-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||     

HOME   ଜିଲ୍ଲା

ରାଜ୍ୟ ସରକାରଙ୍କ ଚାଷୀମାରଣ ନୀତି ବିରୁଦ୍ଧରେ ରେଢାଖୋଲରେ ବିଜେପିର ଧାରଣା

29-Jan-2021



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ନିର୍ବାଚନ ମଣ୍ଡଳୀ ପକ୍ଷରୁ ଆଜି ରାଜ୍ୟ ସରକାରଙ୍କ ଚାଷୀ ମାରଣ ନୀତି ଓ ଚାଷୀ ଅଧିକାର ପାଇଁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୯ ଦଫା ଦାବୀ ଦେଇ ଧାରଣା ଦିଆଯାଇଥିଲା।

ରେଢାଖୋଲ ନିର୍ବାଚନ ମଣ୍ଡଳୀର କର୍ମୀ ଓ ନେତାମାନେ ସ୍ଥାନୀୟ ରାମ ମନ୍ଦିର ପ୍ରାଙ୍ଗଣରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିଥିଲେ। ଶୋଭାଯାତ୍ରା ସମୟରେ ରାଜ୍ୟ ସରକାରଙ୍କ ଚାଷୀମାରଣ ନୀତି ବିରୁଦ୍ଧରେ ସ୍ଲୋଗାନ ମାନ ଦେଇଥିଲେ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଂଚି ଧାରଣାରେ ବସିଥିଲେ।

ମଣ୍ଡିରୁ ସମସ୍ତ ଧାନ ଉଠେଇବା, କଟନି ଛଟନି ବନ୍ଦ କରିବା, ବସ୍ତାର ବ୍ୟବସ୍ଥା କରିବା, ମଣ୍ଡି ଗୁଡିକରେ ମିର୍ଲସ୍ ମାନଙ୍କର ଦୌରାତ୍ମ ବନ୍ଦ କରିବା, ବାତିଲ ହୋଇଥିବା ଟୋକନ୍ ଗୁଡିକୁ ପୁନଃ କାର୍ଯ୍ୟକ୍ଷମ କରିବା, ରାଜ୍ୟ କୃଷକ ମାନଙ୍କୁ ପ୍ରଧାନ ମନ୍ତ୍ରୀ କୃଷକ ସମ୍ମାନ ନିଧିରେ ସାମିଲ କରିବା, ଚାଷୀର ଅମଳ ହୋଇଥିବା ସମସ୍ତ ଧାନ କୁ କିଣିବା ଆଦି ୯ ଦଫା ସଂବଳିତ ଦାବୀପତ୍ର ରେଢାଖୋଲ ଉପଜିଲ୍ଲାପାଳ ପଦ୍ମନାଭ ବେହେରାଙ୍କୁ ପ୍ରଦାନ କରିଥିଲେ। ଯଦି ଏହି ସବୁ ଦାବୀ ସରକାର ନ ମାନନ୍ତି ଆଗାମୀ ଦିନରେ ବିଜେପି ତରଫରୁ ରାଜରାସ୍ତାକୁ ଓହ୍ଲାଇବ ବୋଲି ବିଧାୟକ ଜୟନାରାୟଣ ମିଶ୍ର ଚେତାବନୀ ଦେଇଥିଲେ।

ଏହି ଧାରଣାରେ ରାଜ୍ୟ ସାଧାରଣ ସଂପାଦକ ସୀମାଂଚଳ ଖଟାଇ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରାଜକିଶୋର ବଡପଣ୍ଡା, କାର୍ଯ୍ୟକାରିଣୀ ସଦସ୍ୟ ଦେବେନ୍ଦ୍ର ମହାପାତ୍ର, ଜିଲ୍ଲାପରିଷଦ ସଦସ୍ୟ ପ୍ରମୋଦ ସାହୁ, ପୂର୍ଣଚନ୍ଦ୍ର ଗଡତ୍ୟା, ପ୍ରତାପ ପ୍ରଧାନ, ସଭାପତି ରାମାନୁଜ ମହାପାତ୍ର, ସାଧାରଣ ସଂପାଦକ ନରେନ୍ଦ୍ର ମଲ୍ଲୀକ, ରାଜେନ୍ଦ୍ର ପ୍ରସାଦ ବୈଠାରୁ, ଯୁବମୋର୍ଚ୍ଚା ସଭାପତି ଅମର କୁମାର ସିଂ, ସାଂସଦ ପ୍ରତିନିଧି ଶିବରାମ ସାହୁ ଓ ବହୁ ବିଜେପି କର୍ମୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026
  ଜିଲ୍ଲା  
ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   08-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   08-Aug-2026

You Might Also Like