-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି: ରାଜେନ୍ଦ୍ର ନଗର ଫୁଟବଲ ନକ୍ ଆଉଟ ଟୁର୍ଣାମେଣ୍ଟ ଉଦଯାପିତ

29-Jan-2021



କଣ୍ଟାବାଞ୍ଜି, (ପ୍ରେରଣା ଖବର): କଣ୍ଟାବାଞ୍ଜି ସହରର ରାଜେନ୍ଦ୍ର ନଗର ଫୁଟବଲ କମିଟି ଆନୁକୂଲ୍ୟରେ ଦ୍ବିତୀୟ ବର୍ଷର  ନକ ଆଉଟ ଫୁଟବଲ ଟୁର୍ଣାମେଣ୍ଟ  ଡାଙ୍ଗ ବାହାଲି ଖେଳ ପଡିଆରେ ଚଳିତ ମାସ ୨୨ତାରିଖରୁ ଆରମ୍ଭ ହୋଇ ୨୯ତାରିଖରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଯାଇଛି।ଏହି ଫାଇନାଲ ଖେଳରେ  ଫିରୋଜ ଖାନ,ସାଧାରଣ ସମ୍ପାଦକ, ବିଜୁ ଜନତା ଦଳ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଅତିଥି, ପ୍ରକୃତିବନ୍ଧୁ ବିରଞ୍ଚି ନାରାୟଣ ଦାଶ ମୁଖ୍ୟ ବକ୍ତା, ଛୋଟୁ ସିଂ ସାଲୁଜା, ସଭାପତି, ପ୍ରେସ କ୍ଳବ,ସମାଜସେବୀ ଶେଖ ଅମଜଦ ଖାନ,ଚିନ୍ମୟ କୁମାର ଯୋଷୀ,ଆଇନଜୀବୀ ଅରୁଣ କୁମାର ବାଗ,ଶୁଭେନ୍ଦୁ ମୋହନ ମହାନ୍ତି ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।ଅତିଥି ମାନେ କଣ୍ଟାବାଞ୍ଜୀ ରେ ପୂର୍ବ ଭଳି ଗୋଲ୍ଡ ମେଡାଲ ଫୁଟବଲ ଟୁର୍ଣାମେଣ୍ଟ କରିବା ପାଇଁ ମତାମତ ଦେଇଥିଲେ। ସୂର୍ଯ୍ୟକାନ୍ତ ରଣା ଓ ଅର୍ଜୁନ ମାଝୀ ପୂରା ଖେଳର ଧାରା ବିବରଣୀ ପ୍ରଦାନ କରିଥିଲେ।ଫାଇନାଲ ଖେଳରେ ଯୁରାବନ୍ଧ ଦଳ ହଳଦୀ ଦଳ

କୁ ୨/୧ଗୋଲରେ ପରାସ୍ତ କରି ବିଜୟୀ ହୋଇଥିଲା। ବିଜୟୀ ଦଳକୁ ଟ୍ରଫି,୭୦୦୦ଟଙ୍କା ଓ ରନର ଦଳକୁ ଟ୍ରଫି,୫୦୦୦ଟଙ୍କା ପ୍ରଦାନ କରାଯାଇଥିଲା।ଏହି ଟୁର୍ଣାମେଣ୍ଟ କୁ ସଫଳ କରିବାରେ ସଭାପତି ପରମାନନ୍ଦ ପୁଟେଲ, ଜଗନ୍ନାଥ ପୁଟେଲ ,ଗୌର ପୁଟେଲ, ଉପ ସଭାପତି ଓ ସଭ୍ୟ ବୃନ୍ଦ ଅକ୍ଳାନ୍ତ ପରିଶ୍ରମ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026

You Might Also Like