-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଜମ୍ମୁ ଦୁର୍ଘଟଣା ରେ ମୃତ ଯୋଗେନ୍ଦ୍ର ଙ୍କ ଆଜି ଫେରିଲା ଶବ - ତରଭା ରେ ଶୋକାକୁଳ ପରିବେଶ* - *ଅନ୍ତିମ ଦର୍ଶନ କଲେ ଜିଲ୍ଲାପାଳ*

18-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଜାମ୍ମୁ ର କଟରା ଠାରେ ବୈଷ୍ଣଦେବୀ ଙ୍କ ଦର୍ଶନ ସାରି ବସ ଧକ୍କାରେ ପ୍ରାଣ ହରାଇ ଥିବା ସୁବର୍ଣ୍ଣପୁର ଜିଲ୍ଲା ତରଭା ସହରର ସଚିତ୍ର ସାହୁ (୬୭ ) ଓ  ସ୍ତ୍ରୀ କବିତା ସାହୁ ( ୫୮) ଙ୍କ ମର ଶରୀର ଗତ କାଲି ପହଞ୍ଚିବା ପରେ ସହର ଲୋକାରଣ୍ୟ ହୋଇ ଯାଇ ଥିଲା ଓ  ତରଭା ଶ୍ମଶାନ ଘାଟରେ  ଉଭୟ ସ୍ୱାମୀ ସ୍ତ୍ରୀ ଙ୍କ ଶବ ସଂସ୍କାର କରାଯାଇଥିବା ବେଳେ ଆଜି ସକାଳେ ମୃତ ତୃତୀୟ ବ୍ୟକ୍ତି ଯୋଗେନ୍ଦ୍ର ମଟାରୀ ଙ୍କ ମର ଶରୀର  ତରଭା ପହଞ୍ଚିଛି l ସ୍ୱର୍ଗୀୟ ମଟାରୀ ଙ୍କୁ ଅନ୍ତିମ ଦର୍ଶନ ଓ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିବାକୁ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଓ ସ୍ଥାନୀୟ ପ୍ରାସାସନିକ ଅଧିକାରୀ ପହଞ୍ଚି ଥିଲେ ଓ ଶୋକ ସନ୍ତପ୍ତ ପରିବାର କୁ  ସମବେଦନା ଜଣାଇଥିଲେ l  ଦୁଃଖରେ ଭାଙ୍ଗି ପଡ଼ିଥିବା ତାଙ୍କ ପରିବାର ଓ ଆତ୍ମୀୟ ସ୍ୱଜନ ସମେତ ଶହ ଶହ ଶୁଭେଛୁ  ସ୍ୱର୍ଗୀୟ ମ ଟା ରି ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଭୁବନେଶ୍ୱର ହେଲିପେଡ ରୁ ଆଜି ଫେରୁଥିବା ମୃତ ମଟାରି ଙ୍କ ଶବ କୁ ସୋନପୁର ବଲାଙ୍ଗିର ୟୁନିଅନ ବ୍ୟାଙ୍କ କର୍ମଚାରୀ ସଂଘ ଓ ବିଭିନ୍ନ ସ୍ବେଛାସେବୀ ସଙ୍ଗଠନ ଆଜି ସୋନପୁର ବ୍ଳକ୍ ଛକ ଠାରେ  ଧୂପ ପୁଷ୍ପ ପ୍ରଦାନ ପୂର୍ବକ ଅନ୍ତିମ ଦର୍ଶନ କରିଥିଲେ l ତରଭା ଠାରେ  ସାମ୍ୱାଦିକ ସଂଘ, ବରିଷ୍ଠ ନାଗରିକ ସଂଘ, ମାହେଶ୍ୱରୀ ସ୍ବେଛାସେବୀ ସଂଗଠନ  କର୍ମକର୍ତ୍ତା ଙ୍କ ସମେତ ଦଳ ମତ ନିର୍ବିଶେଷରେ ବିଭିନ୍ନ ରାଜନୈତିକ ବ୍ୟକ୍ତି ବିଶେଷ, ସ୍ଥାନୀୟ ପ୍ରଶାସନ ଓ ସହରବାସୀ ମୃତ ସାହୁ  ଙ୍କ ଅନ୍ତିମ ଯାତ୍ରା ରେ ସାମିଲ ସାମିଲ ଥିଲେ l ସୂଚନା ଯୋଗ୍ୟ ଯେ ଦୁର୍ଘଟଣା ଗ୍ରସ୍ତ ସ୍ତ୍ରୀ ସ୍ନେହଲତା ଜମ୍ମୁ ମେଡିକାଲ୍ ରେ ମୃତ୍ୟୁ ସହ ସଂଘର୍ଷ କରୁଥିବା ବେଳେ ତରଭା ଶ୍ମଶାନ ରେ  ଆଜି ସ୍ଵାମୀ ଯୋଗେନ୍ଦ୍ର ମାଟାରି ଙ୍କ ଜୁଇ ଜଳୁଥିବା ଦୃଶ୍ୟ ପରିବାର ଆତ୍ମିୟ ସ୍ୱଜନ ଓ ଏ ଅଞ୍ଚଳ ବାସୀ ଙ୍କ ପାଇଁ ହୃଦୟ ବିଦାରକ ହୋଇଛି l ସହର ସାରା ସମସ୍ତ ଙ୍କ ମୁହଁ ରେ ଗୋଟିଏ କଥା ଭଗବାନ ଏଭଳି କଷ୍ଟ ଆଉ କାହାକୁ ନ ଦେଉ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk