କ ରେ ସ୍ପେସ ର ସଭାପତି ଶ୍ରୀ ଜଗତ କୁମାର ଜନ ସାଧାରଣ ତଥା ମହିଳା, ଏମ ବି କେ, ସି ଆର୍ ପି ଓ ବ୍ୟାଙ୍କମିତ୍ର ମାନଙ୍କୁ ଅବଗତ କରିଥିଲେ। ଏହି କାର୍ଯ୍ୟକ୍ରମ ଦ୍ଵାରା ଉଭୟ ପୁରୁଷ ଓ ମହିଳା ମାନେ କିପରି ସ୍ବାବଲମ୍ବୀ ହୋଇ ପାରିବେ ସେ ବିଷୟରେ ସମସ୍ତ ଅତିଥି ମାନେ ଆଲୋପାତ୍ କରିଥିଲେ। କିପରି ବ୍ୟାଙ୍କ୍ ମାନଙ୍କ ଠୁ ଋଣ ଆଣି ନିଜେ ନିଜେ ଘରେ କ୍ଷୁଦ୍ର ଶିଳ୍ପ ବସାଇ ସ୍ବାବଲମ୍ବୀ ହୋଇ ପାରିବେ ତାହା ଥିଲା ଆଜିର ସଚେତନତା କାର୍ଯକ୍ରମ ର ମୂଳ ଉଦ୍ଦେଶ୍ୟ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like