-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ଜିଲ୍ଲା ପୋଲିସ ପକ୍ଷରୁ ୬୬ତମ ଶହୀଦ ସ୍ମୃତି ଦିବସ ପାଳିତ

21-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ରିଜର୍ଭ ପୋଲିସ ପଡିଆ ଠାରେ ୬୬ତମ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି। ଏଠାରେ ମୁଖ୍ୟ ଅତିଥି ଭାବରେ ଏସପି ଶ୍ରୀ ନାରାୟଣ ନାୟକ ଯୋଗ ଦେଇ ଦେଶ ତଥା ବିଦେଶ ରେ ବିଭିନ୍ନ ଜରୁରୀ କାଳୀନ ସମୟରେ ଶହୀଦ୍ ହୋଇଥିବା ଆମ ଜିଲ୍ଲା ତଥା ଦେଶ ର ପୋଲିସ ଙ୍କ ସ୍ମୁତି ଚାରଣ କରିଥିଲେ l ସ୍ଵତନ୍ତ୍ର ନିମନ୍ତ୍ରିତ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଯୋଗ ଦେଇ ଏସପି ଙ୍କ ସହିତ ଉଭୟେ ଶହୀଦ୍ ପୋଲିସ ଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ l ୨୦୦୯ ମସିହାରେ ସମ୍ବଲପୁର ଜିଲ୍ଲା ରେ ସହିଦ ହୋଇଥିବା ଆମ ଜିଲ୍ଲା ର ପୋଲିସ ଅଫିସର ନରସିଂହ ମହାକୁଡ ଙ୍କ ପତ୍ନୀ ଙ୍କୁ ଏବଂ କୋରାପୁଟ ରେ ସହିଦ ହୋଇଥିବା ଆମ ଜିଲ୍ଲା ପୋଲିସ ବିଭୀଷଣ ସାହୁ ଙ୍କ ପରିବାର କୁ ଆଜି ଏହି ଉତ୍ସବ ରେ ଜିଲ୍ଲାପାଳ ଓ ଏସପି ଙ୍କ ଦ୍ୱାରା ସମ୍ୱର୍ଦ୍ଧିତ କରାଯାଇଥିଲା ଲ

ଅତିରିକ୍ତ ଏସପି କଣ୍ଡୋ ଧର ହରିପ୍ରସାଦ, ଡି ଏସ ପି  ପି.କେ ରଣା, ଡି ଏସ ପି ରେଣୁକା ସୁନା, ଡି ଏସ ପି ରାଜେଶ୍ୱରୀ ଭୋଇ, ଡି ଏସ ପି ଭୋଜରାଜ ଶାହା, ଏସ ଡି ପି ଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ସୋନପୁର ଥାନା ଅଧିକାରୀ ତାପସ ଭୋଇ ଙ୍କ ସମେତ ସମସ୍ତ ଭାରପ୍ରାପ୍ତ ଥାନା ଅଧିକାରୀ ଯୋଗ ଦେଇ ଶହୀଦ୍ ଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ l ଜିଲ୍ଲା ପୋଲିସ କନେଷ୍ଟବଳ ସଂଘ ର କର୍ମକର୍ତା ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like