-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ନୂତନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

19-Oct-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ରାଜ୍ୟସ୍ତରୀୟ ନୂତନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଅନ୍ତ୍ୟୋଦୟ ଗୃହ ଯୋଜନାର ତୃତୀୟ ପର୍ଯ୍ୟାୟର ହିତାଧିକାରୀଙ୍କୁ ଗୃହ ନିର୍ମାଣର ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କାର୍ଯ୍ୟକ୍ରମର ଆଭାଷୀ/ସିଧା ପ୍ରସାରଣ ମାଧ୍ୟମରେ ଯୋଡିତ ହୋଇ ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅସ୍ଵାନ ଗୃହରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । 

ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ଜିଲ୍ଲାର ୩୮ଟି ନୂତନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଅନ୍ତ୍ୟୋଦୟ ଗୃହ ଯୋଜନାରେ  ତୃତୀୟ ପର୍ଯ୍ୟାୟର ୧୦୪୪ ଜଣ ହିତାଧିକାରୀଙ୍କୁ ଏହି  ଯୋଜନାରେ ସାମିଲ କରାଯାଇ କାର୍ଯ୍ୟାଦେଶ ବଣ୍ଟନ କରାଯାଇଅଛି ।  କାର୍ଯ୍ୟକ୍ରମରେ ଜିଲ୍ଲା

ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର, ଲୋକ ସଭା ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ ତରଣୀ ସୁନା, ଜିଲ୍ଲା ପଞ୍ଚାୟତ ଅଧିକାରୀ ସରୋଜ କୁମାର ମେହେର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝି ଏବଂ ବିଭିନ୍ନ ବ୍ଲକ ଓ  ପଞ୍ଚାୟତରୁ ଆସିଥିବା ଅଧିକାରୀ ଓ କର୍ମଚାରୀ ମାନେ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026

You Might Also Like