-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||     

HOME   ଜିଲ୍ଲା

ମହିମୁଣ୍ଡା ଯୁକ୍ତ ତିନି କଲେଜକୁ ପରିଦର୍ଶନରେ ଆସିଲେ ଆଞ୍ଚଳିକ ଶିକ୍ଷା ନିର୍ଦେଶକ ଓ ରାଜେନ୍ଦ୍ର ୟୁନିଭର୍ସିଟି ର ଡେଭଲପମେଣ୍ଟ ନିର୍ଦେଶକ

18-Oct-2025



ବଲାଙ୍ଗୀର/ପୁଇଁତଲା(ଦେବାଶିଷ ବହିଦାର): ଗତକାଲି  ବଲାଙ୍ଗୀର ଜିଲ୍ଲାର ପୁଇଁତଲା ବ୍ଲକ ଅଧୀନସ୍ଥ ଯୁକ୍ତ ୩ କଲେଜ ର ସ୍ଥାୟୀ ବନ୍ଧନ ପ୍ରମାଣପତ୍ର ପ୍ରଦାନ କରିବା ନେଇ  ଆଞ୍ଚଳିକ ଶିକ୍ଷା ନିର୍ଦେଶକ  ପ୍ରଫେସର ଡ଼.ଉମାକାନ୍ତ ଦାଶ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ମହାବିଦ୍ୟାଳୟ ଉନ୍ନୟନ ପରିଷଦର ନିର୍ଦେଶକ ପ୍ରଫେସର ଡ଼.ବିଘ୍ନେଶ ପ୍ରସାଦ ମିଶ୍ର ପରିଦର୍ଶନରେ ଆସିଥିଲେ। କଲେଜ ର ଭିତ୍ତିଭୂମି ସାଙ୍ଗକୁ ଶ୍ରେଣୀ କୋଠରୀ, ଲାଇବ୍ରେରୀ,ଆସବାବ ପତ୍ର ସହ ଆବଶ୍ୟକୀୟ ପରିବେଶ ଓ କାଗଜ ପତ୍ର ତନଖି ଛାତ୍ରଛାତ୍ରୀ ଅଧ୍ୟାପକ ଓ ଙ୍କ ସହ ଆଲୋଚନା କରି ସନ୍ତୁଷ୍ଟି ପ୍ରକାଶ କରି ଥିଲେ। କଲେଜ ଅଧ୍ୟକ୍ଷ ଅଶୋକ କୁମାର ଦାଶ ସହ ସମସ୍ତ ଅଧ୍ୟାପକ ଓ କର୍ମଚାରୀ ଉପସ୍ଥିତ ଥାଇ ସମସ୍ତ କାର୍ଯ୍ୟରେ ସହଯୋଗ କରିଥିଲେ।ଉକ୍ତ କଲେଜ ଟିପୁଇଁତଲା ବ୍ଲକର ପ୍ରଥମ ଯୁକ୍ତ ୩ କଲେଜ ହୋଇଥିବାରୁ ବହୁ ସଂଖ୍ୟକ ଛାତ୍ର ଛାତ୍ରୀ ଅଧ୍ୟୟନ ପାଇଁ ଆସିଥାନ୍ତି । ସରକାର ଶୀଘ୍ର ସ୍ଥାୟୀ ଅନୁବନ୍ଧିତ କଲେ ଶିକ୍ଷା ପ୍ରେମୀ ଖୁସି ବ୍ୟକ୍ତ କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026

You Might Also Like