-+91-9937148622 |

prerana_bgr@rediffmail.com |

  Sunday 21st June 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||      ମାୟାବର୍ହା ହାଇସ୍କୁଲ ରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ   (21-Jun-2026)       ||      ବରପାଲିର ମହାନ ପୌରାଣିକ ଶୀତଲଷଷ୍ଠୀ ଉପଲକ୍ଷେ ଭୋଗ ବଣ୍ଟନ   (21-Jun-2026)       ||      ପ୍ରଖ୍ୟାତ ଓଡ଼ିଶୀ ନ୍ୟୁତ୍ୟଶିଳ୍ପୀ ଶାଶ୍ୱତ ଯୋଶୀଙ୍କ ମାତୃ ବିୟୋଗ    (21-Jun-2026)       ||      ପତଞ୍ଜଳି ପରିବାର ବୁର୍ଡା ଆନୁକୁଲ୍ୟ ରେ 12 ତମ ବିଶ୍ୱ ଯୋଗ ଦିବସ ଅନୁଷ୍ଠିତ   (21-Jun-2026)       ||      ବଲାଙ୍ଗିରରେ ଆଡମ୍ବର ସହକାରେ ପାଳିତ ହେଲା ୧୨ତମ ଅନ୍ତର୍ଜାତୀୟ ଯୋଗ ଦିବସ   (21-Jun-2026)       ||      କଟକ ଜିଲ୍ଲାସ୍ତରୀୟ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||     

HOME   ଜିଲ୍ଲା

ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତଲାସୀ ଜୋର୍ ହେଲା l ୪୫ ଲକ୍ଷ ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ ଓ ୩ଟି ବାଇକ୍ ଜବତ l

20-Oct-2025



ନୂଆପଡା (ରାମନାଥ ପଣ୍ଡା)
ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତଲାସୀ ଅଭିଯାନ ଜୋର୍  ହୋଇଛି l ଗତକାଲି ସୁଦ୍ଧା ବିଭାଗୀୟ ଅଧିକାରୀ ଯାଞ୍ଚ କରି ୬୩ଲି ବିଅର୍, ୩୨.୫ଲି ବିଦେଶୀମଦ, ୩୧୦୬ଲି ହାତ ରନ୍ଧା ମଦ,୫୪୫ଲି ବାହାର ଭାଟି ମଦ ,୪ କେଜି ଗଞ୍ଜେଇ ଏବଂ ୭୦,୩୫୦ କେଜି ମହୁଲ ପୋଚ ଜବତ କରିଛନ୍ତି l ଏସବୁର ଆନୁମାନିକ ମୂଲ୍ୟ ୪୫ ଲକ୍ଷ ୨୪ ହଜାର ଟଙ୍କା ହେବ l ଏହା ସହିତ ତିନୋଟି ବାଇକ୍ ମଧ୍ୟ ଅବକାରୀ ବିଭାଗ ଜବତ କରିଛନ୍ତି l

ଆଗାମୀ ଦିନରେ ଯାଞ୍ଚ ପ୍ରକ୍ରିୟା କୁ ଆହୁରି ସଂଗଠିତ କରି ସବୁ ବେଆଇନ୍ ଅବକାରୀ ସାମଗ୍ରୀ ଚାଲାଣ ଓ କାର୍ଯ୍ୟକଳାପ ସମ୍ପୂର୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଟିମ୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026
  ଜିଲ୍ଲା  
ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   21-Jun-2026
  ଜିଲ୍ଲା  
ପ୍ରଶାସନ ର ଦୃଷ୍ଟି ପଡ଼ୁ   21-Jun-2026
  ଜିଲ୍ଲା  
ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   21-Jun-2026
  ଜିଲ୍ଲା  
ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ   21-Jun-2026
  ଜିଲ୍ଲା  
ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                21-Jun-2026

You Might Also Like