-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ,ବଲାଂଗୀର ଜିଲ୍ଲା ଶାଖା ର କାର୍ଯ୍ୟକାରୀ କମିଟି ବୈଠକ

20-Oct-2025



ବଲାଙ୍ଗିର(ପ୍ରେରଣା ଖବର): ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ବଲାଙ୍ଗିର ଜିଲ୍ଲା ଶାଖା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ସମ୍ପାଦକ ହରେକୃଷ୍ଣ ରଥଙ୍କ ଆବାହନ କ୍ରମେ ସ୍ଥାନୀୟ ଜନକଲ୍ୟାଣ ମଣ୍ଡପ ଠାରେ କାର୍ଯ୍ୟକାରୀ କମିଟି ବୈଠକ ହୋଇଯାଇଛି।ସଭାନେତ୍ରୀ ଶାନ୍ତିଲତା ସାହୁଙ୍କ ଅଧ୍ୟକ୍ଷତାରେ ଉପଦେଷ୍ଟା ମଧୁସୁଦନ ନାୟକ, ସାଙ୍ଗଠନିକ ସମ୍ପାଦକ ଜୟଦେବ ବିଶି,ଉପସଭାପତି ଧ୍ରୁବରାଜ ଚୋପଦାର, ଅନ୍ନପୂର୍ଣ୍ଣା ନନ୍ଦ,ସହ ସମ୍ପାଦିକା ଅନୁପମା ପ୍ରହରାଜ, ଭୀମସେନ ଦଣ୍ଡସେନା,ସଞ୍ଜିତ କୁମାର ଦୋରା,ମହିଳା ପ୍ରକୋଷ୍ଠ ସଭାନେତ୍ରୀ ଲକ୍ଷ୍ମୀ ପ୍ରିୟ। ପଟେଲ,ଉପସଭାପତି ବସନ୍ତ ବୁଡେକ୍, ବୈଦ୍ରୁତ ସାହୁ,ପ୍ରଶାନ୍ତ ପୁରୋହିତ,ତୁଷାର କର୍ମୀ,ଗୌରୀ ରାଉତ, ନାରାୟଣ କିଷାନ,ଆଗଲପୁର ସଭାପତି ଦୁର୍ୟୋଧନ ପସାୟତ ସମେତ ପ୍ରତି ବ୍ଲକରୁ ଅନୁନ୍ୟ ଦୁଇଜଣ ପ୍ରତିନିଧିତ୍ଵ କରିଥିଲେ।
ସଭାରେ ନିମ୍ନୋକ୍ତ ବିଷୟ ଉପରେ ଆଲୋଚନା କରାଯାଇଥିଲା।

୦୧.୧୦.୮୯ ରୁ ସ୍କୁଲ ର ଶିକ୍ଷକ ମାନେ ନ୍ୟୁନତମ ୪୦୦ ଟଙ୍କାରେ ଉପାନ୍ତ ଅଂଚଳ ମାନଙ୍କରେ ଅର୍ଦ୍ଧାହାରରେ ବହୁ କଷ୍ଟରେ ଶିକ୍ଷକତା କରୁଥିଲେ।ସେତେବେଳେ ମଟର

ସାଇକେଲ ଗୋଟିଏ କିଣିବା ତ ଦୂରର କଥା,ସାଇକେଲ ଗୋଟିଏ କିଣିବା ପାଇଁ ମଧ୍ୟ ସାମର୍ଥ୍ୟ ନ ଥିଲା।ଏହି ଶିକ୍ଷକ ମାନେ ୧୯୯୪ ରେ ନିୟମିତ ହେଲେ ସୁଦ୍ଧା, ୧୦୦୦ ଟଙ୍କାରେ ବର୍ଷ ବର୍ଷ ଧରି ଚାକିରୀ କରିଆସିଥିଲେ।୨୦୦୧, ୨୦୦୩, ୨୦୦୫ରୁ ନିଯୁକ୍ତି ପାଇଥିବା ଶିକ୍ଷା ସହାୟକ ମାନଙ୍କୁ ଇଂକ୍ରିମେଣ୍ଟ ଦେବାରେ ସରକାର ଟାଳଟୁଳ ନୀତିରେ ଛାଡି ଦେଇଛନ୍ତି ଯାହାକି ତାଙ୍କୁ ମଧ୍ୟ ୬ ଟି ଇଂକ୍ରିମେଣ୍ଟ ଦେବା ନିମନ୍ତେ ସରକାରଙ୍କୁ ପିଟିସନ ଦେବା ପାଇଁ କମିଟି ରେ ଗୃହୀତ ହୋଇଛି।ଆସନ୍ତା ଶିଶୁ ଦିବସ ୨୦୨୫ କାର୍ଯ୍ୟକ୍ରମ ଦର୍ଶନୀୟ ସ୍ଥାନ ଭୀମ ପାହାଡ଼ ଠାରେ ଜିଲ୍ଲା ଶିକ୍ଷା ବିଭାଗ ର ସମସ୍ତ ଅଧିକାରୀ ଓ  ଜାତୀୟ ସ୍ତରର ଶିକ୍ଷକ ପ୍ରତିନିଧି ମାନଙ୍କୁ ନେଇ କରାଯିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଛି।ଏହି ବୈଠକରେ ଶିକ୍ଷକ ମାନଙ୍କ ଅନେକ ସମସ୍ୟାକୁ ନେଇ ଆଲୋଚନା ପର୍ଯ୍ୟଲୋଚନ ହୋଇଥିଲା। ଶିକ୍ଷକ ମାନେ ସବୁବେଳେ ସବୁ ସମସ୍ୟାରେ ହତାଶ ନ ହୋଇ ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷାଦାନ କରି ଆସୁଛନ୍ତି।ଏଣୁ ଶିକ୍ଷକ ମାନେ ତାଙ୍କର ନ୍ୟାଯ୍ୟ ପ୍ରାପ୍ୟ କିଭଳି ପାଇବେ ସେନେଇ ନିଖିଲ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ସରକାରଙ୍କୁ ଜଣାଇ ଆସୁଛି। ଆଜିର ସଭାରେ ସମସ୍ତ ପ୍ରସ୍ତାବ ସର୍ଵ ସମର୍ଥନ କ୍ରମେ ପାରିତ ହେବା ପରେ,ପଦକ୍ଷେପ ନେବାପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇ ଥିଲା।ସଭା ଶେଷରେ ସଭାନେତ୍ରୀ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ସଭା ସାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like