-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||     

HOME   ଜିଲ୍ଲା

ମହାସମାରୋହରେ ପାଳିତ ହେଲା ଗିରିଗୋବର୍ଦ୍ଧନ ପୂଜା

22-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସହର ସମେତ ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମରେ ଗିରିଗୋବର୍ଦ୍ଧନ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି l ଏହି ପରିପେକ୍ଷିରେ ବିନିକା କଂସାରିପଡା ସ୍ଥିତ ପୂର୍ଣାମାସି ମନ୍ଦିରରୁ ରାଧାକୃଷ୍ଣ ଓ ଘୁଣ୍ଡୁ ଗୋପାଳଙ୍କୁ ବାହାର କରାଯାଇ ପୂଜାର୍ଚ୍ଚନା କରାଯାଇଥିଲା ପରେ ଯୁବକ ସଂଘ   ସଭାପତି ମନୋଜ ଦାସ ଓ ସମ୍ପାଦକ ରଞ୍ଜନ ଦାସଙ୍କ ନେତୃତ୍ୱରେ ସମସ୍ତ ସଦସ୍ୟ ବିରାଟ ଶୋଭାଯାତ୍ରାରେ ଘଣ୍ଟ, ଶଙ୍ଖ ର ତାଲେ ତାଳେ ରାଧାକୃଷ୍ଣ ଘୁଣ୍ଡୁ ଗୋପାଳଙ୍କୁ ନିକଟସ୍ଥ ଯୋଗେଶ୍ୱର ମନ୍ଦିରକୁ ନିଆଯାଇଥିଲା l  ସେଠାରେ ପୂଜକ ସର୍ବେଶ୍ଵର ପୁରୋହିତ ଓ ସହଯୋଗୀ ମାନଭଞ୍ଜନ ପୂଜାରୀଙ୍କ ଦ୍ଵାରା  ପାରମ୍ପରିକ ରୀତିରେ ପୂଜାର୍ଚ୍ଚନା କରାଯାଇଥିଲା ।ଏହି ଅବସରରେ କମିଟି ସଦସ୍ୟ ମାନେ ଭଜନ, କିର୍ତନ୍ୟ କରି ମଣ୍ଡଳୀ ଚାରିପାଖେ ଘୁରି ପ୍ରଭୁଙ୍କ ସ୍ୱରଣ କରିଥିଲେ ।ପରେ ଶ୍ରଦ୍ଧାଳୁ ଭକ୍ତଙ୍କୁ ପ୍ରସାଦ ବଣ୍ଟନ କରାଯାଇଥିଲା l ଐତିହାସିକ ଘଟଣା ଅନୁସାରେ ଗୋପପୁର ବାସୀ ଇନ୍ଦ୍ର ଦେବତାଙ୍କୁ ପୂଜା କରୁଥିଲେ  । ପ୍ରଭୁ ଶ୍ରୀକୃଷ୍ଣ ପୂଜା ନକରିବା ପାଇଁ କହିବାରୁ ଇନ୍ଦ୍ର ଦେବତାଙ୍କ ପୂଜା ହୋଇ ନଥିଲା ଯାହା ଫଳରେ ଇନ୍ଦ୍ର ଦେବତାଙ୍କ କ୍ରୋଧରେ ସାରା ଗୋପପୁରେ ଘଡଘଡି ସହ ପ୍ରବଳ ବର୍ଷା ଲାଗି ରହିଲା। ମୁଣ୍ଡ ଗୁଞ୍ଜିବାକୁ ସ୍ଥାନ ବି ନଥିଲା ।ଲୋକେ ବର୍ଷାରେ ଜୀବନ ବିକଳରେ ତ୍ରାହି ତ୍ରାହି ହୋଇ ପ୍ରଭୁଙ୍କୁ ଡାକିଥିଲେ। ଠିକ ଏହି ସମୟରେ ପ୍ରଭୁ ଶ୍ରୀକୃଷ୍ଣ ସମସ୍ତ ଗୋପପୁର ବାସୀଙ୍କୁ ବଞ୍ଚାଇବା ପାଇଁ ଗିରି ଗୋବର୍ଦ୍ଧନ ପର୍ବତକୁ ହାତରେ ଟେକି ରକ୍ଷା କରିଥିଲେ ।ଯେହେତୁ ଇନ୍ଦ୍ର ଦେବତା ଆମ ଉପରେ ରାଗିଲେ ତେଣୁ ଇନ୍ଦ୍ରଙ୍କୁ ପୂଜା ନକରି ବୃକ୍ଷ,ପାହାଡ,ନଦୀ,ଗୋମାତାଙ୍କୁ ପୂଜା କରିବା ପାଇଁ ଗୋପପୁର ବାସୀଙ୍କୁ ପରାମର୍ଶ ଦେଇଥିଲେ।ସେହିଦିନ ଠାରୁ ପ୍ରଭୁଙ୍କ ଆଦେଶରେ ଗିରି ଗୋବର୍ଦ୍ଧନ ପୂଜା ପାଳିତ ହୋଇଆସୁଛି ।ସେହିପରି ଅନ୍ୟ ପକ୍ଷରେ ଗୁଲୁଣ୍ତା,ଜାମଛାପର,ଘାଟି ଜାମପାଲି,ତେଲିପାଲି,ଅଏଁଲାମୁଣ୍ଡା,ନାରାଣଟିକିରା ପ୍ରଭୃତି ସ୍ଥାନରେ ଗିରି ଗୋବର୍ଦ୍ଧନ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026

You Might Also Like