-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

*ସୋନପୁର ବ୍ଲକ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା*

19-Oct-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକର ସ୍ଥାନୀୟ କୋଶଳ ଉଚ୍ଚ ବିଦ୍ୟାଳୟ  ପରିସରରେ "ବ୍ଲକ ସ୍ତରୀୟ ଗୀତା ଆବୃତ୍ତି" ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।ପ୍ରଜ୍ଞାନ ମିଶନ ଆନୁକୂଲ୍ୟରେ ସ୍ଥାନୀୟ ବିଦ୍ୟାଳୟର ସଂସ୍ଥାପକ ଶ୍ରୀ ସଞ୍ଜୟ ସାହୁଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ପ୍ରତିଯୋଗିତାରେ ସୋନପୁର ବ୍ଲକର ବିଭିନ୍ନ ଶିକ୍ଷା ଅନୁଷ୍ଠାନରୁ ପ୍ରାୟ ୯୫ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରି ଶ୍ରୀମଦ୍ଭଗବତଗୀତାର ପଞ୍ଚମ ଅଧ୍ୟାୟ ଆବୃତ୍ତି କରିଥିଲେ । ପ୍ରତିଯୋଗୀତା ହୋଇଥିବା ଚାରୋଟି ବର୍ଗ ରେ କ' ବିଭାଗରୁ ସିଦ୍ଧି ତ୍ରିପାଠୀ, ଯଶସ୍ୱୀ ମହାପାତ୍ର,ପିଙ୍କି ବଗର୍ତ୍ତି ,ଖ' ବିଭାଗରୁ ଜାଗୃତି ମହାପାତ୍ର,ଲୋରା ପ୍ରିୟଦର୍ଶିନୀ ଦାସ,ଓମ୍ ଶ୍ରୀ ମିର୍ଦ୍ଧା,ଗ' ବିଭାଗରୁ ଆୟୁଷ୍ମାନ ନାୟକ, ଅନିମେଶ ମିଶ୍ର,ଅଂଶୁମାନ ଗରିଆ ଓ ଘ' ବିଭାଗରୁ ଅଙ୍କିତା ପ୍ରଧାନ,ଚମ୍ପେଶ୍ୱରି କର୍ଣ୍ଣ,ସୁମିତ୍ରା ଭୋଇ ପୁରସ୍କୃତ ହୋଇ ଆସନ୍ତା ନଭେମ୍ବର ୨୩ ରେ ସୋନପୁର ଶିଶୁ ବିଦ୍ୟା ମନ୍ଦିରରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ପ୍ରତିଯୋଗୀତାକୁ ଉତ୍ତୀର୍ଣ୍ଣ ହୋଇଛନ୍ତି । ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ମୁଖ୍ୟ ଅତିଥି ଶ୍ରୀଯୁକ୍ତ କାମପାଳ ମହାପାତ୍ର, ଶ୍ରୀଯୁକ୍ତ ଶତୃଘ୍ନ ହୋତା ଓ ସଂସ୍କୃତ ଅଧ୍ୟାପକ ଶ୍ରୀଯୁକ୍ତ କୈଳାସ ଚନ୍ଦ୍ର ଚାନ୍ଦ ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।ମୁଖ୍ୟବକ୍ତା ତଥା ବୀରମିତ୍ର ସିଂଦେଓ ସଂସ୍କୃତ ବିଦ୍ୟାଳୟର ହେଡ୍ ପଣ୍ଡିତ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ପୁଝାରୀ ଭଗବତ  ଗୀତାର ମାହାତ୍ମ୍ୟ ଉପରେ ଆଲୋକପାତ କରିଥିଲେ ।ଅନ୍ୟତମ ବକ୍ତା ଶ୍ରୀଯୁକ୍ତ ନିରଞ୍ଜନ କୁମାର ଉପସ୍ଥିତ ପ୍ରତିଯୋଗୀମାନଙ୍କୁ ପ୍ରତ୍ୟହ ଗୀତା ଅଧ୍ୟୟନ କରିବାକୁ ପ୍ରେରଣା ଦେଇଥିଲେ । l ପ୍ରଜ୍ଞାନ ମିଶନର କାର୍ଯ୍ୟକର୍ତ୍ତା ଶ୍ରୀ ବାଳଗୋପାଳ ଚାନ୍ଦ ଓ ସୀତାଂଶୁ ପୁଝାରୀ ପୁରସ୍କାର ବିତରଣରେ ସାହାଯ୍ୟ କରିଥିଲେ । ସୋନପୁର ନଗରର ମାନ୍ୟଗଣ୍ୟ ସଂସ୍କୃତ ବିଦ୍ୱାନ ଡ.ପଦ୍ମନାଭ ମେହେର,କୃଷ୍ଣଚନ୍ଦ୍ର ରଥ,ରୁଦ୍ରାକ୍ଷ ସାହୁ,ବ୍ରତାନନ୍ଦ ଭୋଇ,ଗିରିଶ କୁମାର ତ୍ରିପାଠୀ,ନନ୍ଦକିଶୋର ମିଶ୍ର,ପୁଷ୍ପାଞ୍ଜଳି ନାଏକ,ରୁଦ୍ରାକ୍ଷ ସାହୁ,ଉମାଶଙ୍କର ଗୁରୁ,ଡ୍ର. ଆଶିଷ ପ୍ରଧାନ ପ୍ରମୁଖ ବିଚାରପତି ଦାୟିତ୍ୱ ତୁଲାଇଥିଲେ । ପୁରସ୍କାର ବିତରଣୀ ଉତ୍ସବରେ ପ୍ରଜ୍ଞାନ ମିଶନର ଜିଲ୍ଲା ସଂଯୋଜକ ଶ୍ରୀ ଆକାଶ ବିଶ୍ବାଳ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଆଲୋକ କୁମାର ପ୍ରଧାନ ଓ ଅଚ୍ୟୁତାନନ୍ଦ ମହାନ୍ତି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଶେଷରେ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ ପୂର୍ବକ ସଭା ସାଙ୍ଗ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like