-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ମଙ୍ଗଳାବର ଅନୁଷ୍ଟିତ ହେବ ମା ସୁରେଶ୍ଵରୀଙ୍କ କାଳୀ ବେଶ*- *ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ଓ ମନ୍ଦିର କମିଟି ର ପ୍ରସ୍ତୁତି*-

20-Oct-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
ମଙ୍ଗଳବାର ଦୀପାବଳୀ ପରଦିନ ସୋନପୁରର ଇଷ୍ଟଦେବୀ ମା ସୁରେଶ୍ଵରୀ ଙ୍କ କାଳୀ ବେଶ ଅନୁଷ୍ଠିତ ହେବ ଓ ଏହି ଦୁର୍ଲଭ ବେଶକୁ ସମସ୍ତ ଭକ୍ତ ଶ୍ରଦ୍ଧାଳୁ ଦର୍ଶନ କରି ମା ଙ୍କ କୃପା ଲାଭ କରିବାକୁ ଓ ମା ଙ୍କ ଠାରେ ଲାଗି ହେବାକୁ ଥିବା ଖିରି ଭୋଗର ସୁଯୋଗ ନେବାକୁ ଆଜି ମନ୍ଦିର କମିଟି ଓ ଦେବୋତ୍ତର ବିଭାଗ ପକ୍ଷରୁ ମିଡ଼ିଆ ଜରିଆରେ ସୂଚନା ପ୍ରଦାନ କରାଯାଇଛି l ଏହି ପରିପ୍ରେକ୍ଷୀରେ ଦଶହରା ସମୟରେ ବିଶ୍ବର କଲ୍ୟାଣ ତଥା ସୁବର୍ଣ୍ଣପୁର ଜିଲ୍ଲାର ବିକାଶ ପାଇଁ ଅନୁଷ୍ଟିତ ହୋଇଥିବା ନବ ଦିନାତ୍ମକ ଚଣ୍ଡୀ ଯଜ୍ଞ ୨୦୨୫ ମା ସୁରେଶ୍ଵରୀ ଙ୍କ ଅପାର କରୁଣାରୁ ନୀର୍ବିଘ୍ନରେ ସମାପନ ହୋଇଥିବାରୁ ଯଜ୍ଞ କମିଟି ଓ ଦେବୋତ୍ତର ବିଭାଗ ପକ୍ଷରୁ ଯଜ୍ଞରେ ସହଯୋଗ କରିଥିବା ଭକ୍ତ, ସହଯୋଗୀ ଓ କର୍ତ୍ତା ଭାବେ ଦାୟିତ୍ଵ ତୁଲାଇଥିବା ଭକ୍ତଙ୍କୁ ସହଯୋଗ ରଖିଥିବା ସ୍ବେଛାସେବୀ ସଂଗଠନ, ଜିଲ୍ଲା ପ୍ରଶାସନ, ପୌର ପ୍ରଶାସନ, ପୋଲିସ ପ୍ରଶାସନ, ବିଚାର ବିଭାଗୀୟ ଅଧିକାରୀ, ସାମ୍ୱାଦିକ,  ଲାଇଟ୍ ଟେଣ୍ଟ, ଶ୍ରୀ କ୍ଷେତ୍ରରୁ ଆସିଥିବା ନିମନ୍ତ୍ରିତ ପଣ୍ଡିତ ଶିବ ପ୍ରସାଦ ନନ୍ଦ, କିଶୋର ମିଶ୍ର, ତଥା ଚଣ୍ଡୀ ପଠନ କରିଥିବା ତାଙ୍କ ତିନି ଜଣ ଶିଷ୍ୟ, ଯଜ୍ଞ ମଣ୍ଡପ ର ମୁଖ୍ୟ ପୂଜକ କାଳୀ ଚରଣ ମିଶ୍ର ଓ ସହଯୋଗୀ ତଥା ସମସ୍ତ ଶ୍ରାଦ୍ଧକୁ ଭାଇ ଭଉଣୀ ମାନଙ୍କୁ ଯଜ୍ଞ କମିଟି ପକ୍ଷରୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା l ଚଳିତ ବର୍ଷ ର ଆୟ ବ୍ୟୟ ମୋଟ ଆୟ ୭ ଲକ୍ଷ ୯ ହଜାର ୩୮୩ ହୋଇଥିବା ବେଳେ ମୋଟ ବ୍ୟୟ ୬ ଲକ୍ଷ ୯୭ ହଜାର ୨୩୪ ଟଙ୍କା ହୋଇଛି ଏବଂ ୧୨ ହଜାର ୧୪୯ ଟଙ୍କା ଯଜ୍ଞ ପାଣ୍ଠିରେ ଗଚ୍ଛିତ ଥିବା ବିବରଣୀ ମଧ୍ଯ କମିଟି ପକ୍ଷରୁ ସୁଚନା ମିଳିଛି l ଆଗାମୀ ଦିନରେ ଆହୁରି ଶ୍ରଦ୍ଧାଳୁ ଭକ୍ତମାନେ ମା ଙ୍କ ଏହି ଯଜ୍ଞରେ ସାମିଲ ହୋଇ ଯଥା ଶକ୍ତି ଅର୍ଥ ରାଶି ସ୍ବତଃ ପ୍ରଦାନ ପୂର୍ବକ ମା ସୁରେଶ୍ଵରୀ ଙ୍କ ଏହି ଯଜ୍ଞ କୁ ଆହୁରି ଦିବ୍ୟ ଓ ଭବ୍ୟ କରିବାକୁ କମିଟି ଆଗ୍ରହ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like