-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

*ପୁପୁଗାଁ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ*

22-Oct-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
:-ଶିକ୍ଷା କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଇ ଶିକ୍ଷାର ବିକାଶ ପାଇଁ ସଦା ସର୍ବଦା ଚେଷ୍ଟିତ ରହୁଛନ୍ତି। କିନ୍ତୁ କିଛି ଦୁର୍ନୀତିଖୋର୍ ଅଧିକାରୀଙ୍କ ଯୋଗୁଁ ଶିକ୍ଷା କ୍ଷେତ୍ରରେ ବିକାଶ ଠିକ ଭାବେ ହୋଇ ପାରୁନାହିଁ । ଏଭଳି ଏକ ଘଟଣା ଘଟିଛି ସରକାରୀ ଉଚ୍ଚ ବିଦ୍ୟାଳୟ ପୂପୁଗାଁ ଠାରେ। ଗ୍ରାମବାସୀ ପ୍ରଧାନ ଶିକ୍ଷକ ବିଜୟ କୁମାର ମାଝୀଙ୍କ ବିରୁଦ୍ଧରେ ବହୁ ଅଭିଯୋଗ ଆଣି ବିଦ୍ୟାଳୟ ଘେରାଉ କରିଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗ ପ୍ରକାରେ ବିଦ୍ୟାଳୟରେ ନୂତନ ସଭାପତି ନ ଥିବା ଯୋଗୁଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ମଧ୍ୟାହ୍ନ ଭୋଜନ ଠିକ ଭାବରେ ଦିଆଯାଉ ନାହିଁ ଓ ଖାଦ୍ୟ ନିମ୍ନମାନର ଦିଆଯାଉଛି। ପ୍ରଧାନ ଶିକ୍ଷକ ବିଦ୍ୟାଳୟରେ ଉପସ୍ଥିତ ରହୁ ନାହାନ୍ତି। ଛାତ୍ରାବାସ ରେ ଉଚିତ ବ୍ୟବସ୍ଥା ନ ଥିବାରୁ କାଛୁ କୁଣ୍ଡିଆ ହେଉଛି । ହଷ୍ଟେଲ ରେ ମଧ୍ଯ ଛାତ୍ର ମାନଙ୍କୁ ଠିକ ଭାବରେ ଖାଇବାକୁ ଦେଉ ନାହାନ୍ତି। ଗୁରୁତର ଅଭିଯୋଗ ହେଲା ନୂତନ ଭାବେ +୨ ଆଡ଼ମିଶନ ଦେୟ sc ଓ st ପାଇଁ ୯୪୦ଟଙ୍କା ଓ ସାଧାରଣ ବର୍ଗ ପାଇଁ ୧୦୫୦ଟଙ୍କା ରହିଥିବା ବେଳେ  ୨୦୦ରୁ ୩୦୦ ଶହ ଟଙ୍କା ଅଧିକା ନେଇଛନ୍ତି ଓ ଅବିଭାବକ ମାନଙ୍କୁ ରସିଦ ଦେଇ ନାହାନ୍ତି। ଏଭଳି ଦୁର୍ନୀତିଗ୍ରସ୍ତ ପ୍ରଧାନ ଶିକ୍ଷକଙ୍କୁ ତୁରନ୍ତ ଅନ୍ୟତ୍ର ବଦଳି କରାଯିବାକୁ ଦାବି କରିଛନ୍ତି ଗ୍ରାମବାସୀ। ସୁଚନା ଥାଉ କି ଗତ ଏପ୍ରିଲ୍ ମାସରେ ସେହି ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ଚିକିତ୍ସା ଅଭାବରୁ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରିଥଲେ ଓ ସେହି ଶିକ୍ଷୟତ୍ରୀ ଙ୍କୁ ପ୍ରଧାନ ଶିକ୍ଷକ ମାନସିକ ନିର୍ଯ୍ୟାତନା ଦେଉଥିଲେ ଓ ଅସଭ୍ୟ ଭାଷାରେ ଗାଳି କରୁଥିବା ଅଭିଯୋଗ କରିଥିଲେ । ପରେ ଉକ୍ତ ଘଟଣାର ମୀମାଂସା ହୋଇଥିଲା। ଏହି ସବୁ ଅଭିଯୋଗ ବିଶୟରେ ପ୍ରଧାନ ଶିକ୍ଷକଙ୍କୁ ପଚାରିବାରୁ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଥଲେ। ସ୍କୁଲ କମିଟି ଶହ କଥା ହୋଇ   +୨ ଛାତ୍ର ଛାତ୍ରୀ ମାନଙ୍କ ଫିସ ଅଧିକା ନେଇଥିବା ସ୍ବୀକାର କରିଥିଲେ । ଯଦି ସରକାର ବିଦ୍ୟାଳୟର ସମସ୍ତ ଉନ୍ନତି ଖର୍ଚ୍ଚ ବହନ କରନ୍ତି ତ ବିଦ୍ୟାଳୟ ପରିଚାଳନା କମିଟି ଓ ପ୍ରଧାନ ଶିକ୍ଷକ କଣ ପାଇଁ ଏହି ଅଧିକ ଟଙ୍କା ନେଇଛନ୍ତି। ଉଚିତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି 
କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like