-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||     

HOME   ଜିଲ୍ଲା

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସୁସ୍ଥ ପରିବାର ଗଠନ ସଚେତନତା କାର୍ଯ୍ୟକ୍ରମ

18-Oct-2025



କଟକ (ପ୍ରେରଣା ଖବର): ସାଂପ୍ରତିକ ପରିସ୍ଥିତିରେ ପାରିବାରିକ ହିଂସା ଓ ଉତ୍ତମ ବୁଝାମଣା ଅଭାବରୁ ପରିବାର ଗୁଡ଼ିକ ଧୀରେ ଧୀରେ ଭାଙ୍ଗିବା ଦ୍ବାରା ଅନେକ ଛୋଟଛୋଟ ଶିଶୁ ଏହି ହିଂସାର ଶିକାର  ହେଉଛନ୍ତି। ଫଳରେ ପରିବାର ଭିତରେ ସ୍ନେହ ପ୍ରେମ ଶ୍ରଦ୍ଧା ଭଲପାଇବା କମିବାରେ ଲାଗୁଛି। ଏହି ସମସ୍ୟା କୁ ଦୃଷ୍ଟିରେ ରଖି ଓଡ଼ିଶା ନାରୀ ସେବା ସଙ୍ଘ ପକ୍ଷରୁ କଟକ ସେଲଟର ଛକ ନିକଟସ୍ଥ ଗୋପବନ୍ଧୁ ସାହିରେ ଏକ ସୁସ୍ଥ ପରିବାର ଗଠନ ସଚେତନତା କାର୍ଯକ୍ରମ ସଂଘର ହଲ୍ ସମ୍ପାଦିକା ମଞ୍ଜୁ ସିଂହ ଓ ସଙ୍ଗଠନ ସମ୍ପାଦିକା ସାହିତ୍ୟିକl ମୀରା ବେଉରା ଙ୍କ ନେତୃତ୍ୱ ରେ  ଅନୁଷ୍ଠିତ ହୋଇଯାଇଛି। ଆଜିର ମହିଳାମାନେ  ଆତ୍ମବିଶ୍ବାସ ର ସହ  ପରିବାର ର ସଦସ୍ୟ ମାନଙ୍କୁ ସ୍ନେହ,ପ୍ରେମ,ଶ୍ରଦ୍ଧା ଓ ଭଲପାଇବା ବlଣ୍ଟି ସେମାନଙ୍କ ଭିତରେ ସୁସମ୍ପର୍କ ରଖି ସମସ୍ତଙ୍କର ସ୍ବାସ୍ଥ୍ୟ ର ଯତ୍ନ ନେବେ ଓ  ବିଶେଷ

କରି ପିଲା ମାନଙ୍କର  ମୌଳିକ ଆବଶ୍ୟକା କୁ ପୁରଣ କରିବେ ସେ ସମ୍ପର୍କରେ ସଙ୍ଘ ର  ସଙ୍ଗଠନ ସମ୍ପl ଦିକା ମୀରା ବେଉରା  ଆଲୋଚନା କରିଥଲେ। ନାରୀ ସଂଘର  ପରିବାର ପରାମର୍ଶ କେନ୍ଦ୍ର ର ମୂଖ୍ୟ କାଉନସିଲର ସରୋଜିନୀ ଓଝା ଯୋଗଦେଇ ମହିଳା ମାନେ ପାରିବାରିକ ସମସ୍ୟାକୁ କିଭଳି  ନାରୀ ସେବା ସଦନ କୁ ଆସି  କେଶ୍ କୁ ପଞ୍ଜୀକୃତ କରିବେ ବୁଝାଇ ଥିଲେ। ଅନ୍ୟତମ କାଉନସିଲର ସୂପର୍ଣ୍ଣl ବେହେରା ଅ ଅମ୍ବିକା ରାଣୀ ପଲାଇ  ଏହି ସଚେତନତା କାର୍ଯକ୍ରମକୁ ପରିଚାଳନା କରିଥିଲେ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026

You Might Also Like