-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||      ବିନିକା:ସୁସ୍ଥ ଜୀବନ ପାଇଁ ଯୋଗ କଲେ ଶତାଧିକ ଲୋକ।                (21-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘ ୨୭ ତମ ବାର୍ଷିକ ଉତ୍ସବ    (21-Jun-2026)       ||      ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ ବାର୍ତ୍ତା ନେଇ ଯୋଗ ଦିବସ ପାଳିତ    (21-Jun-2026)       ||     

HOME   ଜିଲ୍ଲା

ପେଣ୍ଡରେନ ଗ୍ରାମରେ ୨ତମ ଶ୍ରୀ ଶ୍ରୀ ଶ୍ୟମାଲଷ୍ମୀ ପୂଜା ପାଳିତ

21-Oct-2025



ନୂଆଁପଡ଼ା(ପରମେଶ୍ଵର ମେହେର): ନୂଆପଡା ଜିଲ୍ଲା ସିନାପାଲି ବ୍ଳକ ପେଣ୍ଡରେନ ଗ୍ରାମରେ ଦିତୀୟ ତମ ଶ୍ରୀ ଶ୍ରୀ ଶ୍ୟମାଲଷ୍ମୀ ପୂଜାର କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।ଏହି କଳସ ଯାତ୍ରାରେ ଗ୍ରାମର ସତାଧିକ ମହିଳା ଭାଗ ନେଇ ସ୍ଥାନୀୟ ବଡ ପୋଖରୀ ରୁ କଳସ ରେ ପାଣି ଭରି ପୁଣ୍ଣ କଳସ କୁ ନେଇ ପୂଜା ମଣ୍ଡପରେ ସ୍ଥାପନ କରିଥିଲେ। ସଂକୀର୍ତ୍ତନ ଦଳ ର ନାଚ ଗିତ ଘଣ୍ଟ ଶଙ୍ଖ ଧ୍ୱନୀ ଓ ହରିବୋଳ ହୁଳହୁଳି ସବଦ କଳସ ଯାତ୍ରାର ସୋଭା ବଡାଇଥିଲି। ଉକ୍ତ ପୂଜା ତା ୨୦/୧୦/୨୫ ଠାରୁ ତା ୨୪/୧୦/୨୫ ପର୍ଯ୍ୟନ୍ତ ଚାଳିରହିବ। ପୂଜା ର କର୍ତ୍ତା ଭାବରେ   ଶ୍ରୀଯୁକ୍ତ ଗଙ୍ଗାରାମ ନାଏକ ଓ ତାଙ୍କ ଧର୍ମପନ୍ତ୍ରୀ ଶ୍ରୀମତୀ ଚମ୍ପା ନାଏକ ଦାୟିତ୍ବ ତୋଲାଇଥିବା ବେଳେ ପୂଜକ ଶ୍ରୀଯୁକ୍ତ ଚମାର ସିଂ ଷଡଙ୍ଗୀ ରିତି ନିତି ର ସହ ପୂଜାର୍ଚ୍ଚନା କରି ଶ୍ରୀ ଶ୍ରୀ ଶ୍ୟମାଲଷ୍ମୀ ଙ୍କ ପୂଜାଟିକୁ ଆଗେଇ ନେଇଛନ୍ତି। ଆଖ ପାଖ ଅଞ୍ଚଳ ଓ ଦୁର ଦୁରାନ୍ତ ରୁ ଭକ୍ତମାନେ ଆଶି ଦର୍ଶନ କରି ପ୍ରାସାଦ ସେବନ କରି ନିଜକୁ ଧନ୍ୟମନେ କରିଥାନ୍ତି । ପ୍ରତ୍ୟେକ ରାତ୍ରରେ ମନୋରଞ୍ଜନ କାର୍ଯ୍ୟକ୍ରମ ରଖାଯାଇଥିବା କମିଟି ତରଫରୁ ସୁଚନା ମିଳିଛି। କମିଟି ସଭାପତି ଯଜ୍ଞସ ସା, ସମ୍ପାଦକ ରଞ୍ଜିତ ମାଝୀ, କୋଷାଧ୍ୟକ୍ଷ ଚୂଡାମଣୀ ମାଝୀ,ସଦସ୍ୟ ଚୁଲେଶ୍ଵର ସା,ମାଧବ ନାଏକ,କିଶନ ବିଭାର,କୁଞ୍ଜଲ୍ ସିଂ ମିଝୀ,ବାସୁଦେବ ରାଉତ ଓ ସମସ୍ତ କର୍ମକର୍ତ୍ତା ଗ୍ରାମବାସି ବୃନ୍ଧ ସହଯୋଗ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   21-Jun-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   21-Jun-2026

You Might Also Like