-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର*

18-Oct-2025



(ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଶନିବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ କର୍ଣ୍ଣ, ନାଶା ଓ ଗଳା ବିଶେଷଜ୍ଞ ଡା. ସୁଦିପ୍ତା ରାଉତ, ଅସ୍ଥିଶଲ୍ୟ ବିଶେଷଜ୍ଞ ଡା. ଚିନ୍ମୟ ସାହୁ, ଚକ୍ଷୁ ବିଶେଷଜ୍ଞ ଡା. ସନ୍ତୋନା ସାଗରିକା ପ୍ରଧାନ, ମାନସିକ ରୋଗ ବିଶେଷଜ୍ଞ ଡା. ଏନ. ଧନଞ୍ଜୟ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇ ଭିନ୍ନକ୍ଷମ ମାନଙ୍କୁ ଚିକିତ୍ସା କରିଥିଲେ |  ଏହା ସହ  ସାଇକୋଲୋଜିଷ୍ଟ ବିଭୂଦତ୍ତ ସେଠୀ, ଅଡିଓଲୋଜିଷ୍ଟ ଶିବପ୍ରସାଦ ସାହୁ ପ୍ରମୁଖ ଚିକିତ୍ସାରେ ସହାୟତା କରିଥିଲେ | ଏଥିରେ ପୂର୍ବରୁ ଅନଲାଇନ ମାଧ୍ୟମରେ ମୋଟ ୨୭୦ ଜଣ ହିତାଧିକାରୀ ପଞ୍ଜୀକୃତ କରିଥିଲେ | ମୋଟ ୨୦୩ ଜଣ ହିତାଧିକାରୀ ଙ୍କୁ ୟୁଡି ଆଇଡି କାର୍ଡ ପ୍ରଦାନ କରାଯାଇଛି | ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ବ୍ଲକ ଅଧ୍ୟକ୍ଷା ବୀଣା ମାଝି,  ସମ୍ମାନୀତ ଅତିଥି  ଜିଲାପରିଷଦ ସଭ୍ୟ ଜୋନ -୧ ଧନସିଂ ଭତ୍ରା ଓ ଜୋନ -୨ ଗୁପ୍ତ ବିଶୋଇ, ରାଜ୍ୟସଭା ସାଂସଦ ପ୍ରତିନିଧି ରାମାରାଓ ଚୌଧୁରୀ, ବିଜେଡି ନେତା ଏମ୍. ଆପ୍ପା ରାଓ, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଭାଜପା ଡାବୁଗାଁ ମଣ୍ଡଳ ସଭାପତି ମନୋଜ ପାତ୍ର, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀଙ୍କ ପ୍ରତିନିଧି ଶୁଭଜିତ ପାଣିଗ୍ରାହୀ, ବ୍ଲକ କଂଗ୍ରେସ ସଭାପତି ଜି. ସାଇରାଜୁ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର, ବିଡିଓ ଶରତ ମାଝି, ସିଡିପିଓ ମିନତୀ ଦାଶ, କାର୍ଯ୍ୟକ୍ରମକୁ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ପଞ୍ଚାୟତ  ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ ଦିବ୍ୟଶଙ୍କର ପୂଜାରୀ, ଅର୍ଜୁନ ଭତ୍ରା, କାମିନୀ ହରିଜନ ଓ ରୂପାଲୀ ମଣ୍ଡଳ, ସମସ୍ତ ସରପଞ୍ଚ ଓ ସମିତିସଭ୍ୟା ସଭ୍ୟ ପ୍ରମୁଖ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମକୁ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ ପରିଚାଳନା କରିଥିବା ବେଳେ ଅମୂଲ୍ୟ ଦଳାଇ ଓ ଅନ୍ୟ କର୍ମଚାରୀ ମାନେ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk