-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ବିରାଟ କଳସ ଶୋଭାଯାତ୍ରାରୁ ଆରମ୍ଭ ହେଲା ୩୭ତମ କାଳୀପୂଜା 

20-Oct-2025



କଣ୍ଟାମାଳ(ଜୟକୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ୟୁଥ ଫ୍ରେଣ୍ଡସ ଆସୋସିଏସନ କଲରାକୋଠା ପକ୍ଷରୁ ସୋମବାର ଏକ ଭବ୍ୟ କଳସ ଶୋଭାଯାତ୍ରା ସହ ଆରମ୍ଭ ହୋଇଛି  ୩୭ତମ ମାଁ ଶ୍ୟାମା କାଳୀପୂଜା  l  ଏନେଇ ମହିଳାମାନଙ୍କ ଏକ ବିରାଟ କଳସ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି l  ପ୍ରାୟ  ୫ଶହ ରୁ ଉର୍ଦ୍ଧ ମହିଳା ଓ ଯୁବତୀମାନେ ପୂର୍ଣ୍ଣ କଳସ ଆଣି ମାଁ କାଳୀଙ୍କ ପୂଜା ମଣ୍ଡପରେ

ସ୍ଥାପନା କରିବା ପରେ ପୂଜା କାର୍ଯ୍ୟ ଆରମ୍ଭ ହୋଇଥିଲା  l   ଏକ ବର୍ଣ୍ଣାଢ୍ୟ ପରିବେଶରେ କଳସ ଧରି ସମସ୍ତେ ମା ଙ୍କ ମନ୍ଦିରରୁ ବାହାରି କଣ୍ଟାମାଳ ରାଜରାସ୍ତାରେ ଢୋଲ, ନlମ ସଂକୀର୍ତ୍ତନ୍ୟ ଦଳ, ଘଣ୍ଟ ଘଣ୍ଟୁଆଳ, ଛଉ ନୃତ୍ୟ,କଟପ୍ପା ଦଳ ସହ କଲରାକୋଠା ଠାରୁ ଶୋଭାଯାତ୍ରା ରେ ଆସି ଖଲିଆପାଲି ବନ୍ଧରୁ କଳସରେ ଜଳଧରି ପୂଜା ମଣ୍ଡପରେ ସ୍ଥାପନ କରିଥିଲେ   l   ଘଣ୍ଟ ଘଣ୍ଟୁଆଳ ଓ ଢୋଲ, ଦୂଲଦୁଲି ଶବ୍ଦରେ ରାଜରାସ୍ତା ମୁଖରିତ ହୋଇ ଉଠିଥିଲା  l   ଏହି ବିରାଟ ଓ ଭବ୍ୟ ଶୋଭାଯାତ୍ରା ଦେଖିବାପାଇଁ ରାଜରାସ୍ତା ଉଭୟ ପାର୍ଶ୍ୱରେ ଜନସମାଗମ ହୋଇଥିଲା l  ସେହିପରି ସନ୍ଧ୍ୟାରେ ପୂଜା ମଣ୍ଡପରେ ମା’ଙ୍କ ପୂଜାରମ୍ଭ ହୋଇଛି  l   କାଳୀପୂଜା ଉପଲକ୍ଷେ ଆୟୋଜିତ ମହିଷାଶୁର ଦରବାର ର ଆରମ୍ଭ ହେବାସହ ସନ୍ଧ୍ୟାରେ ମହିଷାଶୁର ରାଜଦାରବାରରେ

ମହିଷାଶୁର ନାଟକ ସହ ରଙ୍ଗସଭାରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ମୀନାବଜାରରେ ବହୁ ସଂଖ୍ୟାରେ ଦୋକାନ ବଜାର, ସହ ଇଲେକ୍ଟ୍ରି ଦୋଳି, ମୀନିଟ୍ରେନ, ଓ ବିଭିନ୍ନ ପ୍ରକାର ଖାଦ୍ୟ ସାମଗ୍ରୀ ଦୋକାନଗୁଡିକରେ ଜନସମାଗମ ଦେଖିବାକୁ ମିଳିଥିଲା l କମିଟି ସଭାପତି ପ୍ରଫୁଲ୍ଲ କୁମାର ସାହୁ ସମ୍ପାଦକ ପ୍ରକାଶ ଚନ୍ଦ୍ର ରଣା ସମେତ ସମସ୍ତ ସଦସ୍ୟ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like