-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଦୀପାବଳୀକୁ ନେଇ ଦ୍ୱନ୍ଦ୍ୱ: ସୌରବ୍ରାହ୍ମଣ ପରିଷଦର ମତ ଅନୁସାରେେ ୨୧ ରେ ପାଳନୀୟ

18-Oct-2025



ଭୁବେନଶ୍ୱର(ପ୍ରେରଣା ଖବର): ଜ୍ୟାତିଷ ଗଣନା ଏବଂ ଶାସ୍ତ୍ରୀୟମେତ ଆସନ୍ତା ୨୧ ତାରିଖ ଦୀପାବଳୀ ପାଳନୀୟ ବୋଲି ରାଜ୍ୟ ସୌର ବ୍ରାହ୍ମଣ ପରିଷଦର ସଭାପତି ରଘୁନାଥ ଦାଶ କହିଛନ୍ତି। ଶନିବାର ରାଧାକୃଷ୍ଣ ମନ୍ଦିର ପରିସରେର ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନେୀର ଶ୍ରୀ ଦାଶ ତଥ୍ୟ, ପ୍ରମାଣ ଓ ଯୁକ୍ତି ଅନୁସୋର କହିଛନ୍ତି ଯେ, ୨୦ ତାରିଖ ସୋମବାର ଦିବା ୩ଘଟିକା ୪୫ ମିନିଟ୍ ଠାରୁ କାତ୍ତିର୍କ ଅମାବାସ୍ୟା ତିଥି ଆରମ୍ଭ ହୋଇ ୨୧ ତାରିଖ ସନ୍ଧ୍ୟା ୫ ଘଟିକା ୫୫ ମିନିଟ୍ ପର୍ଯ୍ୟନ୍ତ ରହୁଥିବାରୁ ସେହିଦିନ ଅର୍ଥାତ୍ ମଙ୍ଗଳବାର ଦୀପାବଳୀ ତଥା ପୟା ଶ୍ରାଦ୍ଧ ଓ ବଡବଡୁଆ ଡକା ଶାସ୍ତ୍ର ସମ୍ମତ ଅକ୍ଟାବର ୨୧ ତାରିଖ ଅମାବାସ୍ୟା ତିଥି ୩ ପ୍ରହର (ପ୍ରାୟତଃ ୯ ଘଣ୍ଟା)ରୁ ଉର୍ଦ୍ଧ୍ୱ ରହୁଅଛି। ଏଥିସହିତ ପ୍ରେଦାଷ କାଳକୁ ରହୁଥିବାରୁ ଦୀପାବଳୀ, ପୟାଶ୍ରାଦ୍ଧ ଇଷ୍ଟ ଦେବୋଦବୀ ପୂଜା, ଶ୍ରୀଲକ୍ଷ୍ମୀ ଗେଣଶ ପୂଜା ସହିତ ବଡବଡୁଆ ଡକା ଇତ୍ୟାଦି ଶାସ୍ତ୍ର ସମ୍ମତ ଓ ପାଳନୀୟ ବୋଲି ଶ୍ରୀ ଦାଶ କହିଛନ୍ତି। ଏହି ସାମ୍ବାଦିକ ସମ୍ମିଳନେୀର ପରିଷଦର ସମ୍ପାଦକ ନିମାଇଁ ଚରଣ ଦାଶ, ପଣ୍ଡିତ ଅଚ୍ୟୁତାନନ୍ଦ ନାୟକ, ପଣ୍ଡିତ ପ୍ରଦୀପ୍ତ କୁମାର ନାୟକ, ପଣ୍ଡିତ ତ୍ରିନାଥ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk