-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ମହାବିଦ୍ୟାଳୟରେ ଆଞ୍ଚଳିକ ସାହିତ୍ୟ ଉତ୍ସବ - ‌ ଭାଷା ବଞ୍ଚିଲେ ସାହିତ୍ୟ ବଞ୍ଚିବ

19-Oct-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ଜୀବନର ଶ୍ରେଷ୍ଠ ଭାବନାର ପରିପ୍ରକାଶ ହେଉଛି ସାହିତ୍ୟ। ସମାଜର ଦର୍ପଣ ହେଉଛି ସାହିତ୍ୟ। ସାହିତ୍ୟ ଜୀବନଦର୍ଶନ ଶିଖାଏ । ଜୀବନକୁ ଆଲୋକିତ କରେ ସାହିତ୍ୟ। ସେହିପରି ଏକ ଜାତିର ପରିଚୟ ହେଉଛି ଭାଷା। ଭାଷା ବଞ୍ଚିଲେ ସାହିତ୍ୟ ବଞ୍ଚିବ। ସାହିତ୍ୟ, ସମାଜ ଓ ସଂସ୍କୃତି ନଥିଲେ ଜୀବନ ନିରର୍ଥକ। ରବିବାର କଳ୍ପନା ସାହିତ୍ୟ, ସଂସ୍କୃତି ଓ ସାମାଜିକ ପରିଷଦ, କଟକର ସୁବର୍ଣ୍ଣପୁର ଜିଲ୍ଲା ଶାଖା ଆନୁକୁଲ୍ୟରେ ବୀରମହାରାଜପୁର ମହାବିଦ୍ୟାଳୟର କନଫରେନ୍ସ ହଲ୍ ପରିସରରେ ଆଞ୍ଚଳିକ ସାହିତ୍ୟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। କଳ୍ପନା ସାହିତ୍ୟ, ସଂସ୍କୃତି ଓ ସାମାଜିକ ପରିଷଦର ସାଧାରଣ ସମ୍ପାଦକ ଡ. ଗୋପାଳଚନ୍ଦ୍ର ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବରିଷ୍ଠ ପ୍ରଧ୍ୟାପକ ତଥା ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ । ସେହିପରି ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ଅଧ୍ୟାପିକା ଯାମିନୀ ଦାଶ ମୁଖ୍ୟବକ୍ତା, ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ, ବିନିକାର ଅଧ୍ୟକ୍ଷ ଡ. ଧୀରେନ୍ଦ୍ର କୁମାର ନାୟକ ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିଲେ। ସାହିତ୍ୟ ଉତ୍ସବର ପ୍ରଥମ ଭାଗରେ ସାଧାରଣ ଅଧିବେଶନ ଅନୁଷ୍ଠିତ ହେବା ସହିତ ସାହିତ୍ୟ ଆଲୋଚନା ହୋଇଥିଲା। ଏହି ଅବସରରେ ସୁଧୀର କୁମାର ବିଶ୍ଵାଳଙ୍କୁ କଳ୍ପନା ସାମ୍ବାଦିକ ଗୈାରବ ସମ୍ମାନରେ ସମ୍ମାନିତ କରାଯାଇଥିବା ବେଳେ ଯୁଗଳ କିଶୋର ମିଶ୍ର ଓ ରାଧାକାନ୍ତ ବାଘଙ୍କୁ କଳ୍ପନା ସାମ୍ବାଦିକ ସୈାରଭ ସମ୍ମାନରେ ସମ୍ମାନିତ କରାଯାଇଥିଲା। ସେହିପରି ବିନୋଦ କୁମାର ପାଣ୍ଡେଙ୍କୁ କଳ୍ପନା ସାମ୍ବାଦିକ ଭାସ୍କର ସମ୍ମାନରେ ସମ୍ମାନିତ କରାଯାଇଥିଲା। ସ୍ବର୍ଣ୍ଣପ୍ରଭା ମହାପାତ୍ର, ଲକ୍ଷ୍ମୀନାରାୟଣ ସାହୁ ଓ ଯାମିନୀ ଦାଶଙ୍କୁ କଳ୍ପନା ସାହିତ୍ୟ ସମ୍ମାନରେ ସମ୍ମାନିତ କରାଯାଇଥିବା ବେଳେ ଶୁଭ୍ରାଂଶୁ ଶେଖର ପାଢୀଙ୍କୁ କଳ୍ପନା ଭାଷା ଗଙ୍ଗୋତ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଡ. ହିମାଂଶୁ ଶେଖର ପାଢୀ, ଲଲିତା ନାୟକ ଓ ମନୋଜ ମଞ୍ଜରୀ ଦେଓଙ୍କୁ କଳ୍ପନା ସାରସ୍ବତ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଅଧ୍ୟାପିକା ଡ. ବନ୍ଦିତା ବିଶ୍ବାଳ ସଭା ସଂଯୋଜନା କରିଥିବା ବେଳେ ଅଧ୍ୟାପକ ସଞ୍ଜୟ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଦ୍ବିତୀୟ ଭାଗରେ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like