-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଦେଶ ବିଦେଶ

WHO କୁ ମିଳିଲାନି ନୋବେଲ ପୁରସ୍କ।ର- କ୍ଷୂବ୍ଧ ହେଲା ଚୀନ

10-Oct-2020



ନିକଟରେ ଚଳିତ ବର୍ଷ ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା ହୋଇଛି। ଏହି ପୁରସ୍କାର ଘୋଷଣାକୁ ନେଇ ନୋବେଲ କମିଟିକୁ ପ୍ରଶ୍ନ କରିଛି ଚୀନ। ନରଓ୍ବେର ନୋବେଲ କମିଟି ଶୁକ୍ରବାର ଦିନ ନୋବେଲ ଶାନ୍ତି ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରିଥିଲେ। ଚଳିତବର୍ଷ ପାଇଁ ଓ୍ବାର୍ଲ୍ଡ ଫୁଡ୍‌ ପ୍ରୋଗ୍ରାମକୁ ମିଳିଛି ନୋବେଲ ଶାନ୍ତି ପୁରସ୍କାର। ଏହାପରେ ପୁଣିଥରେ ଚୀନ୍‌ ଓ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ମଧ୍ୟରେ ଥିବା ସମ୍ପର୍କକୁ ନେଇ ବିବାଦ ଦେଖିବାକୁ ମିଳିଛି। କାରଣ ଚଳିତବର୍ଷ WHOକୁ ନୋବେଲ ଶାନ୍ତି ପୁରସ୍କାର ନମିଳିବାରୁ ଚୀନ ପ୍ରତିକ୍ରିୟା ରଖିଛି। ଚୀନର କମ୍ୟୁନିଷ୍ଟ ସରକାରର ମୁଖପତ୍ର ଗ୍ଲୋବାଲ ଟାଇମସ୍‌ରେ ନୋବେଲ କମିଟି ସହ ଆଲୋଚନା କରିଥିଲା! ଖବରକାଗଜର ସମ୍ପାଦକ ହୁ ଶିଜିନ କହିଛନ୍ତି ଯେ, ଏବେ ନୋବେଲ ଶାନ୍ତି ପୁରସ୍କାର ବେକାର ହୋଇଗଲଣି ଏବଂ ଏହାକୁ ବନ୍ଦ କରି ଦିଆଯିବା ଉଚିତ୍‌ ବୋଲି କହିଛନ୍ତି। ଶିଜିନ ନିଜ ଟୁଇଟର ଅକାଉଣ୍ଟରେ ଲେଖିଛନ୍ତି ଯେ, ନୋବେଲ କମିଟିର ଏତେ ସାହାସ ନାହିଁ ଯେ, ସେ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ (WHO)କୁ ପୁରସ୍କାର ଦେଇ ପାରିବ। ଯଦି କମିଟି ଏପରି କଲା ତେବେ ଆମେରିକା କିମିଟି ଉପରେ କ୍ଷୁବ୍ଧ ହୋଇଯିବ। ଏଥିପାଇଁ ପୁରସ୍କାର ମିଳିନାହିଁ ବୋଲି ସେ କହିଛନ୍ତି!! ଏଥିସହିତ ସେ ଆହୁରି କହିଛନ୍ତି ଯେ, ନୋବେଲ ପୁରସ୍କାରକୁ ବହୁତ ପୂର୍ବରୁ ବନ୍ଦ କରିଦେବା ଉଚିତ୍। ଏହି ନୋବେଲ କମିଟି କେବଳ ଆମେରିକାର ଦଲାଲୀ କରିବା ବ୍ୟତୀତ ଆଉ କିଛି କରୁନାହିଁ। ଏହି କେବଳ ସନ୍ତୁଳନ ବଜାୟ ରଖିବାକୁ ପ୍ରୟାୟ କରୁଛି ବୋଲି ସେ କହିଛନ୍ତି । ହୁ ଶିଜିନଙ୍କ ଏପରି ବୟାନବାଜି ନୂଆ କଥା ନୁହେଁ। ଏପରି କହି ଚୀନ ଏଜେଣ୍ଡାକୁ ଆଗକୁ ନେବାକୁ ପ୍ରୟାସ କରିଥାନ୍ତି। ସେ ଯେଉଁଭଳି ଭାବେ ନୋବେଲ କିମିଟିକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଏଥରୁ ସ୍ପଷ୍ଟ ଯେ, ଚୀନ ଓ WHO ମଧ୍ୟରେ କେଉଁ ଭଳି ସମ୍ପର୍କ ରହିଛି ! ମହାମାରୀ କରୋନା ଭାଇରସ୍‌ କାରଣରୁ ଆମେରିକା ସମେତ ବହୁ ଦେଶର ଟାର୍ଗେଟରେ ରହିଛି ଚୀନ। ଅପରପକ୍ଷେ WHO ମଧ୍ୟ ଆମେରିକାର ଟାର୍ଗେଟ ରହିଛି। ଏପରିକି ପୂର୍ବରୁ ଆମେରିକାର ରାଷ୍ଟ୍ରପତି ଡ୍ରୋନାଲ୍ଡ ଟ୍ରମ୍ପ ଅଭିଯୋଗ ଆଣିଥିଲେ ଯେ, WHO ଓ ଚୀନ ମଧ୍ୟରେ ଭଲ ସମ୍ପର୍କ ରହିଛି। ଏବଂ ୨ ଜଣଙ୍କର ଅବହେଳା ପାଇଁ କରୋନା ମହାମରୀର ରୂପ ନେଲା ବୋଲି ସେ କହିଥିଲେ!!


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like