-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||     

HOME   ଜିଲ୍ଲା

ତୁଷୁରାରେ ମହାବୀର ସ୍ବାମୀଙ୍କ ନିର୍ବାଣ ଦିବସ ପାଳିତ

21-Oct-2025



ତୁଷୁରା (ପଞ୍ଚାନନ ନାଏକ) ତୁଷୁରା ସହର ସ୍ଥିତ କୁନ୍ଦନ ଜୈନ ଭବନ ଠାରେ ମଙ୍ଗଳବାର ଜୈନ ଧର୍ମର ୨୪ତମ ତିର୍ଥଙ୍କର ଭଗବାନ ମହାବୀର ସ୍ବାମୀଙ୍କ ନିର୍ବାଣ ଦିବସ ପାଳିତ ହୋଇ ଯାଇଛି। ଜୈନ ସ୍ବେତାମ୍ବର ତେରାପନ୍ଥ ଧର୍ମର ଆଚାର୍ଯ୍ଯ ମହାଶ୍ରମଣଜୀଙ୍କ ଶୁଶିଷ୍ୟା ଶ୍ରବଣୀ ନିଦ୍ଦେର୍ଶିକା ଡା. ନିର୍ବାଣ ପ୍ରଜ୍ଞାଜୀ ଓ ଶ୍ରବଣୀ ମଧ୍ୟସ୍ଥ ପ୍ରଜ୍ଞାଜୀଙ୍କ ଉପସ୍ଥିତରେ ପ୍ରଥମେ ଜୈନ ଧର୍ମର ମହାମନ୍ତ୍ର ପଠନ କରାଯାଇଥିଲା। ଜୈନ ଧର୍ମର ୨୪ତମ ତଥା ଶେଷ ତିର୍ଥଙ୍କର ଭଗବାନ ମହାବୀର ସ୍ବାମୀ ହୋଇଥିଲେ। ଆଜିର ଦିନରେ ତାଙ୍କର ଦେବଲୋକ ହୋଇ ଥିଲା। ଅହିଂସା, ଅପରିଗ୍ରହ ଉପରେ ଗୁରୁତ୍ବ ଦେବା ସହ ବିଶ୍ବ ଶାନ୍ତିର ବାର୍ତ୍ତା ଦେଇ ଥିଲେ ବୋଲି ଶ୍ରବଣୀ ନିଦ୍ଦେର୍ଶିକା ମତ ପ୍ରକାଶ କରିଥିଲେ। ମହାବୀର ସ୍ବାମୀ ସମସ୍ତ ମନୁଷ୍ଯ, ବନ୍ୟଜୀବ ଓ ଜୀବଜଗତକୁ ଜିଓ ଔର ଜିନେଦୋ ସିଦ୍ଧାନ୍ତ ଦେଇଛନ୍ତି ବୋଳି ଓଡିଶା ପ୍ରାନ୍ତୀୟ ଜୈନ ସ୍ବେତାମ୍ବର ତେରାପନ୍ଥ ସଭାର ଅଧ୍ୟକ୍ଷ ଇଂଜିନିୟର ମନୋଜ କୁମାର ଜୈନ ପ୍ରକାଶ କରିଥିଲେ। ଏହା ପରେ ବୃହତ ମଙ୍ଗଳପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶିଶୁ କଳାକାର ମାନଙ୍କ ଦ୍ବାରା ଭଗବାନ ମହାବୀର ସ୍ବାମୀଙ୍କ ଜୀବନୀ ଉପରେ ଏକ ନୃତ୍ଯ ପରିବେଷଣ କରିଥିଲେ । ଟିଟିଲାଗଡ, ରିଷିଡା, ବଲାଙ୍ଗୀର ଓ ସଇଁନ୍ତଳାରୁ ବହୁତ ଜୈନ ଧର୍ମ ଅନୁରାଗୀ ମହିଳା ଓ ପୁରୁଷ ଉପସ୍ଥିତ ଥିବା ବେଳେ ସାହିତ୍ୟିକ ତୁଳସୀ ରାମ ଜୈନ, ତୁଷୁରା ଜୈନ ତେରାପନ୍ଥ ସଭାର ପୂର୍ବତନ ଅଧ୍ୟକ୍ଷ ଚନ୍ଦ୍ର ଭାନ ଜୈନ , ସାୱରିଆ ଜୈନ, ଅଶୋକ ଜୈନ,  ବିରେନ୍ଦ୍ର ଜୈନ, ଅଜିତ ଜୈନ, ଅରହମ ଜୈନ,  ଆଦି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026

You Might Also Like