-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଅପରାଧ

ଟ୍ରେନ୍ ରେ ଲକ୍ଷାଧିକ ଟଙ୍କା ଧରି ଯାଉଥିବା ଯୁବକଙ୍କୁ ଗିରଫ କଲା ପୋଲିସ

18-Oct-2025



ଟିଟିଲାଗଡ(ପ୍ରେରଣା ଖବର): ଟିଟିଲାଗଡ ରେଳବାଇ ପୁଲିସର ମିଳିତ ଟିମ ଦୁଇଟି ପୃଥକ ମାମଲାରେ ୯୦ ଲକ୍ଷ ଟଙ୍କା ଜବତ କରିବାସହ ଘଟଣାରେ ସଂପୃକ୍ତ ୨ ଜଣ ଅଭିଯୁକ୍ତ ଙ୍କୁ ଅଟକ ରଖିଛି।ସୂଚନା ଅନୁଯାୟୀ ଶୁକ୍ରବାର ପ୍ରାତଃ ୬ ଘଣ୍ଟା ସମୟରେ ଟ୍ରେନ ନଂ ୨୨୮୩୮ ଧରତୀ ଆବା ଏକ୍ସପ୍ରେସ ରେ ଆରପିଏଫ ର ମିଳିତ ଟିମ ନିୟମିତ ଯାଞ୍ଚ କରୁଥିବା ସମୟରେ ୨ ଜଣ ଯୁବକ ଙ୍କୁ ସନ୍ଦେହରେ ଜେରା କରିଥିଲା।ସେମାନଙ୍କ ପାଖରେ ଥିବା ଏକ ନୀଳ ରଙ୍ଗର ବ୍ୟାଗ ଯାଞ୍ଚ କରାଯିବାରୁ ସେଥିରେ ନଗଦ ୭୦ ଲକ୍ଷ ଟଙ୍କା ରହିଥିବା ଜଣାପଡିଥିଲା।ଏତେ ପରିମାଣ ରେ ଟଙ୍କା କୁ ନେଇ ସଂପୃକ୍ତ ଯୁବକ ଦ୍ବୟ କୌଣସି ବୈଧ କାଗଜ ପତ୍ର କିମ୍ବା ରେକର୍ଡ ଦେଖାଇ ପାରି ନ ଥିବା ଯୋଗୁଁ ପୁଲିସ ଉଭୟ ଙ୍କୁ ଜବତ ଟଙ୍କା ସହ ଅଟକ ରଖିଛି। ସଂପୃକ୍ତ ଅଭିଯୁକ୍ତ ଦ୍ବୟ ବିହାର ରାଜ୍ୟ

ପତେହପୁର ଥାନା ଅନ୍ତର୍ଗତ ବାଜଡା ଗ୍ରାମ ର ଉମେଶ ପ୍ରସାଦ(୫୬) ଓ ଝାରଖଣ୍ଡ ରାଜ୍ୟ ଆରକି ଥାନା ଅନ୍ତର୍ଗତ ପୂର୍ଣାନଗର ନିବାସୀ ପ୍ରଭାତ କୁମାର ସାହୁ(୨୯) ବୋଲି ପୁଲିସ ସୂଚନା ଦେଇଛି।ଘଟଣା କୁ ନେଇ ପୁଲିସ ସମ୍ବଲପୁର ଆୟକର ବିଭାଗ କୁ ଅବଗତ କରିଛି। ଆୟକର ବିଭାଗ ର ତଦନ୍ତ ପରେ ପରବର୍ତ୍ତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୁଲିସ ସୂଚନା ଦେଇଛି। ସେହିପରି ଆଉ ଏକ ଅନୁରୂପ ମାମଲା ରେ ଟ୍ରେନ ନମ୍ବର ୧୮୭୫୩ ଭଗତ କି କୋଠୀ ଏକ୍ସପ୍ରେସରୁ ପୁଲିସ ଜଣେ ବ୍ୟକ୍ତି ଙ୍କ ଠାରୁ ୨୦ ଲକ୍ଷ ନଗଦ ଟଙ୍କା ଭର୍ତ୍ତି ବ୍ୟାଗ ଜବତ ସହ ସଂପୃକ୍ତ ବ୍ୟକ୍ତିଙ୍କୁ ଅଟକ ରଖି ଜେରା କରିଥିଲା।ସୂଚନା ଅନୁଯାୟୀ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ମହାବୀର ପଡ଼ା ନିବାସୀ ନରେଶ କୁମାର ଅଗ୍ରୱାଲ(୫୬) ଟଙ୍କା ଭର୍ତ୍ତି ବ୍ୟାଗ ସହ ଯାତ୍ରା କରୁଥିବା ବେଳେ ପୁଲିସ ଟିମ୍ ହାବୁଡ ରେ ପଡ଼ିଥିଲେ।ତେବେ ସେ ତାଙ୍କ ଭଣଜାର ବାହାଘର ପାଇଁ ପୋଷାକ ଓ ଅଳଙ୍କାର କିଣିବାକୁ ଟଙ୍କା ନେଇ ରାୟପୁର ଯାଉଥିବା ନେଇ ପୁଲିସକୁ କହିଥିଲେ। ପୁଲିସ ପକ୍ଷରୁ ଆୟକର ବିଭାଗକୁ ଅବଗତ କରାଯାଇ ଆବଶ୍ୟକୀୟ ତଦନ୍ତ ପରେ ସଂପୃକ୍ତ ବ୍ୟବସାୟୀଙ୍କୁ ଜବତ ଟଙ୍କା ଫେରସ୍ତ ସହ ଛାଡ଼ି ଦିଆଯାଇଥିବା ସୂଚନା ମିଳିଛି।ପୁଲିସ ଯାଞ୍ଚ ଟିମ ରେ ଏ ଏସ ଆଇ କେ.ଏସ.ପ୍ରକାଶ,ହନୁମାନ ସିଂ, ଶୈଳେନ୍ଦ୍ର କୁମାର, ଅଶୋକ ବେହେରା ପ୍ରମୁଖ ସାମିଲ ଥିଲେ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like