-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟର ହୀରକ୍ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ

21-Oct-2025



ବଲାଙ୍ଗୀର (ପ୍ରେରଣା ଖବର) ଆସନ୍ତା ଅକ୍ଟୋବର ୨୬ ତାରିଖ ରବିବାର ସନ୍ଧ୍ୟାରେ ବଲାଙ୍ଗୀର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ତାର ଡାଇମଣ୍ଡ ଜୁବୁଲି ପାଳନ କରିବାକୁ ଯାଉଛି l  ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଓ ଶରତ ପାଣିଗ୍ରାହୀ ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ  ହେବାକୁ ଥିବା ଏହି ଉତ୍ସବକୁ କିପରି ଧୁମଧାମରେ ପାଳନ କରାଯାଇ ପାରିବ ସେ ନେଇ  ଆଜି ଏକ ପ୍ରସ୍ତୁତି  ବୈଠକ ଅନୁଷ୍ଠିତ ହୋଇଯାଇଛି l ସ୍କୁଲର ପ୍ରଧାନଶିକ୍ଷକ ନରେନ୍ଦ୍ର ନାଥ ମିଶ୍ରଙ୍କ ଆବାହକତ୍ବରେ ଅନୁଷ୍ଠିତ ଏହି  ବୈଠକରେ ସ୍କୁଲର ପ୍ରତିଷ୍ଠାତା ସ୍ଵର୍ଗତ ଶରତ ଚନ୍ଦ୍ର ପାଣିଗ୍ରାହୀଙ୍କ ସୁପୁତ୍ର ଡ. ଶ୍ରୀକାନ୍ତ ପାଣିଗ୍ରାହୀ ଯୋଗ  

 ଦେଇ ଡାଇମଣ୍ଡ ଜୁବୁଲି ପାଳନ, କାର୍ଯ୍ୟକ୍ରମର ରୂପରେଖ ତଥା ସୁପରିଚାଳନା ପାଇଁ ବିଭିନ୍ନ ଲୋକଙ୍କୁ ଦାୟିତ୍ଵ ହସ୍ତାନ୍ତର, ଅତିଥି ନିମନ୍ତ୍ରଣ ଓ ସ୍ମରଣିକା 'ସ୍ମୃତି ବିନ୍ଦୁ' ର ପ୍ରକାଶନ  ସମ୍ପର୍କରେ ସମସ୍ତଙ୍କ ସହ ଆଲୋଚନା କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀ ସୁଭଦ୍ରା ସ୍ଵାଇଁ, ପଙ୍କଜୀନୀ ଚୋପଦାର, ଆଲୁମିନି କମିଟିର ସଭାପତି ସୁଶ୍ରୀ ଆନନ୍ଦିନୀ ଦର୍ଜି, ସ୍ମରଣିକା କମିଟିର ରଘୁ ନନ୍ଦନ ସିଂହ, ସନ୍ଦୀପ କୁମାର କୁଅଁର, ଶିକ୍ଷକ କୃଷ୍ଣ ଚନ୍ଦ୍ର ବାଗ ପ୍ରମୂଖ ମଞ୍ଚାସୀନ ରହି ସ୍କୁଲର ପ୍ରତିଷ୍ଠା ଦିବସକୁ ସମସ୍ତଙ୍କ ସହଯୋଗରେ ସଫଳ କରିବାକୁ ଅନୁରୋଧ

କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷୟିତ୍ରୀ  ଅରୁନ୍ଧତୀ ବଢେଇ, ଝୁନିତା ଭୋଇ, ଗୀତାଞ୍ଜଳି ମାଝୀ, ସୁନିତା ପାଣିଗ୍ରାହୀ, ବନ୍ଦିତା ବେହେରା ଓ ଯୋଗେଶ୍ୱର ଦାସ ଙ୍କ ସମେତ ସ୍କୁଲର ଛାତ୍ରୀ ହେମ ପ୍ରଭା ବାରିକ, ଶୁଭଶ୍ରୀ ସାହୁ, ବିଚିନ୍ତା ସାହୁ, ଗାୟତ୍ରୀ ମହାପାତ୍ର ପ୍ରମୁଖ ଡାଇମଣ୍ଡ ଜୁବଲି ର ସଫଳ ଆୟୋଜନ ସମ୍ପର୍କରେ ନିଜର ବିଭିନ୍ନ ପ୍ରସ୍ତାବ ଦେଇ ଥିଲେ l ଶେଷ ରେ ସ୍କୁଲର ଶିକ୍ଷକ ସତ୍ୟାନନ୍ଦ ବିଶ୍ଵାଳ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like