-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||     

HOME   ଜିଲ୍ଲା

ବରଗଡ଼ :ପୋଲିସ ମାଡ଼ରେ ୨ ଗୁରୁତର

29-Jan-2021



ବରଗଡ, (ମୁକୁନ୍ଦ ଦାସ) : ବରଗଡ଼ ଟାଉନ ଥାନା ଅନ୍ତର୍ଗତ ପଧାନପାଲି ଗାଁର ୩ ଜଣ ଯୁବକଙ୍କୁ ସଦର ଥାନା ପୋଲିସ କର୍ମଚାରୀ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୋଲିସ ମାଡ଼ରେ ୩ ଯୁବକ ଆହତ ହୋଇଥିବାବେଳେ ଜଣେ ଗୁରୁତର ଅଛନ୍ତି। ବରଗଡ଼ ସହର ଉପକଣ୍ଠ ପଧାନପାଲି ଗାଁର ପ୍ରମୋଦ ନାଏକ ମାଛ ଚାଷ ପାଇଁ ପୋଖରୀକୁ ଠିକା ଭାବେ ନେଇଛନ୍ତି।

ତେବେ ଗତକାଲି ରାତିରେ ପ୍ରମୋଦ ତାଙ୍କ ଭାଇ ଟିଙ୍କୁ ନାଏକ ଏବଂ ବେଦପ୍ତ ପ୍ରଧାନ ସହ ପୋଖରୀ ହୁଡାରେ ବସିଥିବା ବେଳେ ବରଗଡ଼ ସଦର ଥାନା ଆଇଆଇସି ଦିଲୀପ ବେହେରା ଏବଂ ୨ ଜଣ ବ୍ୟବସାୟୀ ପହଞ୍ଚି ସେମାନଙ୍କୁ ପ୍ରଥମେ ଅଶ୍ଲିଳ ଭାଷାରେ ଗାଳିଗୁଲଜ କରିଥିଲେ। ପରେ ଯୁବକମାନଙ୍କୁ ପ୍ଲାଷ୍ଟିକ ପାଇପ୍‌ରେ ପ୍ରବଳ ମାଡ ମାରିଥିବା ଅଭିଯୋଗ ହୋଇଛି।
ଏଥିରେ ପ୍ରମୋଦଙ୍କ ଭାଇ ଟିଙ୍କୁ ଗୁରୁତର ଆହତ ହୋଇ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ମାଡ଼ ଯୋଗୁଁ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି। ତେବେ ଟାଉନ ଥାନା ଅଧୀନରେ ଥିବା ପଧାନପାଲିକୁ କିପରି ସଦର ଥାନା ପୋଲିସ ଆସି ମାଡ଼ପିଟ୍ କଲେ ଏବଂ ସଂପୃକ୍ତ ଥାନାଧିକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ପ୍ରମୋଦ।
ସେପଟେ ପ୍ରମୋଦ ଟାଉନଥାନାରେ ଲିଖିତ ଅଭିଯୋଗ କରିବା ପରେ ମାମଲା ରୁଜୁ ହୋଇଛି। ତେବେ ତଦନ୍ତ ପରେ ଘଟଣାର ସତ୍ୟାସତ୍ୟ ଜଣାପଡିବ ବୋଲି ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ କହିଛନ୍ତି। ସେପଟେ ସଦର ଥାନା ଆଇଆଇସିଙ୍କ ପ୍ରତିକ୍ରିୟା ମିଳିପାରିନି।
ରାତିରେ ଆମେ ୩ ଜଣ ପୋଖରୀ ହୁଡ଼ାରେ ବସିଥିଲୁ। ଆମ ପାଖକୁ ହଠାତ୍ ୩ଟି ଭ୍ୟାନ୍ ଆସି ପହଞ୍ଚିଲା। ଆମକୁ କୌଣସି କଥା ପଚାରିଲେ ନାହିଁ। କିଛି ବି ବୁଝିବା ଆଗରୁ ପିଟି ଚାଲିଲେ। ମୋତେ ବାଡେଇଲେ ଓ ମୋ ସହ ଅନ୍ୟ ୨ ଜଣଙ୍କୁ ବାଡେଇଲେ। ଫଳରେ ସେମାନେ ଗୁରୁତର ହୋଇପଡ଼ିଥିଲେ। ସେମାନେ ଏବେ ବି ଚିକିତ୍ସାଧୀନ ଅଛନ୍ତି। ପଧାନପଲ୍ଲୀ ଟାଉନ୍‌ ଥାନା ଅଧୀନରେ ଆସୁଛି। କିନ୍ତୁ ମାଡ଼ ମାରିଥିବା ଓଆଇସି ସଦର ଥାନାର ଥିଲେ।
-ପ୍ରମୋଦ କୁମାର ନାଏକ, ଅଭିଯୋଗକାରୀ
ଏ ସଂକ୍ରାନ୍ତରେ ଗୋଟିଏ ମାମଲା ହୋଇଛି। ତଦନ୍ତ ଆରମ୍ଭ ହୋଇଛି। ଏବେ ପ୍ରଥମିକ ସ୍ତରରେ ତଦନ୍ତ ରହିଛି। ତଦନ୍ତ ପରେ ହିଁ ପ୍ରକୃତ ସତ୍ୟାସତ୍ୟ ଜଣାପଡିବ। 
-ସଦାନନ୍ଦ ପୂଜାହାରୀ, ଆଇଆଇସି ଟାଉନଥାନା, ବରଗଡ଼
ପୋଲିସ୍‌ର ଦବଙ୍ଗଗିରି ନେଇ ଅନେକ ଖବର ସାମନାକୁ ଆସିଛି। ନିକଟରେ ହାଜତ ମୃତ୍ୟୁ ସବୁଠୁ ଚର୍ଚ୍ଚାର ବିଷୟ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026
  ଜିଲ୍ଲା  
ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ   08-Aug-2026

You Might Also Like