-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେ ଏସ୍ ଏମ୍ କଲେଜର ସ୍ୱାଧିନତା ଦିବସ   (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ପୈ।ର ପରିଷଦ ସହ ବଲାଙ୍ଗୀର ଦିନ ଆୟୋଜନ କମିଟିର ଆଲୋଚନା

21-Oct-2025



ବଲାଙ୍ଗୀର (ପ୍ରେରଣା ଖବର): ଗତକାଲି ସନ୍ଧ୍ୟା ୫ଟା ସମୟରେ ବଲାଙ୍ଗିର ମୁନସିପାଲଟିର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଙ୍କ ଅଧ୍ୟକ୍ଷତାରେ ବଲାଙ୍ଗୀର ମୁନସିପାଳଟି  କାର୍ଯ୍ୟାଳୟ ରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ସବୁ ବର୍ଷ ପରି ଏଥର ମଧ୍ୟ ବଲାଙ୍ଗିର ଦିନ ସରସ ସୁନ୍ଦର ଓ ସହରର ସମସ୍ତ ପଡା ରୁ ସାଂସ୍କୃତିକ ଶୋଭାଯାତ୍ରାରୁ ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ପର୍ଯ୍ୟନ୍ତ ଏବଂ ୨୧ ରୁ ୩୧ ତାରିଖ ପର୍ଯ୍ୟନ୍ତ ହେବାକୁଥିବା ସମସ୍ତ ପ୍ରତିଯୋଗିତାରେ କାଉନସିଲର ସମସ୍ତ ସଦସ୍ୟ ତଥା ସମସ୍ତ ବଲାଙ୍ଗୀର ବାସୀ ସାମିଲ ହେବାକୁ ବଲାଙ୍ଗୀର ଦିନ ଆୟୋଜନ କମିଟି ପକ୍ଷରୁ ନିବେଦନ କରାଯାଇଛି ଏବଂ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ସମସ୍ତ ପ୍ରକାର ସହଯୋଗ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ବୈଠକରେ ପ୍ରତାପ ରଥ, ଲୋଟସ ଷଡ଼ଙ୍ଗୀ, ବିଧୁଭୁଷଣ ତ୍ରିପାଠୀ, ଦିନେଶ ଶର୍ମା, ଗୋପାଳ ପ୍ରଧାନ, ସରିତା ଦାସ,ପଙ୍କଜିନି ପଣ୍ଡା, ବିନୋଦ କୁମାର କାଲସାଏ, ଶତୃଘ୍ନ ବାଗ, ଲଲାଟେନ୍ଦୁ ପଟ୍ଟନାୟକ, ପ୍ରତାପ ଚନ୍ଦ୍ର ମିଶ୍ର,ସତ୍ୟ ନାଏକ,ପ୍ରବିଣ  ରଥ, ଦିପକ ପଣ୍ଡା, ସୁଦିପ ସାହୁ,ସାନ୍ତୁନୁ କୁମାର ଡେଭିଡ,ସଚିତାନନ୍ଦ ମହାପାତ୍ର, କିଶୋର କୁମାର କୁମ୍ଭାର, ପ୍ରତିମା ଛତ୍ରିଆ, ନନ୍ଦିନୀ ପୋଡ଼,ପିଙ୍କି କବାଟ, ପ୍ରବୀଣ କୁଅଁର, ପ୍ରଶାନ୍ତ ନାଏକ, ସଞ୍ଜୟ କୁମାର ନାଗ । କାର୍ଯ୍ୟକ୍ରମ କୁ ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା ପରିଚାଳନା କରିଥିବା ବେଳେ ଶେଷରେ ଉପାଧ୍ୟକ୍ଷା ସୁଶ୍ରୀ ଗାୟିତ୍ରୀ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜର ସ୍ୱାଧିନତା ଦିବସ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026

You Might Also Like