-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

୬୭ତମ ପୋଲିସ ସହିଦଦିବସ ପାଳିତ

21-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ଆଜି ବଲାଙ୍ଗୀର ମନୋହରପୁର ପୋଲିସ ପଡିଆଠାରେ ଜିଲ୍ଲା ପୋଲିସ ପକ୍ଷରୁ ୬୭ତମ ସହିଦ ଦିବସ ପାଳିତ ହୋଇଯାଇଛି। ବଲାଙ୍ଗୀର ଏସପି ଅଭିଳାଷ  ଜୀ ପ୍ୟାରେଡର ଅଭିବାଦନ ଗ୍ରହଣ କରିବା ସହିତ ସହିଦ ହୋଇଥିବା ପୋଲିସ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ପ୍ରକାଶ ଯେ, ୧୯୫୯ ମସିହା ଅକ୍ଟୋବର ୨୧ ତାରିଖରେ ଲାଦାଖରେ ଚୀନସେନାଙ୍କ ଛଳନାପୂର୍ଣ୍ଣ ଆକ୍ରମଣରେ ୧୦ଜଣ ପୋଲିସ ସହିଦ ହୋଇଥିଲେ। ସେଥିପାଇଁ ୨୧ ଅକ୍ଟୋବରକୁ ଭାରତସରକାର ସହିଦ ଦିବସ ଭାବରେ ପାଳନ କରିଆସୁଛନ୍ତି । ପ୍ରତିବର୍ଷ ସହିଦ ହେଉଥିବା ପୋଲିସଙ୍କୁ ଶ୍ରଦ୍ଧାଞ୍ଜଳି ଜଣା ଯାଉଛି। ଆଜି ଏସପି ଅଭିଲାଷ ଜୀ ସେହି ସହିଦମାନଙ୍କ ନାମ ସ୍ମରଣ କରି ଶ୍ରଦ୍ଧାଞ୍ଜଳି ଜଣାଇବା ସହିତ ତାଙ୍କ ପରିବାର  ବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି। ଏହା ସହିତ ଓଡିଶାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ସହିଦ ଦିବସ ଉପଲକ୍ଷେ ଦେଇଥିବା ବାର୍ତ୍ତାକୁ ମଧ୍ୟ ପଢି ଶୁଣାଇଥିଲେ। ଆଜିର ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ରିଜର୍ଭ ପୋଲିସର ଆରଆଇ ଙ୍କ ନେତୃତ୍ୱରେ ୬୭ ଜଣ ପୋଲିସ ପ୍ୟାରେଡ କରିଥିଲେ। ଏସପି ସେମାନଙ୍କର ଅଭିବାଦନ ଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସପି ହିମାଂଶୁ ବେହେରା, ଗୁଣନିଧି ମଲ୍ଲିକ, ସଦର ଏସଡିପିଓ ସରୋଜ କୁମାର ଉପାଧ୍ୟାୟ, ଅସିଷ୍ଟାଣ୍ଟ କମାଣ୍ଡାଣ୍ଟ ଶରତକୁମାର ସୁନା, ଆଦର୍ଶଥାନା ଆଇଆଇସି ଅବନୀ ସାହୁ, ସଦର ଆଇଆଇସି ରାଜକୁମାର ବିଶ୍ୱାଳ, ସାଇବର ଆଇଆଇସି ଭାରତୀ ନାଏକ ପ୍ରମୁଖ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବହୁସଂଖ୍ୟାରେ ଅବସରପ୍ରାପ୍ତ ପୋଲିସ କର୍ମଚାରୀ, ସାମ୍ବାଦିକ ଗଣ ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like