-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

*ବଲାଙ୍ଗିର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଆଞ୍ଚଳିକ ସ୍ତରୀୟ କଳା ଉତ୍ସବ ପାଳିତ*-

20-Oct-2025



(ମନୋରଞ୍ଜନ ତ୍ରୀପାଠୀ)  ବଲାଙ୍ଗିର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଆଞ୍ଚଳିକ ସ୍ତରୀୟ କଳା ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି l ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପ୍ରଦୀପ କୁମାର ନାଗ ଯୋଗ ଦେଇ ଶିକ୍ଷା ସହିତ କଳା ର ନିହାତି ଆବଶ୍ୟକ ଯାହାକି ସରକାର ଙ୍କ ଏହା ଏକ ଅଭିନବ ପ୍ରାୟସ ବୋଲି  ମତ ରଖିଥିଲେ l ସମ୍ମାନିତ ଅତିଥି ଭାବରେ ଏ ଡି ଇ ଓ ଶସୁଶ୍ରୀ ମିନା କୁମାରୀ ବେହେରା, ଏ ଡି ଇ ଓ ଶ୍ରୀମତୀ ସେବାଶ୍ରୀ ଭୋଇ, ବିଇଓ  ନୀଳମଣି ପଟେଲ, ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ମିଶ୍ର, ସମଗ୍ର ଶିକ୍ଷା ର ଆଇ ଡି କୋଡିନେଟର ପ୍ରଶାନ୍ତ ସରାଫ ଯୋଗ ଦେଇ କଳାକାର ଙ୍କୁ ଉତ୍ସାହିତ କରିବା ସହ ପୁରସ୍କୃତ କରିଥିଲେ l

ଆଜି ବଲାଂଗୀର, ସୁବର୍ଣ୍ଣପୁର , ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି ପ୍ରମୁଖ ପାଞ୍ଚ ଟି ଜିଲ୍ଲାର କଳା ଅନୁଷ୍ଠାନ ର ଶହ ଶହ କଳାକାର ଙ୍କ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଥିବା ବେଳେ ଏଠାରେ ମନୋନୀତ ହୋଇଥିବା କଳା ଅନୁଷ୍ଠାନ ଆସନ୍ତା ୨୨ ତାରିଖ ରେ ୬ ଟି ଜୋନ ର କଳାକାର ଙ୍କୁ ନେଇ ଆୟୋଜିତ ରାଜ୍ୟ ସ୍ତରୀୟ କଳା ଉତ୍ସବ ପ୍ରତିଯୋଗିତା ରେ ଭାଗ ନେବେ l ସମସ୍ତ କଳାକାର କଳା ଉତ୍ସବ ରେ ଯୋଗ ଦେଇ ସୁନ୍ଦର ନାଚ ଗୀତ ପରିବେଷଣ କରି ଥିଲେ l ଅଳକା ଦାଶ ଓ ରାମ ଗୋପାଳ ଖମାରୀ ଶର୍ମା ସଭା ସଂଯୋଜନା କରିଥିବା ବେଳେ ପ୍ରଶାନ୍ତ ସରାଫ ଓ ସରୋଜ ନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ l ସମଗ୍ର ଶିକ୍ଷା ଅଫିସ ର ସମସ୍ତ କର୍ମଚାରୀ ଓ ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ , କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like