-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

*ଲୋକ ଙ୍କ ସେବା ଓ ଓଡ଼ିଶା ର ପ୍ରଗତି ଅଭିନନ୍ଦନ ଟ୍ରଷ୍ଟ ର ଲକ୍ଷ୍ୟ*- *ସାମ୍ୱାଦିକ ସମ୍ମିଳନୀ ରେ ସୂଚନା ଦେଲେ ଡକ୍ଟର ବିବେକାନନ୍ଦ କୁମାର*-

18-Oct-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ଓଡ଼ିଶା ଅଭିନନ୍ଦନ ଟ୍ରଷ୍ଟର ପ୍ରଥମ ସେମିନାର "ଓଡ଼ିଶା ପ୍ରଗତି ପଥେ" ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାର ନୂଆଁ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇଥିଲା। ଟ୍ରଷ୍ଟର ପ୍ରତିଷ୍ଠାତା ଡକ୍ଟର ବିବେକାନନ୍ଦ କୁମାର ଙ୍କ ଆହ୍ୱାନରେ ଉକ୍ତ ସେମିନାର ଆୟୋଜିତ ହୋଇଥିଲା।ଏହି ସେମିନାର ରେ ମୂଖ୍ୟ ପୁରୋଧା ହେମନ୍ତ କୁମାର ମେହେର ଓଡ଼ିଶା ରାଜ୍ୟ ପ୍ରଭାରୀ, ସୁବର୍ଣ୍ଣପୁର ଜିଲ୍ଲା ର ଜିଲ୍ଲା ପ୍ରଭାରୀ ଶେଷଦେବ ପଟ୍ଟନାୟକ,ଓ ଦୁଃଖିରାମ ନାଏକ, ବଲାଙ୍ଗୀର ଜିଲ୍ଲାର ଜିଲ୍ଲା ପ୍ରଭାରୀ ରାଜକିଶୋର ଝାଙ୍କର ଓ କ୍ଷେତ୍ରବାସୀ ମଲ୍ଲିକ, ବୌଦ୍ଧ ଜିଲ୍ଲାର ଜିଲ୍ଲା ପ୍ରଭାରୀ ବିକାଶ କୁମାର ସାହୁ, ସମ୍ବଲପୁର ଜିଲ୍ଲା ପ୍ରଭାରୀ ପଦ୍ମିନୀ ଭୋଇ ଙ୍କ  ସହଯୋଗ ରେ ଏହି ସେମିନାର ଟି ସଫଳ ହୋଇଥିଲା। ଅଭିନନ୍ଦନ ଟ୍ରଷ୍ଟର ଜନ୍ମ ବିହାର ରାଜ୍ୟର ପାଟନା ମାଟିରେ ୯/୯/୨୦୨୩ ରେ କେନ୍ଦ୍ର ସରକାରଙ୍କର ଟ୍ରଷ୍ଟ ଅଧିନିୟମ ୧୮୮୨ରେ ଅନୁବନ୍ଧିତ ହୋଇଥିଲା।ଏହାର ମୂଖ୍ୟ ଚିନ୍ତାଧାରା ଗୋଟିଏ ଦୀପରୁ ଅନେକ ଦୀପ ପ୍ରଜ୍ବଳନ କରିବା ଓ ଅବହେଳିତ ଓ ଅସହାୟ ନିଷ୍ପେସିତ ମାନଙ୍କର ମୁଣ୍ଡରେ ଥିବା ବୋଝକୁ ହାଲୁକା କରିବା। ଏହି ଟ୍ରଷ୍ଟର ପ୍ରକୃତ ସଂଜ୍ଞା ବିଶ୍ବାସ ଓ ସେବା। ଅଭିନନ୍ଦନ ଟ୍ରଷ୍ଟ ୧୨ଗୋଟି ଯୋଜନା ହାତ କୁ ନେଇଛି, ଯଥା - ଶିକ୍ଷା ଯୋଜନା, ବିବାହ ଉପହାର ଯୋଜନା, ସୁକନ୍ୟା ଉପହାର ଯୋଜନା, ବୃଦ୍ଧ ସେବା ଯୋଜନା, ବାହନ ଯୋଜନା, ସ୍ଵାସ୍ଥ୍ୟ ଯାଞ୍ଚ ଯୋଜନା, ଜରୁରୀକାଳୀନ ସେବା ଯୋଜନା , ବିନିଯୋଗ ଯୋଜନା, ଋଣଛାଡ଼ ଯୋଜନା,ଆବାସ ଯୋଜନା, ଆୟୁର୍ବେଦ ଯୋଜନା, ସମର୍ପଣ ସହଯୋଗ ଯୋଜନା  ମାଧ୍ୟମରେ ଲୋକ ଙ୍କୁ ସେବା ଯୋଗାଇବା ପାଇଁ ଅନୁବନ୍ଧିତ ହୋଇଅଛି । ଓଡ଼ିଶା ପ୍ରଗତି ରଥକୁ  ସାଫଲ୍ୟମଣ୍ଡିତ କରିବାପାଇଁ ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲା, ବ୍ଲକ, ପଞ୍ଚାୟତ, ତଥା ୱ।ଡରେ କାର୍ଯ୍ୟରତ ୭୦୦ ସଂଯୋଜକ ଏହି ସେମିନାର ରେ ସାମିଲ ହୋଇଥିଲେ। ପରିଶେଷରେ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଡକ୍ଟର ବିବେକାନନ୍ଦ କୁମାର ଘୋଷଣା କଲେ ଯେ ,  ଆପଣଙ୍କର ଏଭଳି ସହଯୋଗ ଓ ସମର୍ଥନ ମିଳିଲେ  ୨୦୨୬ସୁଦ୍ଧା ଓଡ଼ିଶାର ସୁବର୍ଣ୍ଣପୁର ଜିଲ୍ଲାରେ ଅଭିନନ୍ଦନ ଟ୍ରଷ୍ଟର ଏକ ଚିକିତ୍ସାଳୟ ସ୍ଥାପନ କରି ଏହି ଜିଲ୍ଲା ତଥା ଓଡ଼ିଶା ପ୍ରଗତିର ସୂର୍ଯ୍ୟୋଦୟ ଆରମ୍ଭ ହେବ ବୋଲି କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk