-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||     

HOME   ଜିଲ୍ଲା

*କ୍ଷତ୍ରିୟ ଧାକଡ ସମାଜ ମହା ସମ୍ମିଳନୀ ଅନୁଷ୍ଠିତ*

19-Oct-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)-ଡାବୁଗାଁ ବ୍ଲକ ଅନ୍ତର୍ଗତ ଡୁମୁନିଗୁଡା ରେ କ୍ଷତ୍ରିୟ ଧାକଡ ସମାଜର ମହା ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲା ସଭାପତି ଚକ୍ରଧର ସିଂହ, ସଂଗଠନ ସାଧାରଣ ସମ୍ପାଦକ ସୂର୍ଯ୍ୟବଂଶୀ ଜୟନ୍ତ ପାତ୍ର, କାର୍ଯ୍ୟକାରୀ ସଭାପତି ଧନେଶ୍ଵର ସିଂ, ଲକ୍ଷ୍ମୀ ନାରାୟଣ ସିଂ, ଉପସଭାପତି ସୁରେନ୍ଦ୍ର ନାୟକ, କାର୍ତ୍ତିକ ଦାସ, ମନମୋହନ ସିଂ, ହରି ଧାକଡ, ସଦନ ନାୟକ , ଉପଦେଷ୍ଟା ଦୁର୍ଯୋଧନ ନାୟକ ମଞ୍ଚାସିନ ଥିଲେ।  କ୍ଷତ୍ରିୟ ବର୍ଣ୍ଣ ର ଉତ୍ପତ୍ତି, ବର୍ତମାନ ସମାଜରେ କ୍ଷତ୍ରିୟ ମାନଙ୍କ ଭୂମିକା ଉପରେ ଆଲୋଚନା ହୋଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ସୁମିତ ଠାକୁର, ମିହିର ଶଙ୍କର ରାୟ ପାତ୍ର, ବଳିରାମ ସିଂ,  ଘାସିରାମ ସିଂ, ରବି ସିଂ, ତ୍ରୀନାଥ ସିଂ,ତ୍ରୀନାଥ ନାୟକ,, ରତନ ପାତ୍ର, ରମେଶ ପାତ୍ର, ଯଦୂମଣୀ ପାତ୍ର,ଦଶମୁ ପାତ୍ର, ବିପିନ୍ ଭୁକ୍ତା, ଭିକାରୀ ଚରଣ ନାୟକ, ଯମୁନା ସୁର, ମନୋରମା ନାୟକ,  ମହେଶ୍ୱର ନାୟକ, ଲମେନ ଭୁକ୍ତା, ବିଘ୍ନରାଜ ସିଂ , ପଦଲାମ ପାତ୍ର,  ଲକ୍ଷ୍ମଣ ସିଂ, ଦୀପକ ସିଂ, ଜଳନ୍ଧର ସିଂ, ବିଭୁତି ନାୟକ, ଜିତେନ୍ଦ୍ର ସିଂ, ଗୋପୀ ପାତ୍ର , ସମ୍ଭୁନାଥ ସିଂ ପ୍ରମୁଖ ଉପସ୍ଥିତ ଥିଲେ। ନବରଙ୍ଗପୁର ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରୁ ପ୍ରାୟ ଛଅ ସହ ରୁ ଊର୍ଦ୍ଧ୍ବ କ୍ଷତ୍ରିୟ ସମାଜ ର କାର୍ଯ୍ୟକର୍ତ୍ତା ବୈଠକରେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026

You Might Also Like