-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ବାଣ ଫୁଟାକୁ କେନ୍ଦ୍ରକରି ଗୋଷ୍ଟି ସଂଘର୍ଷ,୫ଗୁରୁତର

21-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ମନୋହରୀ ପଡ଼ା ଓ ପାତିକାର ପଡ଼ା ମଧ୍ୟରେ ବାଣ ଫୁଟାକୁ ନେଇ ଗତକାଲି ଦୀପାବଳୀ ରାତିରେ ଗୋଷ୍ଟି ସଂଘର୍ଷ ଘଟିଯାଇଛି ।ଯାହା ଫଳରେ ମନୋହରୀ ପଡ଼ାର ପାଞ୍ଚଜଣଙ୍କୁ ବିନିକା ଡାକ୍ତର ଖାନାରେ ଭର୍ତ୍ତି କରି ଚିକିତ୍ସା କରାଯାଇଥିଲା ହେଲେ ସେମାନଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣା କ୍ରମେ ମନୋହରୀପଡ଼ା ଠାରେ ପାତିକାର ପଡ଼ାର କିଛି ଯୁବକ ବାଣ ଫୁଟାଇ ଥିଲେ ଏବଂ ବାଣ(ଫଟକା) ଟି ଜଣଙ୍କ ଘର ଭିତରକୁ ପଶିଯାଇଥିଲା । ମନୋହରୀ ପଡ଼ାର କିଛି ଯୁବକ ପାତିକାର ପଡ଼ାର ଯୁବକଙ୍କୁ ବାଣ ଫୁଟାଇ ବାକୁ ବାରଣ କରିଥିଲେ । କିନ୍ତୁ ଯୁବକ ମାନେ ନିଶାସକ୍ତ  ଅବସ୍ଥାରେ ଥିବାରୁ ପରସ୍ୱର ମଧ୍ୟରେ କଥା କଟା କଟି ହୋଇଥିଲା । ପାତିକାର ପଡ଼ାର କିଛି ଯୁବକ ଏକତ୍ରିତ ହୋଇ ମନୋହରୀ ପଡ଼ାର ଯୁବକ ମାନଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ ।ପୋଲିସ ଘଟଣା ସ୍ଥଳରେ ପହଞ୍ଚିବା ବେଳକୁ ଘଟଣା ଉଗ୍ରରୂପ ଧାରଣ କରିଥିଲା ।ଗୁରୁତର ପାଞ୍ଚ ଜଣ ହେଲେ କାଳିଆ ମଲ୍ଲିକ (୩୫), ଆହତ ରାଜୁ ମଲ୍ଲିକ, ବବଳୁ ମଲ୍ଲିକ,ଅନାମ ମଲ୍ଲିକ , ମଲି ମଲ୍ଲିକ । ତେବେ ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ବୁର୍ଲା ପଠାଇବା ପରେ ପୋଲିସ ଉଭୟ ପକ୍ଷର ଲୋକଙ୍କୁ ବୁଝା ସୂଜା କରିବା ନେଇ ଆଲୋଚନା ଜାରି ରଖିଛି । ଘଟଣାର ଖବର ପାଇ ବିଳମ୍ବିତ ରାତିରେ ସୋନପୁର ଏସଡିପିଓ ପ୍ରତାପ ତ୍ରିପାଠୀଙ୍କ ସହିତ ପୋଲିସ ଫୋର୍ସ ମଧ୍ୟ ପହଂଚିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like