-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

*ମାନିଗାଁ ସରକାରୀ ଆଶ୍ରମ ଉଚ୍ଚ ବିଦ୍ୟାଳୟର ହଷ୍ଟେଲ ରୁ ବାହାରୁଛି ମଦ ପାଉଚ :୯ ଜଣ ଛାତ୍ର ନିଲମ୍ବିତ*

19-Oct-2025



(ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଧୀନରେ ଥିବା ପାପାଡାହାଣ୍ଡି ବ୍ଳକ ର ମାନିଗାଁ ସରକାରୀ ଆଶ୍ରମ ଉଚ୍ଚ ବିଦ୍ୟାଳୟର ହଷ୍ଟେଲ ରୁ ବାହାରୁଛି ମଦ ପାଉଚ l ଉକ୍ତ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା l ଏଭଳି ଘଟଣା ଲୋକଲୋଚନକୁ ଆସିବ ଜାଣିବା ପରେ ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ହୃଶୀକେଶ ମିଶ୍ର ନିଜ ମୁଣ୍ଡରୁ ଦୋଷ ଲୁଚାଇବାକୁ ଯାଇ ନବମ ଓ ଦଶମ ର ୯ ଜଣ ଛାତ୍ରଙ୍କୁ ବିଦ୍ୟାଳୟରୁ ସାତ ଦିନ ପାଇଁ ବହିଷ୍କୃତ କରି ଥିବା ଜଣାପଡ଼ିଛି l ମାନିଗାଁ ସରକାରୀ ଆଶ୍ରମ ଉଚ୍ଚ ବିଦ୍ୟାଳୟର ୩ ନମ୍ଵର୍ ଛାତ୍ରାବାସ ଗୃହ ସହ ଅନ୍ୟ ଛାତ୍ରାବାସ ଗୃହ ମଧ୍ୟରେ ମଦପାଉଚ ରହିଥିବା କୌଣସି ସୂତ୍ରରୁ ଜଣାପଡିଥିଲା l ଦଶହରା ଛୁଟି ପୂର୍ବରୁ ଉକ୍ତ ମଦ ପାଉଚ ଗୁଡିକ କେହି ଛାତ୍ରାବାସ ମଧ୍ୟରେ ରଖିଥିବା ସନ୍ଦେହ କରାଯାଉଛି l ତେବେ ପ୍ରଧାନଶିକ୍ଷକ ଶ୍ରୀ ମିଶ୍ର ଛାତ୍ରମାନଙ୍କ ଅଭିଭାବକ ମାନଙ୍କୁ ବିଦ୍ୟାଳୟକୁ ଡ଼କାଇବା ସହ ଡାବୁଗାଁ ଥାନା ପୋଲିସ କୁ ଖବର ଦେଇ ଥିବାରୁ ପୋଲିସ ଯାଇ ସେଠାରେ ତଦନ୍ତ କରିଥିଲେ l ତଦନ୍ତ ରୁ କେଉଁ ଛାତ୍ର ମଦ ପାଉଚ ରଖିଥିବା ଜଣାପଡ଼ି ନ ଥିଲା l ଏହା ପରେ ପ୍ରଧାନ ଶିକ୍ଷକ ଅଭିଭାବକ ମାନଙ୍କୁ ତୁମ ପିଲା ମଦ ପିଉଛନ୍ତି ବୋଲି ଧମକ ଦେଇ ଧଳା କାଗଜ ରେ ଦସ୍ତଖତ ନେଇଥିଲେ l ଏଥିସହ ଅନୂସୁଚିତ ଜାତି ଓ ଜନଜାତିର ନବମ,ଦଶମ ଶ୍ରେଣୀର ୯ ଜଣ ଛାତ୍ର ଙ୍କୁ ୭ ଦିନ ପାଇଁ ବହିଷ୍କାର କରିଥିଲେ l ଅନ୍ୟ ପକ୍ଷରେ କଡା ସୁରକ୍ଷା ମଧ୍ୟରେ ମାନିଗାଁ ଛାତ୍ରାବାସ ରେ ପାଠ ପଢିବାକୁ ଆସିଥିବା ଛାତ୍ର ମାନଙ୍କ ଛାତ୍ରାବାସ ଗୃହରେ କିଏ ଓ କାହିଁକି ମଦ ପାଉଚ ରଖିଛି ତାହାର ପ୍ରଣାମ ମିଳି ନ ଥିଲା l କିନ୍ତୁ ପ୍ରଧାନ ଶିକ୍ଷକ ବିନା ପ୍ରମାଣ ଓ କୌଣସି କାରଣ ନ ଥାଇ ଛାତ୍ର ମାନଙ୍କୁ ବହିଷ୍କୃତ କରି ଥିବା ବେଳେ ମାନିଗାଁ ଛାତ୍ରାବାସ ର ସୁରକ୍ଷା କୁ ନେଇ ପ୍ରଶ୍ନବାଚୀ ସ୍ରୁଷ୍ଟି ହୋଇଛି l ମୁଣ୍ଡ ଉପରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଥିବା ବେଳେ ଦଶମ ଶ୍ରେଣୀର ୫ ଜଣ ଓ ନବମ ଶ୍ରେଣୀର ୪ ଜଣ ଛାତ୍ରଙ୍କୁ ବିଦ୍ୟାଳୟରୁ ବହିଷ୍କୃତ କରିବା ପରେ ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ ଦେଖାଦେଇଛି l ଗତ ୪ ମାସତଳେ ମାନିଗାଁ ଛାତ୍ରାବାସରୁ ଡାବୁଗାଁ ବ୍ଳକ କୁମଝରିଆଗୁଡା ର ଜଣେ ଷଷ୍ଠ ଶ୍ରେଣୀର ଛାତ୍ର ଛାତ୍ରାବାସ ରେ ଅବ୍ୟବସ୍ଥା ଦେଖି ବିଦ୍ୟାଳୟ ପାଚେରୀ ଡେଇଁ ଡାବୁଗାଁ ଚାଲି ଚାଲି ଯାଇଥିଲେ , କିନ୍ତୁ ଆଜି ପର୍ଯ୍ୟନ୍ତ ସେହି ଛାତ୍ରଙ୍କୁ ବିଦ୍ୟାଳୟକୁ ଫେରାଇ ଆଣିବାକୁ ଚେଷ୍ଟା କରାଯାଇନାହିଁ l  ଉକ୍ତ ସମସ୍ୟା ନେଇ ପାପଡାହାଣ୍ଡି ବ୍ଳକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଦେବବ୍ରତ ପରିଡାଙ୍କୁ ଯୋଗାଯୋଗ କରିବାରୁ ଛାତ୍ରାବାସ ରୁ ୯ ଜଣ ଅନ୍ତେବାସୀ ଛାତ୍ରଙ୍କୁ ୭ ଦିନ ପାଇଁ ବିଦ୍ୟାଳୟରୁ ବହିଷ୍କୃତ କରାଯାଇଥିବା କହିଁ ଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like